Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

Home ›› ›› ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚେତାବନୀ: ୧୨ରୁ ୧୮ଜଣଙ୍କୁ ସଂକ୍ରମିତ କରିପାରିବ ମିଳିମିଳା

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚେତାବନୀ: ୧୨ରୁ ୧୮ଜଣଙ୍କୁ ସଂକ୍ରମିତ କରିପାରିବ ମିଳିମିଳା

2022-11-26 09:59:06
15871
Share:
Facebook
Twitter
E-Mail
WhatsApp
Telegram
 ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚେତାବନୀ: ୧୨ରୁ ୧୮ଜଣଙ୍କୁ ସଂକ୍ରମିତ କରିପାରିବ ମିଳିମିଳା

ନୂଆଦିଲ୍ଲୀ: ମିଳିମିଳାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚେତାବନୀ। ଜଣେ ମିଳିମିଳା ରୋଗୀ ୧୨ରୁ ୧୮ଜଣଙ୍କୁ ସଂକ୍ରମିତ କରିପାରିବ। ଭାରତ ସମେତ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଥିବା ମିଳିମିଳାର ସଂକ୍ରମଣ ଭିତରେ ଏଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛି ଡବ୍ଲ୍ୟୁଏଚଓ। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମିଳିମିଳା ଗମ୍ଭୀର ରୂପ ଧାରଣ କରିଛି। ଏହି ଋତୁରେ ସ୍ଥିତି ଆହୁରି ଅଧିକ ଜଟିଳ ହେବାକୁ ଲାଗିଲାଣି। ତେଣୁ ସମସ୍ତଙ୍କୁ ସତର୍କ ରହିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁସାରେ, ୨୦୨୧ରେ ସାରା ବିଶ୍ୱରେ ୯୦ଲକ୍ଷ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ। ଯେଉଁଥିରୁ ୧ଲକ୍ଷ ୮୦ ହଜାର ରୋଗୀଙ୍କ ମୃତ୍ୟୁ ହୋଇଥିଲା। ବିଶ୍ୱର ୨୨ଟି ଦେଶରେ ଏହି ମାରାତ୍ମକ ଭୂତାଣୁ ବ୍ୟାପିଥିଲା। ଟିକାକରଣ ଏବଂ ସତର୍କ ନରହିବା ମିଳିମିଳା ବ୍ୟାପିବାର ମୁଖ୍ୟ କାରଣ ବୋଲି କୁହାଯାଇଥିଲା। ବର୍ତ୍ତମାନ ମହାମାରୀ କରୋନା ପାଇଁ ଟିକାକରଣରେ ହ୍ରାସ ଘଟିବା ଏବଂ ଲୋକେ ସଜାଗ ନରହିବା ଚିନ୍ତାର କାରଣ ସାଜିଛି।

ଗତବର୍ଷ ୪କୋଟି ଶିଶୁଙ୍କୁ ମିଳିମିଳା ଟିକା ଦିଆଯାଇପାରିନାହିଁ। ଏହା ମଧ୍ୟରେ ଏଭଳି ଅଢୋଇ କୋଟି ଶିଶୁ ଅଛନ୍ତି ଯେଉଁମାନେ ଟିକାର ପ୍ରଥମ ଡୋଜ୍ ନେଇନାହାଁନ୍ତି। ୧ କୋଟି ୪୭ ଲକ୍ଷ ଶିଶୁ ଟିକାର ଦ୍ୱିତୀୟ ଡୋଜ୍ ନେଇ ପାରି ନାହାଁନ୍ତି। ବିଶ୍ୱର ସବୁଠୁ ସଂକ୍ରାମକ ଭୂତାଣୁ ମଧ୍ୟରୁ ମିଳିମିଳା ଭୂତାଣୁ ଅନ୍ୟତମ। ଟିକାକରଣ ଦ୍ୱାରା ହିଁ ଏହାକୁ ରୋକାଯାଇ ପାରିବ। ସାରା ବିଶ୍ୱରେ ମିଳିମିଳାକୁ ନିୟନ୍ତ୍ରଣ କରିବାକୁ ହେଲେ ୯୫ ପ୍ରତିଶତଙ୍କୁ ଟିକାକରଣ ଜରୁରୀ।

ଏହାରି ଭିତରେ ମୁମ୍ବାଇରେ ମିଳିମିଳାର ସଂକ୍ରମଣ ଚିନ୍ତା ବଢାଇଛି। ଏଯାଏଁ  ୨୩୩ ଜଣ ମିଳିମିଳାରେ ଆକ୍ରାନ୍ତ ହୋଇଥିବା ବେଳେ ୧୨ ଜଣ ଶିଶୁଙ୍କ ମୃତ୍ୟୁ ହୋଇସାରିଛି। ନିଜ ନିଜ ଶିଶୁଙ୍କୁ ଭ୍ୟାକସିନ୍ ଦେବାକୁ ବିଏମସି ପକ୍ଷରୁ ଅପିଲ କରାଯାଇଛି।

Powered by Froala Editor

Tags Small pox

Related articles Odisha News Lens 4.1

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14124
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15217
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13810
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13310
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14508
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13882
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14617
    Mar 12, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14595
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13993
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14617
    Mar 12, 2026
  • ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14124
    Mar 12, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15493
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13310
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13993
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15029
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14783
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15229
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14595
    Mar 12, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15493
    Mar 12, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15217
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In