Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

ରାଜ୍ୟ
Home ›› ରାଜ୍ୟ ››ସ୍କୁଟି- ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ସ୍କୁଟି- ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

2022-11-26 07:31:12
15456
Share:
Facebook
Twitter
E-Mail
WhatsApp
Telegram
ସ୍କୁଟି- ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଜି ଉଦୟଗିରି: ଜି ଉଦୟଗିରି ଥାନା ଲିଙ୍ଗଗଡ ପଞ୍ଚାୟତ ଅନ୍ତର୍ଗତ ନିଲୁଙ୍ଗିଆ ଘାଟି ବୁଲାଣି ନିକଟରେ ସ୍କୁଟି ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣପଡିଛି । ଆଜି ୧୦ମ ପିଲାଙ୍କ ପରୀକ୍ଷା ଚାଲିଥିବାବେଳେ ସ୍କୁଟିରେ ଶିକ୍ଷୟିତ୍ରୀ ପ୍ରଦୀପ୍ତା ସାହୁ ୩୩  ଓ କିରାଣି ବିମଳା ପ୍ରଧାନ ୪୦ ଲୀଙ୍ଗାଗଡ ବାଳିକା ବିଦ୍ୟାଳୟକୁ ଯାଉଥିଲେ । ସେହି ସମୟରେ ଅନ୍ୟପଟୁ ଆସୁଥିବା ପଲସର ବାଇକ୍‌ ମୁହାମୁହିଁ ଧକ୍କା ହୋଇଥିଲା । ପରେ ସମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟ ଶିକ୍ଷୟିତ୍ରୀ ଓ କିରାଣିଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Powered by Froala Editor

Tags Accident

Related articles Odisha News Lens 4.1

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14580
    Nov 14, 2026
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା
    ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14588
    Nov 13, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14016
    Nov 13, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14247
    Nov 14, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14765
    Nov 12, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13293
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13344
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14387
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15194
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14588
    Nov 13, 2026
  • ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14765
    Nov 12, 2026
  • ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13344
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17277
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17979
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17936
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18349
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14247
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14250
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15602
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14389
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14458
    Nov 05, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14362
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15582
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14162
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14176
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14580
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15194
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15067
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In