Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

ଖେଳ ଖବର
Home ›› ଖେଳ ଖବର ››ଐତିହାସିକ ବିଜୟ : ଆର୍ଜେଣ୍ଟିନାକୁ ହରାଇଲା ସାଉଦି ଆରବ

ଐତିହାସିକ ବିଜୟ : ଆର୍ଜେଣ୍ଟିନାକୁ ହରାଇଲା ସାଉଦି ଆରବ

2022-11-22 19:37:29
21835
Share:
Facebook
Twitter
E-Mail
WhatsApp
Telegram
ଐତିହାସିକ ବିଜୟ : ଆର୍ଜେଣ୍ଟିନାକୁ ହରାଇଲା ସାଉଦି ଆରବ

ଫିଫା ବିଶ୍ଵ କପ୍ ୨୦୨୨ରେ ସାଉଦି ଆରବ ଆର୍ଜେଣ୍ଟିନାକୁ ୨-୧  ଗୋଲ୍‌ରେ ପରାସ୍ତ କରିଛି। ସାଉଦି ଆରବର ଏହି ଐତିହାସିକ ବିଜୟରେ କିଙ୍ଗ ସଲମାନ ବୁଧବାର ଦେଶବ୍ୟାପୀ ଛୁଟି ଘୋଷଣା କରିଛନ୍ତି। ଏହା ସମସ୍ତ ସରକାରୀ ଏବଂ ବେସରକାରୀ ସହ ଶିକ୍ଷାନୁଷ୍ଠାନ ଉପରେ ଲାଗୁ ହେବ।

ଏହାକୁ ବିଶ୍ୱକପ ଇତିହାସର ସବୁଠାରୁ ବଡ଼ ବିପର୍ଯ୍ୟ ଭାବେ ଅବିହିତ କରାଯାଉଛି। ମ୍ୟାଚ୍‌ ଆରମ୍ଭରୁ ସାଉଦିକୁ ଅଣ୍ଡରଡଗ ଭାବେ ବିବେଚନା କରାଯାଉଥିଲା। ହେଲେ ଗ୍ରୀନ ଫାଲକନ୍ସ ସମସ୍ତଙ୍କୁ ଭୁଲ ପ୍ରମାଣ କରି ଲୁସାଇଲ ଷ୍ଟାଡିୟମରେ ଇତିହାସ ରଚିଛି।

ଫୁଟବଲର ସବୁଠାରୁ ବଡ଼ ମହାକୁମ୍ଭରେ ପ୍ରଥମ ଏସିଆନ ଦେଶ ଭାବେ ସାଉଦି ଆରବ ମେସିଙ୍କ ଆର୍ଜେଣ୍ଟିନାକୁ ହରାଇଛି। ଏହି ମ୍ୟାଚ୍‌ରେ ମେସି ଗୋଟିଏ ଗୋଲ ସ୍କୋର କରିଥିଲେ ମଧ୍ୟ ଏହା ବେକାର ହୋଇଯାଇଛି। ସମସ୍ତଙ୍କୁ ଚକିତ କରି ସାଉଦି ଆରବ ଷ୍ଟାର ଖଚିତ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନାକୁ ୨-୧ ଗୋଲରେ ହରାଇ ଦେଇଛି। ଗ୍ରୁପ ସି’ର ପ୍ରଥମ ମ୍ୟାଚ୍‌ରେ ଆର୍ଜେଣ୍ଟିନା ଝୁଣ୍ଟିବା ଘଟଣା ପୂରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି।

ସାଉଦି ୨-୧ରେ ମ୍ୟାଚ୍‌ ଜିତି ଗ୍ରୁପ୍‌ ସି’ର ପ୍ରଥମ ସ୍ଥାନରେ ପହଞ୍ଚି ଯାଇଛି। ଏହି ଗ୍ରୁପରେ ଆର୍ଜେଣ୍ଟିନା, ସାଉଦି ଆରବ, ମେକ୍ସିକୋ ଓ ପୋଲାଣ୍ଡ ରହିଛନ୍ତି।

Powered by Froala Editor

Tags saudi arab

Related articles Odisha News Lens 4.1

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14523
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14937
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14737
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14778
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14508
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14481
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15057
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15604
    May 24, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13297
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14937
    May 24, 2026
  • ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14523
    May 25, 2026
  • ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14508
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15511
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14983
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14394
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14519
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15580
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15057
    May 24, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14481
    May 25, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14508
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In