Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୁକୁଳିଲେ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ : ସ୍ୱାମୀଙ୍କୁ ଦେଖି ଭାବ ବିହ୍ୱଳ ହେଲେ ନଳୀନି

ମୁକୁଳିଲେ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ : ସ୍ୱାମୀଙ୍କୁ ଦେଖି ଭାବ ବିହ୍ୱଳ ହେଲେ ନଳୀନି

2022-11-12 19:09:27
14800
Share:
Facebook
Twitter
E-Mail
WhatsApp
Telegram
ମୁକୁଳିଲେ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ : ସ୍ୱାମୀଙ୍କୁ ଦେଖି ଭାବ ବିହ୍ୱଳ ହେଲେ ନଳୀନି
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଜେଲରୁ ମୁକୁଳିଛନ୍ତି ରାଜୀବ ଗାନ୍ଧୀ ହତ୍ୟା ଅଭିଯୁକ୍ତ ନଳିନୀ ଶ୍ରୀହରନ, ତାଙ୍କ ସ୍ବାମୀ ଭି. ଶ୍ରୀହରନ ଓରଫ ମୁରୁଗାନ ଓ ଅନ୍ୟ ୩ ଜଣ । ଭେଲୋରସ୍ଥିତ ମହିଳା ଜେଲରୁ ଆଜି ସକାଳେ ନଳିନୀ ମୁକ୍ତ ହୋଇଥିବାବେଳେ ସ୍ବାମୀ ରହୁଥିବା ଭେଲୋର ସେଣ୍ଟ୍ରାଲ ଜେଲକୁ ସନ୍ଧ୍ୟାରେ ଯାଇଥିଲେ । ଜେଲରୁ ବାହାରିବା ପରେ ଉଭୟ ସ୍ବାମୀ ସ୍ତ୍ରୀ ଭାବବିହ୍ବଳ ହୋଇପଡିଥିଲେ ।

ଭେଲୋର ଜେଲରେ ରହୁଥିବା ନଳିନୀ ପାରୋଲରେ ଆସିଥିଲେ। ଆଜି ସେ ଭେଲୋର ଜେଲକୁ ଯାଇଥିଲେ। ସେଠାରେ ସମସ୍ତ ନିୟମକୁ ପାଳନ କରିବା ପରେ ତାଙ୍କୁ ମୁକ୍ତ କରାଯାଇଛି। ପାରୋଲ ସର୍ତ୍ତ ଅନୁସାରେ ସେ ଆଜି ପ୍ରଥମେ ସକାଳେ ସ୍ଥାନୀୟ ପୁଲିସ ଷ୍ଟେସନ ଯାଇଥିଲେ। ଗତ ମେ’ ମାସରେ ରାଜୀବ ଗାନ୍ଧିଙ୍କ ସପ୍ତମ ଦୋଷୀ ପେରାରୀବଲନଙ୍କୁ କୋର୍ଟ ନିଜର ଅତିରିକ୍ତ କ୍ଷମତା ପ୍ରୟୋଗ କରି ତାଙ୍କୁ ସଜାରୁ ମୁକ୍ତି କରଥିଲେ। ସମାନ ନିୟମ ବାକି ଦୋଷୀଙ୍କ ଲାଗି ଲାଗୁ କରାଯାଇଥିଲା। ସେହି ଅନୁଯାୟୀ ଗତକାଲି ସୁପ୍ରିମକୋର୍ଟ ନଳିନୀଙ୍କ ସମେତ ଅନ୍ୟ ୬ ଜଣଙ୍କୁ ମୁକ୍ତ କରଥିଲେ।

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ହତ୍ୟା ମାମଲାରେ ନଳିନୀ ଏବଂ ଅନ୍ୟ ୬ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଚାରିତ୍ରିକ ସଂଶୋଧନ, ଡିଗ୍ରୀ ହାସଲ, ପୁସ୍ତକ ରଚନା ଓ ବିଭିନ୍ନ ସାମାଜିକ ସେବା କାର୍ଯ୍ୟକ୍ରମରେ ସେମାନେ ସାମିଲ ହୋଇଥିବାରୁ ୬ଜଣଙ୍କୁ ସୁପ୍ରିମକୋର୍ଟ ଗତକାଲି ଖଲାସ ନିର୍ଦ୍ଦେଶ ଦେଇଥିଲେ । ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ୩୧ ବର୍ଷ ଜେଲରେ ଥିବା ପେରାରୀବଲନଙ୍କୁ ନିକଟ‌ ଅତୀତରେ ମୁକ୍ତ କରାଯାଇଥିଲା ।



Powered by Froala Editor

Tags rajiv

Related articles Odisha News Lens 4.1

  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15592
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13432
    Oct 21, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14897
    Oct 22, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15804
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13766
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14008
    Oct 21, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15404
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14951
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14529
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15592
    Oct 20, 2026
  • ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ...

    14008
    Oct 21, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15404
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14981
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15440
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14783
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14878
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15880
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14951
    Oct 20, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14008
    Oct 21, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15804
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In