Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

  • ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ...

  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

Home ›› ››ମନ୍ତ୍ରୀଙ୍କୁ ନେଇଗଲା ସିବିଆଇ, ଧାରଣା ଦେଲେ ମମତା

ମନ୍ତ୍ରୀଙ୍କୁ ନେଇଗଲା ସିବିଆଇ, ଧାରଣା ଦେଲେ ମମତା

2021-05-17 07:57:36
15219
Share:
Facebook
Twitter
E-Mail
WhatsApp
Telegram
ମନ୍ତ୍ରୀଙ୍କୁ ନେଇଗଲା ସିବିଆଇ, ଧାରଣା ଦେଲେ ମମତା

କୋଲକାତା : ପଶ୍ଚିମବଙ୍ଗ ରାଜନୀତି ପୁଣି ସରଗରମ ହୋଇଯାଇଛି  । ମମତା ବାନାର୍ଜୀଙ୍କ ସରକାରର ଜଣେ ମନ୍ତ୍ରୀଙ୍କୁ ସିବିଆଇ ଅଟକ ରଖିଛି  । ଅପରପକ୍ଷରେ ଏହାର ପ୍ରତିବାଦ କରି ମମତା ସିବିଆଇ ଅଫିସ ସାମ୍ନାରେ ଧାରଣା ଦେଇଛନ୍ତି  । କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ରାଜ୍ୟପାଳ ଜଗଦୀପ ଧନକର ସିବିଆଇକୁ ଅନୁମତି ଦେଇଥିଲେ  ।

ନାରଦା ଷ୍ଟିଙ୍ଗ ମାମଲାରେ ସିବିଆଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି  । ଚଢ଼ାଉ କରିବା ସହ ସିବିଆଇ ମମତାଙ୍କ ସରକାରରେ ମନ୍ତ୍ରୀ ଥିବା ଫିରହାଦ ହାକିମ, ସୁବ୍ରତ ମୁଖାର୍ଜୀ ଓ ବିଧାୟକ ମଦନ  ମିତ୍ରଙ୍କୁ ଅଟକ ରଖିଛି  । ଏହି ଖବର ଜଣାପଡ଼ିବା ମାତ୍ରେ ମମତା ସିବିଆଇ ଅଫିସ ପହଁଚିଯିବା ସହ ଧାରଣା ଦେଇଥିଲେ  ।

ସେହିପରି ଏହି ମାମଲାରେ କୋଲକାତାର ପୂର୍ବତନ ମେୟର ଶୋଭନ ଚାଟାର୍ଜୀଙ୍କୁ ମଧ୍ୟ ଅଟକ ରଖାଯାଇଛି  । ଅପରପକ୍ଷରେ ତାଙ୍କୁ ଗିରଫ କରିବା ପାଇଁ ମମତା ସିବିଆଇକୁ ଆହ୍ୱାନ ଦେଇଛନ୍ତି ବୋଲି ତାଙ୍କ ଓକିଲ କହିଛନ୍ତି  । ମନ୍ତ୍ରୀଙ୍କୁ ଅଟକ ରଖିବା ସମ୍ପୂର୍ଣ୍ଣ ବେଆଇନ ବୋଲି ମମତା କହିଛନ୍ତି  । ଅପରପକ୍ଷରେ ସିବିଆଇ ଅଫିସ ସାମ୍ନାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି  ।

Powered by Froala Editor

Tags Mamata banarjee

Related articles Odisha News Lens 4.1

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13880
    Feb 08, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...
    ବାଣିଜ୍ୟ

    ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...

    14582
    Feb 08, 2026
  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13564
    Feb 08, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13754
    Feb 08, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15372
    Feb 09, 2026
  • ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ କାର୍ଯ୍ୟକ୍ରମ
    ଜିଲ୍ଲା ପରିକ୍ରମା

    ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ କାର୍ଯ୍ୟକ୍ରମ

    13514
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13513
    Feb 09, 2026
  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15495
    Feb 08, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15069
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15372
    Feb 09, 2026
  • ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13564
    Feb 08, 2026
  • ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13880
    Feb 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15859
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15778
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16129
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14251
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14468
    Jan 31, 2026

ବାଣିଜ୍ୟ

ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍‌ ଅଫ ଆଲଟିଜ୍‌ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍‌) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...

  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15747
    Jan 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15495
    Feb 08, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13513
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15069
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In