Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ପଡ଼ିଲା କ୍ଷେପଣାସ୍ତ୍ର, ଉପରକୁ ଉଠିଗଲା କାର

ପଡ଼ିଲା କ୍ଷେପଣାସ୍ତ୍ର, ଉପରକୁ ଉଠିଗଲା କାର

2022-11-18 05:23:53
14534
Share:
Facebook
Twitter
E-Mail
WhatsApp
Telegram
 ପଡ଼ିଲା କ୍ଷେପଣାସ୍ତ୍ର, ଉପରକୁ ଉଠିଗଲା କାର

ରୁଷ-ୟୁକ୍ରେନ ଯୁଦ୍ଧ ଥମିବାର ନାଁ ଧରୁନି। ପ୍ରାୟ ପ୍ରତ୍ୟେକ ଦିନ ଏହାର ଅନେକ ଅଘଟଣ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବର୍ତ୍ତମାନ ଏକ ଭିଦିଆ ଭାଇରାଲ ହେଉଛି ଯେଉଁଠି ରାସ୍ତାରେ କାର ଯାଉଥିବା ବେଳେ ହଠାତ୍ ଏକ କ୍ଷେପଣାସ୍ତ୍ର ଆସି ପଡ଼ିଲା ଏବଂ ଉପରକୁ ଉଠି ଗଲା କାର।

ଋଷ ୟୁକ୍ରେନ ସହର ଉପରେ ବୋମା ମାଡ କରୁଛି। ଏଥି ସହିତ, ଡନିପ୍ରୋ ସହରର ଏକ ହୃଦୟ ବିଦାରକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ରାସ୍ତାରେ କିଛି କାର ଦୃଶ୍ୟମାନ ହେଉଛି ଏବଂ ହଠାତ୍ ଏକ କ୍ଷେପଣାସ୍ତ୍ର ଆସି କାର ଉପରେ ପଡ଼ିଲା ପରେ କାର ଜଳି ଯାଉଛି। ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟର ଟ୍ୱିଟର ହ୍ୟାଣ୍ଡେଲରୁ ଏହାକୁ ସେୟାର କରାଯାଇଛି। ଏହି ଭିଡିଓଟି ଏକ କାର ଭିତରୁ ସୁଟିଂ କରାଯାଇଛି। ଦେଖିବାକୁ ମିଳିଛି ଯେ ଏକ କାର ରାସ୍ତାରେ ଯାଉଛି, ତା’ପରେ ହଠାତ୍ ଏଥିରେ ନିଆଁ ଲାଗିଛି। ସହରରେ ଆତଙ୍କ ଖେଳି ଯାଇଛି।

ଏହି ଭିଡିଓ ସେୟାର କରିବାବେଳେ ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରଣାଳୟ ଲେଖିଛି, ୟୁକ୍ରେନର ଏହା ଡନିପ୍ରୋ ସହର। ତେବେ ୟୁକ୍ରେନର ପ୍ରଥମ ବୈଦେଶିକ ବ୍ୟାପାର ମନ୍ତ୍ରୀ ଇମିନ ଡିଜପର୍ ମଧ୍ୟ ଏହି ଭିଡିଓ ସେୟାର କରି କହିଛନ୍ତି ଯେ ଡନିପ୍ରୋରେ ରୁଷିଆର ଆକ୍ରମଣ ପରେ ୧୫ ବର୍ଷର ବାଳିକା ସମେତ ୧୪ ଜଣ ଆହତ ହୋଇଛନ୍ତି। ତେବେ ଆହତ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇବା ପାଇଁ ଡାକ୍ତରମାନେ ସମସ୍ତ ପ୍ରକାର ଚେଷ୍ଟା କରୁଛନ୍ତି। ଗୁରୁବାର ଦିନ ଋଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ଋଷିଆର କ୍ରମାଗତ ଆକ୍ରମଣ ଯୋଗୁଁ ୟୁକ୍ରେନର ଶକ୍ତି ଭିତ୍ତିଭୂମି ଭୁଶୁଡି ପଡିଛି। ସେଠାରେ ଥଣ୍ଡା ଜନିତ ରୋଗ ବୃଦ୍ଧି ପାଇବାରେ ଲାଗିଛି ଓ ପ୍ରଦୂଷଣ ମଧ୍ୟ ବଢ଼ିଛି। ତେବେ ଏହି ଯୁଦ୍ଧ ପାଇଁ ଅନେକ ଧାନ ଜୀବନ ନଷ୍ଟ ହେଲାଣି। ଏହା କେବେ ଶେଷ ହେବ ତାହା କାହାକୁ ଜଣା ନାହିଁ।

Powered by Froala Editor

Tags Russia Ukraine war

Related articles Odisha News Lens 4.1

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14780
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14089
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13831
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14062
    May 08, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13680
    May 08, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14061
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13952
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15615
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15501
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13831
    May 07, 2026
  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13680
    May 08, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13952
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17511
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17868
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14089
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15244
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15131
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13926
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14148
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15385
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15122
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13934
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14062
    May 08, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13680
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14089
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In