Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ...

  • ବିଜେପି ସରକାର ଆସିବା ପରେ ବାଂଲାଦେଶ ...

  • ଶକ୍ତିଶାଳୀ ଭୂକମ୍ପ: ୬.୧ ...

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ...

  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

Home ›› ››ଶ୍ରଦ୍ଧା ହତ୍ୟାକାଣ୍ଡ: ଆସିଲା ନୂଆ ଟ୍ଵିଷ୍ଟ, ଜାଣନ୍ତୁ କ’ଣ

ଶ୍ରଦ୍ଧା ହତ୍ୟାକାଣ୍ଡ: ଆସିଲା ନୂଆ ଟ୍ଵିଷ୍ଟ, ଜାଣନ୍ତୁ କ’ଣ

2022-11-17 08:21:25
14174
Share:
Facebook
Twitter
E-Mail
WhatsApp
Telegram
ଶ୍ରଦ୍ଧା ହତ୍ୟାକାଣ୍ଡ: ଆସିଲା ନୂଆ ଟ୍ଵିଷ୍ଟ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ: ଲୋମହର୍ଷଣକାରୀ ହତ୍ୟାକାଣ୍ଡ, ଯାହା ସମ୍ପୂର୍ଣ୍ଣ ଦେଶକୁ ସ୍ତବ୍ଧ କରିଦେଇଛି । ଶ୍ରଦ୍ଧା ହତ୍ୟା ମାମଲାରେ ଆସୁଛି ନୂଆ ନୂଆ ଟ୍ଵିଷ୍ଟ । ରସିକ ଆଫତାବର ଥିଲା ୨୦ ଗର୍ଲଫ୍ରେଣ୍ଡ। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ନିଜ ଫ୍ଲାଟକୁ ଆଣି ସମ୍ପର୍କ ରଖୁଥିଲା । ପୋଲିସ ଏନେଇ ‘ବମ୍ବଲ୍‌ ଡେଟିଂ’ ଆପ୍‌କୁ ନୋଟିସ ଜାରି କରି ଜବାବ ମାଗିଛି । ଏହି ଯୁବତୀମାନଙ୍କୁ ପୋଲିସ ଜେରା କରିପାରେ । ସେହିପରି ହତ୍ୟାକାଣ୍ଡ ଦିନ ଘରୋଇ ଖର୍ଚ୍ଚକୁ ନେଇ ଶ୍ରଦ୍ଧା ଓ ଅଫତାବ ମଧ୍ୟରେ ଝଗଡା ହୋଇଥିଲା।

ପ୍ରତ୍ୟେକ ଦିନର ଖର୍ଚ୍ଚ କିଏ ଦେବ ତାହାକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଏହାପରେ ଆଫତାବ ଶ୍ରଦ୍ଧାଙ୍କୁ ହତ୍ୟା କରିଥିଲା ବୋଲି ଜେରା ସମୟରେ ସ୍ୱୀକାର କରିଛି। ଏହି ଘଟଣା ପରେ ଅଫତାବ ଶ୍ରଦ୍ଧାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୫ ହଜାର ଟଙ୍କା ମଧ୍ୟ ବାହାର କରିଥିଲା। ସେ ଫ୍ରିଜ, କରତ ଓ ଅଳିଆ ପକାଇବା ବ୍ୟାଗ କିଣିବାରେ ଏହି ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଛି।

ଶ୍ରଦ୍ଧାଙ୍କ ମୃତଦେହ କାଟି ୧୮ ଦିନ ଫ୍ରିଜରେ ରଖିଥିଲା ଆଫତାବ । କଟା ମୁଣ୍ଡ ଦେଖି ପୁରୁଣା ସ୍ମୃତି ମନେପକାଉଥିଲା । ପୋଲିସ କ୍ରାଇମ ସିନ୍‌ ରିକ୍ରିଏଟ ପାଇଁ ଅଫତାବକୁ ଫ୍ଲାଟକୁ ନେଇ ଯାଇଥିଲା। ଏହି ସମୟରେ ରୋଷେଇ ଘରୁ ପୋଲିସକୁ ରକ୍ତ ନମୁନା ମିଳିଛି । ରକ୍ତ ନମୁନାକୁ ଯାଞ୍ଚ ପାଇଁ ପଠାଇଯାଇଛି। ଶ୍ରଦ୍ଧାଙ୍କ ଶରୀରର ମିଳିଥିବା ୧୩ଖଣ୍ଡ ଅଂଶର ଡିଏନଏ ପରୀକ୍ଷା ମଧ୍ୟ କରାଯିବ।

ଅନ୍ୟପଟରେ ଆଫତାବ କଟା ହାତର ଚିକିତ୍ସା କରିଥିବା ଡାକ୍ତରଙ୍କୁ ପୋଲିସ ମୁଖ୍ୟ ସାକ୍ଷୀ କରିଛି। ଡାକ୍ତର ଅଫତାବ ହାତରେ ୫-୬ଟି ଷ୍ଟିଚ ପକାଇଥିବା କହିଛନ୍ତି । ସେହି ସମୟରେ ଡାକ୍ତର ପଚାରିବାରୁ ଫଳ କାଟିବା ସମୟରେ ହାତ କଟିଯାଇଥିବା କହିଥିଲା ଅଫତାବ।

Powered by Froala Editor

Tags Sradha murder case

Related articles Odisha News Lens 4.1

  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...
    ଦେଶ-ଦେଶାନ୍ତର

    ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...

    13687
    Jun 09, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ
    ବିଶେଷ

    ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15083
    Jun 09, 2026
  • ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...
    ଦେଶ-ଦେଶାନ୍ତର

    ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...

    13893
    Jun 09, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15628
    Jun 09, 2026
  • ମମତା ବାନାର୍ଜୀଙ୍କ ଘରେ CID ଟିମ୍
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14589
    Jun 09, 2026
  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର
    ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    14950
    Jun 09, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14075
    Jun 09, 2026
  • ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା

    15244
    Jun 09, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    14031
    Jun 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    14918
    Jun 09, 2026
  • ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14075
    Jun 09, 2026
  • ବିଶେଷ

    ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15083
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16915
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17534
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17581
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17973
    Sep 06, 2023

ବିଶେଷ

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15083
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14124
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14020
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14944
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14809
    Jun 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    14950
    Jun 09, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    14918
    Jun 09, 2026
  • ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା

    15244
    Jun 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In