Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ››ଆରମ୍ଭ ହେଲା ଲିଙ୍ଗରାଜ ମନ୍ଦିରର ମରାମତି କାମ

ଆରମ୍ଭ ହେଲା ଲିଙ୍ଗରାଜ ମନ୍ଦିରର ମରାମତି କାମ

2022-11-14 07:59:20
13709
Share:
Facebook
Twitter
E-Mail
WhatsApp
Telegram
ଆରମ୍ଭ ହେଲା ଲିଙ୍ଗରାଜ ମନ୍ଦିରର ମରାମତି କାମ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ସିଂହଦ୍ୱାରରେ ଫାଟ ସୃଷ୍ଟି ହୋଇଥିବାର ଖବର ମିଳିଛି।  ଭିତର ପାର୍ଶ୍ଵରେ ବି ଅନେକ ଫାଟ ଦେଖିବାକୁ ମିଳୁଛି। ଏହାର ମରାମତି ଲାଗି ଏଏସଆଇ ପକ୍ଷରୁ ସିଂହଦ୍ୱାରରେ କାମ ଆରମ୍ଭ ହୋଇଛି। ଏହି କାରଣରୁ  ସିଂହଦ୍ୱାର ବାଟେ ଭକ୍ତଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ଆଜି  ଉତ୍ତର ଦ୍ୱାର ବାଟେ ଭକ୍ତମାନେ ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି।
ଉଲ୍ଲେଖଯୋଗ୍ୟ, ଶ୍ରୀଲିଙ୍ଗରାଜ ମନ୍ଦିରର ମରାମତି ଠିକ୍ ଭାବେ କରାଯାଉ ନ ଥିବାରୁ ମନ୍ଦିର କାନ୍ଥରେ କ୍ଷତ ବଢ଼ିବାରେ ଲାଗିଛି। ମୁଖ୍ୟ ମନ୍ଦିରରୁ ପାଣି ଗଳିବା, ସିଂହଦ୍ବାର କବାଟରେ ଫାଟ ଓ ଆର୍ଥିଂ ନ ଥିବା ସମସ୍ୟା ପରେ ଏବେ ଆଉ ଏକ ସମସ୍ୟା ପଦାକୁ ଆସିଛି। ଅସ୍ଥାୟୀ କବାଟ ଲଗାଇବା ବେଳେ ସିଂହଦ୍ବାର ନିକଟ କାନ୍ଥରେ ଫାଟ ସୃଷ୍ଟି ହୋଇଛି। ସବୁଠାରୁ ବଡ଼ କଥା ହେଲା ପୁରୁଣା ପିତଳ କବାଟ କିଳିଣି ଲାଗିଥିବା ସ୍ଥାନରୁ ମନ୍ଦିର ବେକି ପର୍ୟ୍ୟନ୍ତ ଫାଟ ଲମ୍ବିଛି। ଆଉ ଗର୍ଭଗୃହ ଦ୍ବାରବନ୍ଧରେ ସୃଷ୍ଟି ହୋଇଥିବା ଫାଟ ବଢ଼ିବାରେ ଲାଗିଛି। ପୂର୍ବରୁ ସରୁ ଥିବା ଏହି ଫାଟ ଏବେ କ୍ରମଶଃ ମେଲି ମେଲି ଆଁ କଲାଣି।

ମନ୍ଦିର ସିଂହଦ୍ବାରର ପ୍ରବେଶ ପଥ ଉପରେ ଥିବା ମଝି କଳସ କଡ଼ରେ ପଥରର ବଡ଼ ଫାଟ ରହିଛି। ଏହି ଫାଟ ଦିନକୁ ଦିନ ଲମ୍ବି ଚାଲିଛି। ସେହିପରି ସିଂହଦ୍ବାର ନିକଟରେ ଏବେ ନୂତନ କବାଟ ଲଗାଯିବା ପାଇଁ ପୁରୁଣା କବାଟକୁ ଖୋଲା ଯାଇଛି। ଏଠାରେ ଅସ୍ଥାୟୀ କବାଟ ଲଗାଯାଇଛି। ଏହି ଅସ୍ଥାୟୀ କବାଟ ଲଗାଇବା ବେଳେ ସିଂହଦ୍ବାର ନିକଟରେ କାନ୍ଥରେ ଫାଟ ସୃଷ୍ଟି ହୋଇଛି। 

Powered by Froala Editor

Tags Lingaraj tempel

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15522
    Jul 31, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15379
    Jul 30, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15348
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14131
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14098
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15046
    Jul 30, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13888
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14137
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15392
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14098
    Jul 30, 2026
  • ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15379
    Jul 30, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14137
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17009
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18065
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14124
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14333
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15955
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15841
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15494
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13961
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15028
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14131
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14098
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15522
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In