Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ‘Apple Pay’ ପ୍ରବେଶ

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ବିଶେଷ
Home ›› ବିଶେଷ ››ସକାଳୁ ଉଠି ମହିଳା କରନ୍ତୁ ଏହି ବିଶେଷ କାର୍ଯ୍ୟ, ମଜବୁତ ହୋଇଥାଏ ମାନସିକ ଓ ଶାରିରୀକ ସ୍ଥିତି

ସକାଳୁ ଉଠି ମହିଳା କରନ୍ତୁ ଏହି ବିଶେଷ କାର୍ଯ୍ୟ, ମଜବୁତ ହୋଇଥାଏ ମାନସିକ ଓ ଶାରିରୀକ ସ୍ଥିତି

2022-11-24 04:30:17
16355
Share:
Facebook
Twitter
E-Mail
WhatsApp
Telegram
ସକାଳୁ ଉଠି ମହିଳା କରନ୍ତୁ ଏହି ବିଶେଷ କାର୍ଯ୍ୟ, ମଜବୁତ ହୋଇଥାଏ ମାନସିକ ଓ ଶାରିରୀକ ସ୍ଥିତି

କୁହାଯାଏ, ମହିଳା ଟିଏ ବା ମା’ ଟିଏ ହେଉଛି ଘରର ସର୍ବେସର୍ବା । ଘରର ସମସ୍ତ ଦାୟିତ୍ୱ ତାଙ୍କ ହାତରେ ନ୍ୟସ୍ତ ଥାଏ । ଘରେ ଓ ବାହାରେ ସମସ୍ତଙ୍କର ଯନô ନେବାକୁ ସେମାନେ ନିଜର କର୍ତ୍ତବ୍ୟ ଭାବନ୍ତି । ମହିଳା ମାନେ ହେଉଛନ୍ତି ପ୍ରତି ଟି ଘରର ଗୋଟିଏ ଗୋଟିଏ ଲକ୍ଷ୍ମୀ । ତେଣୁ ସକାଳେ ସ୍ତ୍ରୀ ଲୋକଙ୍କୁ କିଛି ବିଶେଷ କାର୍ଯ୍ୟ କରିବାକୁ କୁହାଯାଇଛି । ଯାହା ମହିଳାଙ୍କୁ ଜରୁର କରିବାକୁ କୁହାଯାଇଛି । କୁହାଯାଏ ଏହାଦ୍ୱାରା ମା’ ଲକ୍ଷ୍ମୀ ସର୍ବଦା ଘର ପରିବାର ଉପରେ କୃପା ବର୍ଷା କରିଥାନ୍ତି ।

ଶାସ୍ତ୍ର ଅନୁଯାୟୀ, ଏମିତିରେ ସମସ୍ତଙ୍କୁ ସୂର୍ଯ୍ୟ ଉଦୟ ପୂର୍ବରୁ ଉଠିବା ଫଳଦାୟୀ ହୋଇଥାଏ । ହେଲେ ଘରର ମହିଳାମାନେ ଏମିତି କରିବା ଫଳରେ ଶୁଭ ଫଳ ପ୍ରଦାନ କରିଥାଏ । ବ୍ରାହ୍ମ ମୂହୁର୍ତ୍ତରୁ ଉଠିବା ଦ୍ୱାରା ବ୍ୟକ୍ତିକ ସୁନ୍ଦରତା, ଲକ୍ଷ୍ମୀ, ପ୍ରଖର ବୁଦ୍ଧି ଓ ସ୍ୱାସ୍ଥ୍ୟ ଲାଭ ମିଳିଥାଏ ।

ପରିବାର କଲ୍ୟାଣ ଓ ସମାଜ ବିକାଶ ପାଇଁ ଜଣେ ସ୍ତ୍ରୀଙ୍କର ସ୍ୱାସ୍ଥ୍ୟ ଭଲ ରହିବା ଜରୁରୀ । ଏହା ସମ୍ଭବ ହୋଇଥାଏ ପ୍ରାଣାୟାମ ଯୋଗୁ । ତେଣୁ ସକାଳୁ ଉଠି କିଛି ସମୟ ବ୍ୟାୟାମ ଓ ପ୍ରାଣାୟମ ଜରୁର କରନ୍ତୁ । ଏହାଦ୍ୱାରା ମାନସିକ ଓ ଶାରିରୀକ ସ୍ଥିତି ମଜବୁତ ହୋଇଥାଏ ।

ସୂର୍ଯ୍ୟ ଉଦୟ ପୂର୍ବରୁ ସ୍ନାନ କରିବା ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ସକାଳ ସମୟରେ ମସ୍ତିସ୍କ ଅଧିକ କ୍ଷମତାର ସହ ସକରାତ୍ମକ ବିଚାର ଗ୍ରହଣ କରିଥାଏ । ସ୍ନାନ କରିବା ପରେ ଶରୀର ସହ ମନ ମଧ୍ୟ ଶୁଦ୍ଧି ହୋଇଥାଏ ।

ଯେଉଁଠାରେ ପ୍ରତିଦିନ ତୁଳସୀଙ୍କ ପୂଜା ହୁଏ, ସେଠାରେ ସୁଖ ସମୃଦ୍ଧି ଓ ସୌଭାଗ୍ୟ ଲାଗି ରହିଥାଏ । ବିଶେଷକରି ମହିଳାମାନେ ସବୁଦିନ ତୁଳସୀଙ୍କୁ ପୂଜା କରିବା ସହ ଜଳ ଅର୍ପଣ କରନ୍ତୁ । ଏହାଦ୍ୱାରା ଧନର ଅଭାବ କେବେ ହେବ ନାହିଁ ।

ପୁରାଣ ଅନୁସାରେ ଗାଇଙ୍କ ସେବା କରିବା ଦ୍ୱାରା କୁଣ୍ଡଳୀର କୌଣସି ବି ଦୋଷ ଦୂର ହୋଇପାରେ । ମହିଳାମାନେ ପ୍ରତିଦିନ ପ୍ରଥମ ରୁଟି ଗାଇଙ୍କ ପାଇଁ ବାହାର କରନ୍ତୁ । ଗୋ ସେବା ଦ୍ୱାରା ୩୩ କୋଟି ଦେବାଦେବୀଙ୍କ ଆଶିର୍ବାଦ ମିଳିଥାଏ ।

ଶାସ୍ତ୍ର ଅନୁସାରେ ସ୍ନାନ ପରେ ହିଁ ମହିଳାଙ୍କୁ ରୋଷେଇ ଘରେ ପ୍ରବେଶ କରିବା ଉଚିତ୍‌ । ଏହାଦ୍ୱାରା ଦେବୀ ଅନ୍ନପୂର୍ଣ୍ଣା ଓ ଲକ୍ଷ୍ମୀଙ୍କ ବାସ ହୋଇଥାଏ ।

Powered by Froala Editor

Tags Morning weakup

Related articles Odisha News Lens 4.1

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14468
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14835
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14131
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15647
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14166
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14372
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14034
    Sep 28, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15466
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14372
    Sep 29, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14166
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13971
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15720
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15286
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14660
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14166
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14328
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15466
    Sep 30, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14912
    Sep 29, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14468
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In