Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

Home ›› ››୧୯ରେ ବ୍ୟାଙ୍କ ଧର୍ମଘଟ

୧୯ରେ ବ୍ୟାଙ୍କ ଧର୍ମଘଟ

2022-11-17 08:26:36
15825
Share:
Facebook
Twitter
E-Mail
WhatsApp
Telegram
୧୯ରେ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ: ଯଦି ଆପଣଙ୍କର ବ୍ୟାଙ୍କରେ କିଛି କାମ ଅଛି, ତେବେ ତୁରନ୍ତ ସାରିଦିଅନ୍ତୁ ।ଏହି ସପ୍ତାହରେ ବ୍ୟାଙ୍କିଂ ସେବା ସହିତ ଏଟିଏମ ସେବା ମଧ୍ୟ ବାଧାପ୍ରାପ୍ତ ହେବ। ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ ଯୋଗୁଁ ବ୍ୟାଙ୍କ କାମ ପ୍ରଭାବିତ ହେବ। ୧୯ ନଭେମ୍ବରରେ ବ୍ୟାଙ୍କ କର୍ମଚାରୀ ହରତାଳ କରିବେ। ଅଲ ଇଣ୍ଡିଆ ବ୍ୟାଙ୍କ ଏମ୍ଫ୍ଲୋଇ ଆସୋସିଏସନ ଦିନିକିଆ ହରତାଳ ପାଇଁ ଆହ୍ଵାନ ଦେଇଛି ।

ସୂଚନାଯୋଗ୍ୟ, ବ୍ୟାଙ୍କ ଅଫ ବରୋଦା ଷ୍ଟକ ଏକ୍ସଚେଞ୍ଜ ପାଖରେ ରେଗୁଲେଟରୀ ଫାଇଲିଂରେ ସୂଚନା ଦେଇଛି କି, ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲୋଇ ଆସୋସିଏସନର ଜେନେରାଲ ସେକ୍ରେଟାରୀ ଧର୍ମଘଟ କରିବା ପାଇଁ ଇଣ୍ଡିଆନ ବ୍ୟାଙ୍କ ଆସୋସିଏସନକୁ ନୋଟିସ ପଠାଇଛି। ଏହି ନୋଟିସରେ ୟୁନିୟନ ନିଜର ଦାବିକୁ ନେଇ ୧୯ ତାରିଖ ଶନିବାର ଦିନ ଧର୍ମଘଟ କରିବେ ବୋଲି ସୂଚନା ଦିଆଯାଇଛି। ଆଉ ଏଥିପାଇଁ ୧୯ ତାରିଖରେ ବ୍ୟାଙ୍କର ସମସ୍ତ କାର୍ଯ୍ୟ ଠପ୍‌ ରହିବ। ଅନଲାଇନ ବ୍ୟାଙ୍କିଂ ମଧ୍ୟ କାମ କରିନପାରେ। ଯଦି ଆପଣଙ୍କ ବ୍ୟାଙ୍କ କାମ ରହିଛି, ତେବେ ତୁରନ୍ତ ସାରିଦିଅନ୍ତୁ।

ବ୍ୟାଙ୍କ ମାସର ଚତୁର୍ଥ ଶନିବାର ବନ୍ଦ ରହୁଥିବା ବେଳେ ଏବେ ତୃତୀୟ ଶନିବାର ମଧ୍ୟ ଧର୍ମଘଟ ଯୋଗୁଁ ବନ୍ଦ ରହିବ। ଫଳରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବ। ଶନିବାର ହରତାଳ ଏବଂ ରବିବାର ଯୋଗୁଁ ବ୍ୟାଙ୍କ ବନ୍ଦ ରହିବ। ତେଣୁ ଆପଣଙ୍କର ବ୍ୟାଙ୍କ କାମ ଥିଲେ ତୁରନ୍ତ ସାରିଦିଅନ୍ତୁ। ଶନିବାର ହରତାଳ ଯୋଗୁଁ ବ୍ୟାଙ୍କ ବନ୍ଦ ରହିବା ଯୋଗୁଁ ରବିବାର ଦିନ ଏଟିଏମରେ ମଧ୍ୟ କ୍ୟାସର ଅଭାବ ଦେଖିବାକୁ ମିଳିବ। ଏଥିପାଇଁ ସାଧାରଣ ଲୋକ ସମସ୍ୟା ଭୋଗିପାରନ୍ତି।

ତେଣୁ ଯଦି ଆପଣଙ୍କ ବ୍ୟାଙ୍କ ସମ୍ବନ୍ଧୀୟ ଜରୁରୀ କାମ ରହିଛି, ତେବେ ତୁରନ୍ତ ସାରିଦିଅନ୍ତୁ।

Powered by Froala Editor

Tags Bank

Related articles Odisha News Lens 4.1

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13720
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13871
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14101
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15540
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14128
    May 07, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14820
    May 08, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14100
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13991
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15801
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14820
    May 08, 2026
  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15651
    May 07, 2026
  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14100
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17511
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17868
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14128
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15283
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15135
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13930
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14152
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15386
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15122
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15617
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13936
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14128
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14101
    May 08, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14820
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In