Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୟୁକ୍ରେନ-ରୁଷ୍ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି: ମୋଦି

ୟୁକ୍ରେନ-ରୁଷ୍ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି: ମୋଦି

2022-11-15 08:07:08
15493
Share:
Facebook
Twitter
E-Mail
WhatsApp
Telegram
ୟୁକ୍ରେନ-ରୁଷ୍ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି: ମୋଦି

ନୂଆଦିଲ୍ଲୀ: ପୁଣି ରୁଷ-ୟୁକ୍ରେନ୍ ଯୁଦ୍ଧ ଉପରେ ବିରାମ ଲଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ। ଏଥର ମୋଦି ଏହି ଆହ୍ୱାନ କରିଛନ୍ତି ଜି-୨୦ ଶିଖର ସମ୍ମିଳନୀରେ। ବିଶ୍ୱନେତାଙ୍କ ଆଗରେ ମୋଦି କହିଛନ୍ତି, ବିଶ୍ୱ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ୟୁକ୍ରେନ-ରୁଷ୍ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି। ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ବାଟ ଖୋଜିବାକୁ ହେବ। ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ବିଶ୍ୱରେ ଅର୍ଥନୈତିକ ସଂକଟ ମାଡ଼ିଆସିଥିଲା। ଏହି ସମୟରେ ଅଧିକାଂଶ ଦେଶର ମୁଖ୍ୟମାନେ ଶାନ୍ତି ପଥକୁ ଆପଣାଇଥିଲେ। ଏବେ ସମୟ ଆସିଛି ଆମମାନଙ୍କୁ ମଧ୍ୟ ସେହି ଶାନ୍ତିପଥକୁ ବାଛିବାକୁ ପଡ଼ିବ ବୋଲି ମୋଦି କହିଛନ୍ତି।

ମୋଦି ଆହୁରି କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ, କୋଭିଡ ମହାମାରୀ ଓ ୟୁକ୍ରେନ ଯୁଦ୍ଧ ପାଇଁ ବିଶ୍ୱର ଅର୍ଥନୀତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଅର୍ଥନୈତିକ ସଂକଟ ଭିତରେ ଜୁଝି ହେଉଛନ୍ତି ଅନେକ ଦେଶ। ଅଧିକାଂଶ ଦେଶର ଜିଡିପି ତଳ ମୁହାଁ ହୋଇଛି। ୟୁକ୍ରେନ୍ ଯୁଦ୍ଧ ପାଇଁ ସାମୁଦ୍ରିକ ପଥରେ ବ୍ୟବସାୟ ପ୍ରଭାବିତ ହୋଇଛି। କୃଷ୍ଣ ସାଗର ଦେଇ ୟୁରୋପ ମହାଦେଶରୁ ଅତ୍ୟାବଶ୍ୟକ ସମାଗ୍ରୀ ଆମଦାନୀ ଓ ରପ୍ତାନୀ ଠପ୍ ହୋଇଯାଇଛି। ଏହା ଯୋଗୁ ଅଧିକାଂଶ ଦେଶରେ ରୋଜଗାର ପ୍ରଭାବିତ ହୋଇଛି। ତେଣୁ ଏହି କଠିନ ପରିସ୍ଥିତିରୁ ବିଶ୍ୱକୁ ବାହାର କରିବାକୁ ପଡିବ।

କେବଳ ସେତିକି ନୁହେଁ ଜି-୨୦ ଶିଖର ସମ୍ମିଳନୀରେ ଜାତିସଂଘକୁ ମଧ୍ୟ ସିଧାସଳଖ ଟାର୍ଗେଟ୍ କରିଛନ୍ତି ମୋଦି। ସେ କହିଛନ୍ତି, ଜାତିସଂଘ ଭଳି ସଂସ୍ଥା ଏହି ଅର୍ଥନୈତିକ ପରିସ୍ଥିତିରେ ସୁଧାର ଆଣିବାରେ ଅସଫଳ ହୋଇଛି। ବିଭିନ୍ନ ଦେଶ ମଧ୍ୟ ଏଥିରେ ବିଫଳ ହୋଇଛନ୍ତି। ତେଣୁ ଏହି ସମ୍ମିଳନୀ ଜରିଆରେ ଏହାର ସମାଧାର ବାଟ ଖୋଜିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଆଜିଠୁ ଇଣ୍ଡୋନେସିଆର ବାଲିରେ ଆରମ୍ଭ ହୋଇଛି ଜି-୨୦ ଶିଖର ସମ୍ମିଳନୀ। ଏହା ଦୁଇ ଦିନ ଧରି ଚାଲିବ। ଭାରତ ବ୍ୟତୀତ ଆମେରିକା, ବ୍ରିଟେନ, ରୁଷ୍ , ଜର୍ମାନୀ, ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚୀନ, ଫ୍ରାନ୍ସ ପ୍ରମୁଖ ଜି-୨୦ ରାଷ୍ଟ୍ରର ପ୍ରତିନିଧି ଅଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15161
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13277
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14423
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13386
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15616
    Oct 10, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13574
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13734
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15537
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13740
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13277
    Oct 11, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13938
    Oct 11, 2026
  • ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14423
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17818
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14493
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14600
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15607
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14280
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16017
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15795
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15024
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13277
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13740
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13574
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In