Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ବିଶେଷ
Home ›› ବିଶେଷ ›› କେଶ ସମସ୍ୟାର ସମାଧାନ ବାଟ ଯୋଗ

କେଶ ସମସ୍ୟାର ସମାଧାନ ବାଟ ଯୋଗ

2022-11-16 03:57:50
15818
Share:
Facebook
Twitter
E-Mail
WhatsApp
Telegram
 କେଶ ସମସ୍ୟାର ସମାଧାନ ବାଟ ଯୋଗ

ଅସମୟରେ କେଶ ପାଚିବା ଓ କେଶ ଝଡ଼ିବା ଆଜିକାଲିର ଏକ ବଡ଼ ସମସ୍ୟା । ଛୋଟ ଠାରୁ ବଡ଼ ସବୁ ବୟସର ଲୋକେ ଏହି ସମସ୍ୟାକୁ ନେଇ ଚିନ୍ତିତ ଥା’ନ୍ତି। ଏହାର ପ୍ରତିକାର ପାଇଁ ବିଭିନ୍ନ ଉପାୟ ବି ଅବଲମ୍ବନ କରନ୍ତି। କିଏ ମେଡିସିନ୍‌ର ସାହାରା ନିଏ ତ କିଏ ଘରୋଇ ଉପଚାର କରେ। ଏହି ସମସ୍ୟା ସମାଧାନର ସହଜ ବାଟ ବି ରହିଛି। ଏଥିରେ ଅପଣଙ୍କୁ ଅଧିକା ଖର୍ଚ୍ଚାନ୍ତ ହେବାକୁ ପଡ଼ିବନି, ବିଶେଷ ସମୟ ବା କଷ୍ଟ କରିବାକୁ ବି ପଡିବନି। କେବଳ ଆନ୍ତରିକ ଉଦ୍ୟମ ଓ ବିଶ୍ୱାସ ରଖିବା ଉଚିତ୍‌। 

ଏହାର ସମାଧାନର ବାଟ ହେଉଛି ଯୋଗ। ଯୋଗ ମାଧ୍ୟମରେ ଘରେ ବସି କିପରି ଏହି ସମସ୍ୟାର ସମାଧାନ କରିପାରିବେ ଆସନ୍ତୁ ଜାଣିବା।

କେଶରେ ଦେଖା ଦେଉଥିବା ଏହି ସମସ୍ୟାର ସମାଧାନ ପାଇଁ ଆପଣଙ୍କୁ ସର୍ବାଙ୍ଗାସନ କରିବାକୁ ପଡ଼ିବ। ସ‍‍‍ର୍ବାଙ୍ଗାସନ ଏପରି ଗୋଟିଏ ଆସନ ଯାହାର ବହୁ ସ୍ୱାସ୍ଥ୍ୟଗତ ଉପକାରିତା ରହିଛି। ଏହି ଆସନରେ ପୁରା ଶରୀର କାର୍ଯ୍ୟକ୍ଷମ ହୋଇଯାଏ। ଯଦି ଯୋଗ ପାଇଁ ଅଧିକ ସମୟ ଦେଇ ପାରୁ ନାହାନ୍ତି, ତେବେ ପ୍ରତିଦିନ କିଛି ମିନିଟ୍‌ ଏହି ଗୋଟିଏ ଆସନ କରନ୍ତୁ ଏବଂ ନିଜେ ହିଁ ଅନୁଭବ କରନ୍ତୁ ଏହାର ଉପକାରିତା ।
କିପରି କରିବେ :
- ଆସନ ଉପରେ ଦୁଇ ଗୋଡ଼କୁ ଯୋଡ଼ି ସିଧା ଶୋଇ ରୁହନ୍ତୁ।
- ଦୁଇ ଗୋଡ଼କୁ ୯୦ ଡିଗ୍ରୀ ଉଚ୍ଚତାରେ ଧୀରେ ଧୀରେ ଉଠାନ୍ତୁ। ଏହି ସମୟରେ ଦୁଇ ହାତର ପାପୁଲି ଭୂଇଁକୁ ଲଗାଇ ରଖିବେ।
- ଏହା ପରେ ଦୁଇ ହାତ ସାହାଯ୍ୟରେ ଅଣ୍ଟାର ଦୁଇ ପାଖକୁ ଉପରକୁ ଉଠାନ୍ତୁ। ଏପରି ଉଠାଇବେ ଯେପରି ଶରୀରର ସମସ୍ତ ଭାର କାନ୍ଧ ଉପରେ ରହିବ। ଧ୍ୟାନ ଦେବେ ଗୋଡ଼ ଦୁଇଟି ଯେପରି ସିଧା ଓ ସ୍ଥିର ରୁହେ।
- ଦୁଇ ଆଖିର ନଜର ପାଦର ବୁଢ଼ା ଆଙ୍ଗୁଠିରେ ରଖିବେ। ଏହି ଆସନରେ ଦୁଇ ରୁ ତିନି ମିନିଟ ପର୍ଯ୍ୟନ୍ତ ରୁହନ୍ତୁ।
- କିଛି ସମୟ ପରେ ପ୍ରଥମେ ଧୀରେ ଆଗ ଦୁଇ ଗୋଡ଼କୁ ଆଣ୍ଠୁ ପାଖରୁ ଭାଙ୍ଗି ତଳକୁ ଖସାନ୍ତୁ ଓ ପରେ ପୁରା ଶରୀରକୁ ଖସାଇ ପୂର୍ବ ପରି ସିଧା ଶୋଇ ରୁହନ୍ତୁ।
- ଏହା କରିସାରିଲା ପରେ ଅନୁଭବ କରନ୍ତୁ ଆପଣଙ୍କ ଶରୀରର ଆଭ୍ୟନ୍ତରୀଣ ଓ ବାହ୍ୟାଙ୍ଗରେ କିଭଳି ପ୍ରଭାବ ପକାଉଛି।ଏହି ଆସନ ଦ୍ୱାରା ଆହୁରି ଅନେକ ଲାଭ ମିଳିଥାଏ –
ଭଲ ଶ୍ୱାସକ୍ରିୟା, ହଜମ ଶକ୍ତି ଏବଂ ରକ୍ତ ସଞ୍ଚାଳନ ଉତ୍ତମ ରୂପେ ହୁଏ।
- ଥାଇରଏଡ୍‌ ସମସ୍ୟା ଦୂର ହୁଏ।
- ପ୍ରତିଦିନ ଅଭ୍ୟାସ ଦ୍ୱାରା ଶରୀର ଓଜନ ଅଧିକ କିମ୍ବା କମ୍‌ ଥିଲେ ଏଥିରେ ନିୟନ୍ତ୍ରଣ ଆଣେ ଏବଂ ଦୃଷ୍ଟି ଶକ୍ତି ବଢ଼ାଏ।
- କେଉଁମାନେ ଏହି ଆସନକୁ କରିବା ମନା :ଉଚ୍ଚ ରକ୍ତଚାପ, ହୃଦ୍‌ ସମସ୍ୟା, ସ୍ପଣ୍ଡିଲାଇଟିସ୍‌ ଓ ଅଧିକ ବୟସ ବ୍ୟକ୍ତି ଏହି ଆସନ କରିବେ ନାହିଁ

Powered by Froala Editor

Tags Yoga

Related articles Odisha News Lens 4.1

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14935
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14812
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14503
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14786
    Aug 18, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14432
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15195
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15684
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15015
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14481
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14432
    Aug 17, 2026
  • ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14935
    Aug 18, 2026
  • ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14481
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15684
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13772
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14857
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14630
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14469
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14646
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15015
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14503
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14481
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In