Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ...

  • ଅଭିନେତା ପ୍ରଦୀପ ରାୱତ ଆଉ ନାହାନ୍ତି

  • ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ...

  • ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ଡୋନାଲ୍ଡ ଟ୍ରମ୍ପ ଧମକପୂର୍ଣ୍ଣ ସ୍ୱରରେ ...

  • ସମସ୍ତ ପ୍ରତିଶ୍ରୁତି ପୂରଣ ନହେଲେ ପୁଣି ...

  • କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ମାମଲା : ...

  • ସମସ୍ତିପୁର-ସହର୍ସା ପାସେଞ୍ଜର ଟ୍ରେନ୍‌ରେ ...

  • ନାଳନ୍ଦାରେ କକରୋଚ୍ କାଫେ

ରାଜ୍ୟ
Home ›› ରାଜ୍ୟ ››ପୁଣି ଥରେ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, କାହିଁକି ଜାଣନ୍ତୁ

ପୁଣି ଥରେ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, କାହିଁକି ଜାଣନ୍ତୁ

2022-11-25 04:56:03
13872
Share:
Facebook
Twitter
E-Mail
WhatsApp
Telegram
ପୁଣି ଥରେ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, କାହିଁକି ଜାଣନ୍ତୁ

ଭୁବନେଶ୍ୱର :  ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ତଦନ୍ତ ଏବେ ନୂଆ ମୋଡ଼ ନେଇଛି । ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। କ୍ରମାଗତ ଦ୍ଵିତୀୟ ଦିନ ପାଇଁ ସେ ଇଡିରେ ହାଜର ହୋଇଛନ୍ତି। ପ୍ରଥମ ଦିନ ଇଡିର ଅଧିକାରୀ ଶ୍ରଦ୍ଧାଞ୍ଜଳିଙ୍କୁ ଦୀର୍ଘ ୧୪ ଘଣ୍ଟା ଧରି  ଜେରା କରିଥିଲେ। ଏହି ସମୟରେ ସେ ଏହି ହାଇ ପ୍ରୋଫାଇଲ୍ ମାମଲାରେ ଅନେକ ଗୁମର ଖୋଲିଥିବା କୁହାଯାଉଛି।
ଗୁରୁବାର ଢେଙ୍କାନାଳ ବିଧାୟକ ସୁଧୀର ସାମଲଙ୍କ ଭାଇ ତଥା କାର୍‌-ସୋ ରୁମ୍‌ ମାଲିକ ଗଙ୍ଗାଧର ସାମଲ ଇଡିରେ ହାଜର ହୋଇଥିଲେ । ତାଙ୍କୁ ୧୨ ଘଣ୍ଟାରୁ ଅଧିକ ସମୟ ଜେରା କରାଯାଇଥିଲା । ଅର୍ଚ୍ଚନା ମାମଲା ଇଡି ନେଲା ପରେ ଆର୍ଥିକ କାରବାର ନେଇ ତଦନ୍ତ ଆରମ୍ଭ କରିଥିଲା । ଏହି ସମୟରେ ଜଣାପଡ଼ିଥିଲା ଅର୍ଚ୍ଚନାର ଆକାଉଣ୍ଟକୁ ‘ଏମ୍‌ପିୟର ପ୍ରେଷ୍ଟିଜ୍‌’ ଆକାଉଣ୍ଟକୁ ୩୦ ଲକ୍ଷରୁ ଅଧିକ ଟଙ୍କା ଆସିଛି । ଯାଞ୍ଚ ସମୟରେ ଜଣାପଡ଼ିଥିଲା ‘ଏମ୍‌ପିୟର ପ୍ରେଷ୍ଟିଜ୍‌’ ମାଲିକ ହେଉଛନ୍ତି ଗଙ୍ଗାଧର ସାମଲ । ଏଣୁ ଇଡି ଗତ ସପ୍ତାହରେ ଗଙ୍ଗାଧରଙ୍କୁ ନୋଟିସ୍‌ କରିଥିଲା ।

Powered by Froala Editor

Tags Archana nag case

Related articles Odisha News Lens 4.1

  • ନାଳନ୍ଦାରେ କକରୋଚ୍ କାଫେ
    ଦେଶ-ଦେଶାନ୍ତର

    ନାଳନ୍ଦାରେ କକରୋଚ୍ କାଫେ

    13682
    Aug 03, 2026
  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !
    ଦେଶ-ଦେଶାନ୍ତର

    E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !

    14462
    Aug 04, 2026
  • ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗିରଫ, ୪ ଘଣ୍ଟା ପରେ ମୁକ୍ତ
    ଦେଶ-ଦେଶାନ୍ତର

    ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗିରଫ, ୪ ଘଣ୍ଟା ପରେ ମୁକ୍ତ

    14848
    Aug 04, 2026
  • ଅଭିନେତା ପ୍ରଦୀପ ରାୱତ ଆଉ ନାହାନ୍ତି
    ମନୋରଞ୍ଜନ

    ଅଭିନେତା ପ୍ରଦୀପ ରାୱତ ଆଉ ନାହାନ୍ତି

    15089
    Aug 04, 2026
  • ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ
    ରାଜନୀତି

    ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ

    14281
    Aug 04, 2026
  • କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ମାମଲା : ବ୍ରିଜ ଭୂଷଣ ସିଂହଙ୍କୁ କ୍ଲିନ୍ ଚିଟ୍
    ଦେଶ-ଦେଶାନ୍ତର

    କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ମାମଲା : ବ୍ରିଜ ଭୂଷଣ ସିଂହଙ୍କୁ କ୍ଲିନ୍ ଚିଟ୍

    15480
    Aug 03, 2026
  • ସମସ୍ତ ପ୍ରତିଶ୍ରୁତି ପୂରଣ ନହେଲେ ପୁଣି ଆନ୍ଦୋଳନ: ସିଜେପି
    ଦେଶ-ଦେଶାନ୍ତର

    ସମସ୍ତ ପ୍ରତିଶ୍ରୁତି ପୂରଣ ନହେଲେ ପୁଣି ଆନ୍ଦୋଳନ: ସିଜେପି

    13795
    Aug 04, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ...

    13822
    Aug 04, 2026
  • ସମସ୍ତିପୁର-ସହର୍ସା ପାସେଞ୍ଜର ଟ୍ରେନ୍‌ରେ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ସମସ୍ତିପୁର-ସହର୍ସା ପାସେଞ୍ଜର ଟ୍ରେନ୍‌ରେ ଅଗ୍ନିକାଣ୍ଡ

    15531
    Aug 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ ...

    13822
    Aug 04, 2026
  • ଦେଶ-ଦେଶାନ୍ତର

    ନାଳନ୍ଦାରେ କକରୋଚ୍ କାଫେ

    13682
    Aug 03, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ଧମକପୂର୍ଣ୍ଣ ସ୍ୱରରେ କଲେ ଏହି ଘୋଷଣା, କ'ଣ ଜାଣନ୍ତୁ

    14522
    Aug 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17014
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17623
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17674
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18074
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16094
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14940
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14441
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16064
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15942
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

ପାଠପଢାକୁ ଉନ୍ନତ କରିବା, ଶିକ୍ଷକଙ୍କୁ ସମର୍ଥନ କରିବା ଏବଂ ଶିକ୍ଷାଗତ ସମ୍ବଳକୁ ମଜବୁତ କରିବା ଦ୍ୱାରା ୨୫,୦୦୦ ଛାତ୍ରଛାତ୍ରୀ ଏହା ଦ୍ୱାରା ଉପକୃତ ହୋଇଛନ୍ତି

ଭୁବନେଶ୍ୱର ୦୪/୦୮/୨୦୨୬ : ଭାରତର ସର୍ବବୃ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14427
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14600
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14248
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15042
    Jul 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମସ୍ତିପୁର-ସହର୍ସା ପାସେଞ୍ଜର ଟ୍ରେନ୍‌ରେ ଅଗ୍ନିକାଣ୍ଡ

    15531
    Aug 03, 2026
  • ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗିରଫ, ୪ ଘଣ୍ଟା ପରେ ମୁକ୍ତ

    14848
    Aug 04, 2026
  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !

    14462
    Aug 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In