Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାଜୀବ ଗାନ୍ଧିଙ୍କ ହତ୍ୟାକାରୀଙ୍କୁ ଖଲାସ କରିବା ପ୍ରସଙ୍ଗ : ପୁନର୍ବିଚାର ପାଇଁ ପିଟିସନ ଦାଖଲ କଲେ କେନ୍ଦ୍ର ସରକାର

ରାଜୀବ ଗାନ୍ଧିଙ୍କ ହତ୍ୟାକାରୀଙ୍କୁ ଖଲାସ କରିବା ପ୍ରସଙ୍ଗ : ପୁନର୍ବିଚାର ପାଇଁ ପିଟିସନ ଦାଖଲ କଲେ କେନ୍ଦ୍ର ସରକାର

2022-11-17 18:12:57
15643
Share:
Facebook
Twitter
E-Mail
WhatsApp
Telegram
ରାଜୀବ ଗାନ୍ଧିଙ୍କ ହତ୍ୟାକାରୀଙ୍କୁ ଖଲାସ କରିବା ପ୍ରସଙ୍ଗ : ପୁନର୍ବିଚାର ପାଇଁ ପିଟିସନ ଦାଖଲ କଲେ କେନ୍ଦ୍ର ସରକାର

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ୬ ହତ୍ୟାକାରୀଙ୍କୁ ଜେଲରୁ ଖଲାସ କରିବା ପ୍ରସଙ୍ଗରେ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଦୋଷୀଙ୍କ ମୁକ୍ତି ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାୟର କରିଛନ୍ତି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୋଟିଏ ରିଭ୍ୟୁ ପିଟିସନ ସୁପ୍ରିମକୋର୍ଟରେ ଦାଖଲ କରାଯାଇଛି।

ପିଟିସନରେ କେନ୍ଦ୍ର ସରକାର ଦର୍ଶାଇଛନ୍ତି ଯେ ସେମାନଙ୍କ ମୁକ୍ତି ସଂପର୍କିତ ରାୟ ଆଇନର ପରିପନ୍ଥୀ । ଏହି ରାୟ ବିରୋଧରେ କୋର୍ଟରେ ଯୁକ୍ତି ଉପସ୍ଥାପନ କରିବାକୁ କେନ୍ଦ୍ର ସରକାର ଏହି ପିଟିସନ ମାଧ୍ୟମରେ କୋର୍ଟଙ୍କ ଅନୁମତି ମାଗିଛନ୍ତି ।

ଗତ ସପ୍ତାହରେ ରାଜବୀ ଗାନ୍ଧିଙ୍କ ହତ୍ୟା ଘଟଣାରେ ଆଜୀବନ ସଜା କାଟୁଥିବା ସମସ୍ତ ୬ ଦୋଷୀ ମୁରଗାନ, ସନାତନ, ରର୍ବଟ ପାୟାସ, ନଳୀନ ଓ ଜୟକୁମାରଙ୍କୁ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେମାନେ ଜେଲରୁ ମଧ୍ୟ ମୁକୁଳିଛନ୍ତି। ମେ’ ମାସରେ ହତ୍ୟା ଘଟଣାର ଅନ୍ୟତମ ଦୋଷୀର ପେରାରିଭାଲାନଙ୍କୁ ମଧ୍ୟ ସୁପ୍ରିମକୋର୍ଟ ଜେଲରୁ ଖଲାସ କରିଥିଲେ।

୧୯୯୧ ମସିହା ମେ’ ୨୧ ତାରିଖରେ ରାଜୀବ ଗାନ୍ଧିଙ୍କୁ ଜଣେ ମହିଳା ଆତ୍ମଘାତୀ ବିସ୍ଫୋରଣରେ ହତ୍ୟା କରିଥିଲେ। ଏହି ଘଟଣା ପରଠାରୁ ପ୍ରାୟ ୩୧ ବର୍ଷ ଧରି ନଳିନୀ, ରବିଚନ୍ଦ୍ରନ ଓ ଅନ୍ୟମାନେ ଜେଲରେ ଥିଲେ । ସେନିଆଙ୍କ କ୍ଷମା ପରେ ୨୦୦୦ରେ ନଳିନୀଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡରେ ବଦଳାଯାଇଥିଲା ।



Powered by Froala Editor

Tags rajeev

Related articles Odisha News Lens 4.1

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15068
    Jul 13, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14820
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15702
    Jul 12, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15075
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14721
    Jul 12, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15488
    Jul 13, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13888
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15812
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15697
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15702
    Jul 12, 2025
  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15068
    Jul 13, 2025
  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14721
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13888
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14718
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15587
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14577
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14734
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15702
    Jul 12, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15812
    Jul 12, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15075
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In