Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ରାଜ୍ୟ
Home ›› ରାଜ୍ୟ ››ସ୍ୱାସ୍ଥ୍ୟ ବିଭାଗଠୁ ପାଇ ପାରିବେ ୨୫ ହଜାର , ଜଣାନ୍ତୁ କେମିତି

ସ୍ୱାସ୍ଥ୍ୟ ବିଭାଗଠୁ ପାଇ ପାରିବେ ୨୫ ହଜାର , ଜଣାନ୍ତୁ କେମିତି

2022-11-12 06:42:06
15155
Share:
Facebook
Twitter
E-Mail
WhatsApp
Telegram
ସ୍ୱାସ୍ଥ୍ୟ ବିଭାଗଠୁ ପାଇ ପାରିବେ ୨୫ ହଜାର , ଜଣାନ୍ତୁ କେମିତି

ଭୁବନେଶ୍ବର : ରାଜ୍ୟରେ ବେଆଇନ ଲିଙ୍ଗ ନିରୂପଣ କ୍ଲିନିକ୍‌/ହସ୍ପିଟାଲ ସଂପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ୨୫ହଜାର ଟଙ୍କା ମିଳିବ। ସୂଚନା ଦେଇଥିବା ବ୍ୟକ୍ତିଙ୍କ ସମସ୍ତ ତଥ୍ୟ ଗୋପନ ରଖାଯିବା। ଏଥିପାଇଁ ରାଜ୍ୟ ସରକାର ସୂଚନାଦାତା ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ସଂପର୍କିତ ଗାଇଡଲାଇନ୍‌ ଜାରି ହୋଇଛି। ସବୁ ଜିଲ୍ଲାପାଳ ଓ ଜିଲ୍ଲା ପିସି ଏଣ୍ଡ ପିଏନ୍‌ଡିଟି ଅଧିକାରୀଙ୍କୁ ଏ ସଂପର୍କିତ ସୂଚନା ଦିଆଯାଇଛି।


ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ(ଏନ୍‌ଏଫ୍‌ଏଚ୍‌ଏସ୍‌)-୫ ଅନୁଯାୟୀ ଓଡ଼ିଶାରେ ପ୍ରତି ୧ହଜାର ଶିଶୁପୁତ୍ରଙ୍କ ତୁଳନାରେ ୮୯୪ ଶିଶୁକନ୍ୟା ରହିଛନ୍ତି। ଦିନକୁ ଦିନ ଶିଶୁକନ୍ୟାଙ୍କ ସଂଖ୍ୟାରେ ହ୍ରାସ ହେଉଛି। ପ୍ରଯୁକ୍ତିବିଦ୍ୟାର ଅପବ୍ୟବହାର କରି ଭ୍ରୁଣହତ୍ୟା କରାଯାଉଛି। ୧୯୯୪ ମସିହାରେ ପିସି ଏଣ୍ଡ ପିଏନ୍‌ଡିଟି ଆଇନ ଆସିବା ସମୟରେ ରାଜ୍ୟରେ ୧୧୯୦ ଅଲ୍‌ଟ୍ରାସାଉଣ୍ଡ କ୍ଲିନିକ୍‌ ରହିଥିଲା। ତେବେ ତହିଁରୁ ୨୫ ପ୍ରତିଶତ କ୍ଲିନିକ୍ ଏବେ ବନ୍ଦ ହୋଇଗଲାଣି। ସଂପୃକ୍ତ କ୍ଲିନିକ୍‌ର ମାଲିକଙ୍କ ମୃତ୍ୟୁ, ପଞ୍ଜୀକରଣ ସାର୍ଟିଫିକେଟ୍‌ର ପ୍ରତ୍ୟାର୍ପଣ ଓ କ୍ଲିନିକ୍ ବନ୍ଦ ହେବା ଭଳି ଏକାଧିକ କାରଣ ଏଥିପାଇଁ ଦାୟୀ। ତେବେ ଯେଉଁ କ୍ଲିନିକ୍‌ ଏବେ କାର୍ୟ୍ୟକ୍ଷମ ରହିଛି ତହିଁରେ ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଉଛି କି ନାହିଁ ତାହା ସଂପର୍କରେ ସୂଚନା ପାଇବା ଓ ସେମାନଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି। ୩ଟି କିସ୍ତିରେ ସୂଚନାଦାତାଙ୍କୁ ୨୫ହଜାର ଟଙ୍କା ପ୍ରଦାନ କରାଯିବ। ବେଆଇନ କ୍ଲିନିକ୍ ସଂପର୍କରେ ସୂଚନା ଠିକ୍ ରହିଥିଲେ ୧୦ହଜାର, କ୍ଲିନିକ୍ ମାଲିକ/ଡାକ୍ତରଙ୍କ ବିରୋଧରେ ଚାର୍ଜଫ୍ରେମ୍ ହେଲେ ଆଉ ୧୦ହଜାର ଓ ଦଣ୍ଡବିଧାନ ହେଲେ ଶେଷ ୫ହଜାର ଟଙ୍କା ଦିଆଯିବ। ଜାତୀୟ ସ୍ବାସ୍ଥ୍ୟ ମିସନ୍(ଏନ୍‌ଏଚ୍‌ଏମ୍) ପାଣ୍ଠିରୁ ସୂଚନାଦାତାଙ୍କୁ ଏହି ଅର୍ଥ ପ୍ରଦାନ କରାଯିବ। ଏହି ଯୋଜନା ସଂପର୍କରେ ଅଧିକରୁ ଅଧିକ ‌ସଚେତନ କରିବା ଲାଗି ବିଭାଗ ପକ୍ଷରୁ ଗୁରୁତ୍ବାରୋପ କରାଯାଇଛି।

ଏହା‌ସହ ଅଭିଯୋଗ ରଖିବା ପାଇଁ ଜଣେ ଅଧିକାରୀ ଓ ତାଙ୍କ ଯୋଗାଯୋଗ ନମ୍ବର ପ୍ରଦାନ କରାଯିବ। ସୂଚନା ପ୍ରଦାନକାରୀଙ୍କ ଗୋପନୀୟ ତଥ୍ୟ ସମ୍ବଳିତ ଫାଇଲ୍‌ ଓ ଅଭିଯୋଗର ପଞ୍ଜୀକରଣ, ସୂଚନାକାରୀଙ୍କ ପାଇଁ ଏକ ବିଶ୍ବସନୀୟ ନେଟୱାର୍କ ପ୍ରସ୍ତୁତ କରିବା ଓ ଅଭିଯୋଗ ପାଇବା ପରେ ଜିଲ୍ଲା ଟାସ୍କ ଫୋର୍ସ କମିଟି ତଥ୍ୟ ଅନୁସନ୍ଧାନ କରିବା ଲାଗି ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଉଲ୍ଲେଖ ଯେ ବେଆଇନ କ୍ଲିନିକ୍‌ର ଯାଞ୍ଚ ପାଇଁ ପୂର୍ବରୁ ଜିଲ୍ଲାସ୍ତରୀୟ ଟାସ୍କ ଫୋର୍ସ ଗଠନ ହୋଇଛି। ଜିଲ୍ଲାପାଳ ଏହାର ଅଧ୍ୟକ୍ଷ ଥିବା ବେଳେ ସିଡିଏମ୍‌ଓ, ଏସ୍‌ପି ଓ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ଏହାର ସଦସ୍ୟ ରହିଛନ୍ତି।

Powered by Froala Editor

Tags health ,

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14084
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13765
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14867
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13988
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13723
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14242
    Sep 11, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14023
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14922
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15694
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14867
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14242
    Sep 11, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14084
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14065
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16074
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14611
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13919
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14727
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14115
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14696
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14023
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14867
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14922
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In