Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ବିଶେଷ
Home ›› ବିଶେଷ ››ଏହିସବୁ ଜନିଷ ସହ ଖାଆନ୍ତୁ ନାହିଁ ଦହି, କାହିଁକି ଜାଣନ୍ତୁ ?

ଏହିସବୁ ଜନିଷ ସହ ଖାଆନ୍ତୁ ନାହିଁ ଦହି, କାହିଁକି ଜାଣନ୍ତୁ ?

2021-05-17 08:59:27
14587
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ଜନିଷ ସହ ଖାଆନ୍ତୁ ନାହିଁ ଦହି, କାହିଁକି ଜାଣନ୍ତୁ ?

ଆୟୂର୍ବେଦରେ ଦହିକୁ ଅମୃତ ମନାଯାଏ । ବିଜ୍ଞାନ ଅନୁଯାୟୀ ଦହିରେ କ୍ୟାଲ୍ସିୟମ, ଭିଟାମିନ୍ ବି-୨ଓ୧୨, ମ୍ୟାଗ୍ନେସିୟମ ଓ ପୋଟାସିୟମ ଭରପୂର ଥାଏ । କିନ୍ତୁ ଯଦି ଆପଣ ଏହାକୁ ସଠିକ ଭାବେ ନ ଖାଆନ୍ତି ପରେ ଅସୁବିଧାରେ ପଡିପାରନ୍ତି । ଭୁଲ ଭାବରେ ଏହା ଖାଇବା ଦ୍ୱାରା ଫୁଡ ପଏଜନ ହୋଇଯାଇଥାଏ ।

-ଦହି ସହ ପିଆଜ: ପ୍ରାୟତଃ ଲୋକମାନେ ଗ୍ରୀଷ୍ମ ଋତୁରେ ଦହି ରାଇତା ଖାଇବାକୁ ପସନ୍ଦ କରିଥାନ୍ତି । ଏହି ରାଇତାରେ ପିଆଜ ଅଧିକ ପରିମାଣରେ ପକାଇଥାନ୍ତି । ତେବେ ଏହି ଅଭ୍ୟସକୁ ପରିବର୍ତ୍ତନ କରିବା ଉଚିତ୍  । କାରଣ ଦହି ଖାଦ୍ୟ ପଦାର୍ଥ ଭାବରେ ଅଧିକ ଥଣ୍ଡା ହୋଇଥିବା ବେଳେ ପିଆଜ ଶରୀରରେ ଉତ୍ତାପ ସୃଷ୍ଟି କରିଥାଏ । ଏହା ଖାଇବା ଦ୍ୱାରା ଶରୀରରେ ଆଲର୍ଜି ଯେପରିକି ଦାଗ, ଏଗଜିମା ଇତ୍ୟାଦି ହେବାର ସମ୍ଭାବନା ଅଧିକ ଥାଏ । ଏହା ଗ୍ୟାସ, ଏସିଡିଟି, ବାନ୍ତି ଭଳି ସମସ୍ୟା ଆଣିଥାଏ ।

- ଦହି ସହ ଆମ୍ବ: ଏହା ଗରମ ଓ ଥଣ୍ଡାର ମିଶ୍ରଣ ହୋଇଥିବାରୁ ଚର୍ମ ସମ୍ବନ୍ଧୀୟ ସମସ୍ୟା ସହ ଶରୀରରେ ବିଷାକ୍ତ ପଦାର୍ଥ ସୃଷ୍ଟି କରିଥାଏ ।

- ଦହି ସହ ମାଛ: ଦହି ଓ ମାଛ ଉଭୟ ପ୍ରୋଟିନଯୁକ୍ତ । ଏକା ସାଙ୍ଗରେ ଦୁଇଟି ପ୍ରୋଟିନଯୁକ୍ତ  ଖାଦ୍ୟ ଖାଇବାକୁ ବାରଣ କରାଯାଇଥାଏ । ଯଦି ଆପଣ ଏହା ଖାଆନ୍ତି ଅନେକ ପ୍ରକାର ରୋଗର ସମ୍ମୁଖୀନ ହୋଇପାରନ୍ତି । ଏହା ପେଟ ସମ୍ବନ୍ଧୀୟ ସମସ୍ୟା ସୃଷ୍ଟି କରିଥାଏ । 

- ଦହି ସହ ମସୁର ଡାଲି: ଦହି ସହ ମସୁର ।ଲି ଖାଇବା ଉଚିତ୍ ନୁହେଁ । ଏହା ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଥାଏ । ଏହା ଏସିଡିଟି, ପେଟ ଫୁଲିବା ଭଳି ସମସ୍ୟା ଉପୁଜାଇଥାଏ ।

- କ୍ଷୀର ସହ ଦହି: ଏହି ଦୁଇଟିକୁ ଏକାଠି ଖାଇବା ଦ୍ୱାରା ଡାଇରିଆ, ଗ୍ୟାସ ସମସ୍ୟା ଦେଖାଯାଏ ।

- ଦହି ସହ ଘିଅ ପରଟା: ଏହା ସମସ୍ତଙ୍କ ପ୍ରିୟ ହୋଇଥାଏ । କିନ୍ତୁ ତେଲ ଜିନିଶ ସହ ଦହି ଖାଇଲେ ହଜମ ପ୍ରକ୍ରିୟା ମନ୍ଥର ହୋଇଥାଏ । ଓ ଶରୀରକୁ ଅଳସୁଆ ଲାଗିଥାଏ । 

-ଡାକ୍ତରଙ୍କ କହିବା ଅନୁସାରେ ଦହିରେ ମିଠା ମିଶାଇ ଖାଆନ୍ତୁ । ଚିନି, ଗୁଡ ଇତ୍ୟାଦି ମିଶାଇ ଖାଇବା ଉଚିତ୍ । ଲୁଣ ମିଶାଇ ଦହି ଖାଇବା  ଉଚିତ୍ ନୁହେଁ ।
ପ୍ରସ୍ତୁତି : ଇପସିତା ନାୟକ    

Powered by Froala Editor

Tags Curd

Related articles Odisha News Lens 4.1

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14704
    Jul 14, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15039
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15284
    Jul 12, 2025
  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...
    ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...

    13973
    Jul 14, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15285
    Jul 13, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15699
    Jul 13, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14108
    Jul 13, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14556
    Jul 14, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା
    ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15011
    Jul 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14108
    Jul 13, 2025
  • ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13943
    Jul 14, 2025
  • ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15699
    Jul 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14108
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14928
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15794
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14783
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14939
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13943
    Jul 14, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା, ନ୍ୟାୟିକ ତଦନ୍ତ ଦାବି କରିଛି କଂଗ୍ରେସ

    14556
    Jul 14, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15284
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In