Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ...

  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ...

ରାଜ୍ୟ
Home ›› ରାଜ୍ୟ ››ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲାପରିଷଦଙ୍କ ଶିକ୍ଷକ ସାଜିଲେ ଜିଲ୍ଲାପାଳ

ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲାପରିଷଦଙ୍କ ଶିକ୍ଷକ ସାଜିଲେ ଜିଲ୍ଲାପାଳ

2022-11-15 10:18:08
15499
Share:
Facebook
Twitter
E-Mail
WhatsApp
Telegram
ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲାପରିଷଦଙ୍କ ଶିକ୍ଷକ ସାଜିଲେ ଜିଲ୍ଲାପାଳ

ଗଜପତି: କ’ଣ ଏ ସ୍ମାର୍ଟ ସ୍କୁଲ? ପିଲାଙ୍କ ପାଇଁ କ’ଣ ରହିଛି ପ୍ରଣାଳୀ । ଏ ବିଷୟରେ ଅବଗତ କରାଯାଇଛି ନବନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ମାନଙ୍କୁ । ଶିକ୍ଷକ ସାଜିଛନ୍ତି ନିଜେ ଜିଲ୍ଲାପାଳ । 

ଏପରି ଚିତ୍ର ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଗୁମ୍ମାରେ ।

ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ତୁମୁଳ ପଞ୍ଚାୟତରେ ଜନ ଶୁଣାଣିରେ ଯୋଗଦେଇ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଫେରୀ ଗୁମ୍ମା ବ୍ଲକ ସଭାଗୃହ ଠାରେ ଏକ ବୈଠକ କରିଥିଲେ । ଏହି ବୈଠକରେ ରାଜ୍ଯ ସରକାରଙ୍କ ଶିକ୍ଷା ସହ ଜଡିତ ସମସ୍ତ ବିଭାଗର ଜିଲ୍ଳାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥାନ୍ତି ଏବଂ ବୈଠକରେ ନବ ନିର୍ବାଚିତ ପ୍ରତିନିଧି ଓ କିଛି ଶିକ୍ଷକ ଓ ଶିକ୍ଷୟତ୍ରୀ ମଧ୍ଯ ଉପସ୍ଥିତଥିଲେ। ସମସ୍ତଙ୍କୁ ଜିଲ୍ଲାପାଳ ୫-ଟି ଦ୍ୱାରା ହେଉଥିବା ସ୍ମାର୍ଟ ସ୍କୁଲ ଗୁଡିକ ବିଷୟରେ ପ୍ରଶ୍ନ କରିଥିଲେ । ସେଥିରୁ ଅନେକ ଉତ୍ତର ଦେଉଥାନ୍ତି ଆଉ କିଛି ଉତ୍ତର ସଠିକ ଭାବେ ଦେଇପାରୁନଥିବା ଦେଖିବାକୁ ମିଳିଥିଲା ।

ହଠାତ୍ ଜିଲ୍ଲାପାଳ ବୈଠକରେ ଥିବା ସମସ୍ତଙ୍କୁ ଗୁମ୍ମା ବ୍ଲକ କାର୍ଯ୍ଯାଳୟ ସମ୍ମୁଖରେ ଥିବା ସ୍ମାର୍ଟ ସ୍କୁଲକୁ ଚାଲି ଚାଲି ନେଇଯାଇଥିଲେ, ଏବଂ ସେଠାରେ ପ୍ରଥମେ ଯେହେତୁ ୫-ଟି ଅଧିନରେ ତୃତୀୟ ସୋପାନରେ କିଛି ବିଦ୍ୟାଳୟ ସ୍ମାଟ ସ୍କୁଲ ହେବାକୁ ଥିବାରୁ ତାହାର ପ୍ରାକ୍ଟିକାଲ ଦେଖାଇଥିଲେ । ସ୍କୁଲ ପରିସରର ସୌନ୍ଦର୍ଯ୍ଯ, ଶୌଚାଳୟ, ପାନୀୟଜଳ, ଶ୍ରେଣୀ କକ୍ଷ, ପରୀକ୍ଷାଗାର, ଇ-ଲାଇବ୍ରେରୀ ସବୁ ବୁଲି ବୁଲି ଦେଖାଇଲେ । ପରେ ସ୍ମାର୍ଟ କାଲ୍ସ ରୁମରେ ସମସ୍ତଙ୍କୁ ବସାଇ ୫ଟି କଣ? ୫ଟି ଅଧିନରରେ ସ୍ମାର୍ଟ ସ୍କୁଲ କଣ? ପିଲାମାନଙ୍କୁ କିପରି ସ୍ମାଟ ବୋର୍ଡ ଓ ସ୍ମାର୍ଟ ଏଲଇଡିରେ ପାଠ ପଢାଯାଏ ସେ ବିଷୟରେ କ୍ଲାସ ନେଇଥିଲେ ଦୀର୍ଘ ସମୟ ଯାଏଁ । ଏପରିକି ଇଣ୍ଟରନେଟର ବ୍ଯବହାର କରାଯାଇ ପିଲାମାନଙ୍କୁ କିପରି ବିଭିନ୍ନ ବିଷୟରେ ପଢାଯାଏ ତାହାର ଡେମୋ ମଧ୍ୟ ଦେଖାଇଥିଲେ । ଏପରିକି କେଉଁ ମାନେ କନଭେଣ୍ଟ ସ୍କୁଲରେ ପାଠ ପଢିଛ ହାତ ଟେକ କହି ସେମାନଙ୍କୁ ସ୍କୁଲର କ୍ଲାସ ରୁମର ଆସବାବ ପତ୍ରରୁ ବୈଷୟୀକ ବ୍ଯବସ୍ଥା ଓ ଇଲୋଟ୍ରୋନିସ ଗେଜଟ ଗୁଡିକ ବ୍ଯବସ୍ଥା ଆମ ଅଞ୍ଚଳରେ କେଉଁ ସ୍କୁଲରେ ଦେଖିଛନ୍ତି କି ବୋଲି ପ୍ରଶ୍ନ କରିଥିଲେ । ଶେଷରେ ସମସ୍ତଙ୍କୁ ନିର୍ବାଚିତ ପ୍ରତିନିଧି ଭାବେ ସ୍ମାର୍ଟ ସ୍କୁଲ ନିର୍ମାଣରେ ସେମାନଙ୍କ ଭାଗୀଦାରୀ, କର୍ତ୍ତବ୍ଯକୁ ଅବଗତ କରାଇଥିଲେ । ଯାହାକୁ ନେଇ ଗୁମ୍ମା ସ୍ମାର୍ଟ ସ୍କୁଲ କର୍ତ୍ତୁପକ୍ଷ, ନିର୍ବାଚିତ ପ୍ରତିନିଧି ସମୟ ଦେଇ ଦୀର୍ଘସମୟ ଛୋଟ ଛୋଟ ଛାତ୍ରଛାତ୍ରୀ ଭଳି ବସି କେବଳ କ୍ଲାସରେ ଭାଗ ନେଇନଥିଲେ ବରଂ ବହୁତ ସନ୍ତୋଷ ମଧ୍ୟ ବ୍ଯକ୍ତ କରିଥିଲେ ।

ସେପଟେ କିଛି ସ୍ଥାନୀୟ ଯୁବକ ଜିଲ୍ଲାପାଳଙ୍କ ଗ୍ରସ୍ତକୁ ନେଇ ସ୍ମାର୍ଟ ସ୍କୁଲ ବାହାରେ ଆଲୋକ ବ୍ଯବସ୍ଥା ସହ ସ୍ମାର୍ଟ ସ୍କୁଲର ନାଳର ସୁବ୍ଯବସ୍ଥା ପାଇଁ ଗଣମାଧ୍ୟମ ମାଧ୍ୟମରେ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି । ଜିଲ୍ଲାପାଳ ସ୍ମାର୍ଟ ସ୍କୁଲରେ ସ୍ମାର୍ଟ କ୍ଲାସ କରି ପ୍ରଶଂସୀତ ହୋଇଛନ୍ତି ସତ କିନ୍ତୁ କିପରି ଲୋକଙ୍କ ଦାବି ପୁରଣ କରି ସ୍ମାର୍ଟ ଜିଲ୍ଲାପାଳ ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା ।

Powered by Froala Editor

Tags Smart school

Related articles Odisha News Lens 4.1

  •  ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି
    ଦେଶ-ଦେଶାନ୍ତର

    ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି

    14874
    Jul 10, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14811
    Jul 11, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14382
    Jul 10, 2026
  •  ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ
    ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14694
    Jul 10, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14804
    Jul 10, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13751
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13363
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14085
    Jul 11, 2026
  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14485
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14085
    Jul 11, 2026
  • ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14825
    Jul 10, 2026
  • ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14382
    Jul 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14382
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15512
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15617
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15422
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15289
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14931
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14811
    Jul 11, 2026
  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14694
    Jul 10, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ

    14804
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In