Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

Home ›› ›› ଟ୍ରେନ ଲାଇନଚୁ୍ୟତ ଘଟଣାରେ ୮ ଟ୍ରେନ ବାତିଲ

ଟ୍ରେନ ଲାଇନଚୁ୍ୟତ ଘଟଣାରେ ୮ ଟ୍ରେନ ବାତିଲ

2022-11-21 04:52:01
14726
Share:
Facebook
Twitter
E-Mail
WhatsApp
Telegram
 ଟ୍ରେନ ଲାଇନଚୁ୍ୟତ ଘଟଣାରେ ୮ ଟ୍ରେନ ବାତିଲ

ଭୁବନେଶ୍ୱର: ଭଦ୍ରକ-କପିଳାସ ରୋଡର କୋରେଇ ଷ୍ଟେସନରେ ମାଲବାହୁୀ ଟ୍ରେନ ଲାଇନଚୁ୍ୟତ ଘଟଣାରେ ୮ଟି ଟ୍ରେନକୁ ବାତିଲ କରାଯାଇଛି । ଏହାସହ ୧୨ଟି ଟ୍ରେନର ମାର୍ଗ ପରିବର୍ତ୍ତନ କରାଯାଇଛି । ଏନେଇ ପୂର୍ବତଟ ରେଳବାଇର ମୁଖ୍ୟ ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି । ୫ଟି ଟ୍ରେନକୁ ଆଂଶିକ ବାତିଲ କରାଯାଇଥିବାବେଳେ ୧୨ଟି ଟ୍ରେନର ମାର୍ଗ ପରିବର୍ତ୍ତନ କରାଯାଇଛି ।  ସେହିପରି ରେଷ୍ଟୋରେସନ ପାଇଁ ପ୍ରାୟ ୧୨ ଘଣ୍ଟା ସମୟ ଲାଗିବ ।  ସମ୍ବଲପୁର ରୁଟ ଦେଇ ଟ୍ରେନ ଚଳାଚଳ ବ୍ୟବସ୍ଥା କରାଯାଉଥିବା ପୂର୍ବତଟ ରେଳବାଇର ମୁଖ୍ୟ ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି ।
ପ୍ରକାଶ ଯେ  ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ଆଜି ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଦ୍ରୁତ ଗତିରେ ଆସୁଥିବା ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ୍‌ ହେବାରୁ  ପ୍ରାୟ ୮  ବଗି ଯାତ୍ରୀ ବିଶ୍ରାମାଗାରମ ଭିତରକୁ ପଶି ଯାଇଥିଲା। ଫଳରେ କ୍ଷଣକ ମଧ୍ୟରେ ଯାତ୍ରୀ ବିଶ୍ରାମାଗାରଟି ତାସ ଘର ପରି ଭୁଶୁଡ଼ି ପଡ଼ିଥିବା ବେଳେ ଟ୍ରେନ୍‌ ବଗି ତଳେ ଚାପି ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ, ମାଲବାହୀ ଟ୍ରେନ୍‌ଟି ଆଜି ସକାଳ ପ୍ରାୟ ୬ଟା ୪୦ ମିନିଟ୍‌ରେ କୋରେଇ ଷ୍ଟେସନରେ  ପଶିଥିଲା।  ଏହି ବଗିଗୁଡ଼ିକ ମଧ୍ୟରୁ ପ୍ରାୟ ୪ ବଗି ଯାତ୍ରୀ ବିଶ୍ରାମାଗାଗ ଉପରକୁ ମାଡ଼ି ଯାଇଥିଲା।

ଉକ୍ତ ସମୟରେ ସେଠାରେ ବହୁ ଲୋକ ବିଶ୍ରାମ ନେଉଥିବା ବେଳେ ବହୁ ଲୋକ ଟ୍ରେନ୍‌କୁ ଅପେକ୍ଷା କରି ଛିଡ଼ା ହୋଇଥିଲେ। ଟ୍ରେନ୍‌ଟି ମାଡ଼ି ଆସିବା ଦେଖି  ବହୁ ଲୋକ ଛତ୍ରଭଙ୍ଗ ଦେଖି ସେଠାରୁ ଦୌଡ଼ି ପଳାଇଥିଲେ। ମାତ୍ର ଟ୍ରେନ୍‌ ବଗି ତଳେ ଚାପି ହୋଇ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।ଏହି ଦୁର୍ଘଟଣା ଯୋଗୁ ଷ୍ଟେସନ୍‌ରେ ଥିବା ଯାତ୍ରୀ ବିଶ୍ରାମାଗାର ସମେତ ଫୁଟ ଓଭର ବ୍ରିଜ ମଧ୍ୟ ଭାଙ୍ଗି ଚୁରମାର ହୋଇ ଯାଇଛି।  ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖା ଯାଇଥିବା ବେଳେ ଆରପିଏଫ, ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟକୁ ତ୍ୱରାନ୍ୱିତ କରିଛନ୍ତି। ଟ୍ରେନ୍‌ ବଗି ତଳେ ତଥା ଭଙ୍ଗା କାନ୍ଥ ତଳେ ଆହୁରି ବହୁ ଲୋକ ଚାପି ହୋଇଥିବା ଜଣାଯାଇଛି।

Powered by Froala Editor

Tags Train canceled

Related articles Odisha News Lens 4.1

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14208
    Jun 12, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14225
    Jun 13, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14144
    Jun 11, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14951
    Jun 13, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13331
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14241
    Jun 12, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13979
    Jun 13, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13822
    Jun 12, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13989
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13989
    Jun 11, 2026
  • ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13979
    Jun 13, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14208
    Jun 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16924
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17542
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17983
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14951
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13560
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15438
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14230
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14121
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15466
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15210
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15694
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14037
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ହୋଇଛି: ଶୁଭେନ୍ଦୁ ଅଧିକାରୀ

    15416
    Jun 13, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13989
    Jun 11, 2026
  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13979
    Jun 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In