Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ବିଶେଷ
Home ›› ବିଶେଷ ››ଶୀତଦିନେ ଷ୍ଟାଇଲିଶ୍‌ ଲୁକ୍‌

ଶୀତଦିନେ ଷ୍ଟାଇଲିଶ୍‌ ଲୁକ୍‌

2022-11-27 04:06:52
14383
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ଷ୍ଟାଇଲିଶ୍‌ ଲୁକ୍‌

ଶୀତଦିନେ ଏମିତି ଆଉଟ୍‌ଫିଟ୍‌ ପସନ୍ଦ କରନ୍ତୁ; ଯାହା ଶୀତରୁ ରକ୍ଷା କରିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ଦେବ। ଖାସ୍‌ ଶୀତ ପାଇଁ କ’ଣ କ’ଣ ପିନ୍ଧିବେ ସେ ସମ୍ପର୍କରେ ଏଠାରେ କିଛି ଟିପ୍ସ ଦିଆଗଲା; ଯାହାକୁ ଆପଣାଇ ଯୁବତୀମାନେ ଅତି ସହଜରେ ଫ୍ୟାଶନେବଲ୍‌ ଲୁକ୍‌ ପାଇପାରିବେ…

* ଜମ୍ପସୁଟ୍‌ ସହ ଶ୍ରଗ୍‌: ଶୀତଦିନେ ଫ୍ୟାଶନେବଲ୍‌ ଲୁକ୍‌ ସାଙ୍ଗକୁ କମ୍ଫର୍ଟ ଉପରେ ବିଶେଷ ଧ୍ୟାନ ଦେଉଥିବା ଯୁବତୀମାନେ ଚାହିଁଲେ ଜମ୍ପସୁଟ୍‌ ସହ ଶ୍ରଗ୍‌କୁ ମ୍ୟାଚିଂ କରି ପିନ୍ଧିପାରିବେ। ଏହି ଆଉଟ୍‌ଫିଟ୍‌ ଶୀତ ଦାଉରୁ ରକ୍ଷା କରିବା ସଙ୍ଗେସଙ୍ଗେ ଯୁବତୀଙ୍କୁ ଟ୍ରେଣ୍ଡି ଲୁକ୍‌ ଦେଇଥାଏ। ଖାସ୍‌ କରି ଆଉଟିଂରେ ଯିବାବେଳେ ଏହାକୁ ପିନ୍ଧିଲେ ସ୍ମାର୍ଟ ଲୁକ୍‌ ମିଳିଥାଏ।

* ହୁଡେଡ୍‌ ଟି-ଶାର୍ଟ: ଶୀତ ଋତୁରେ ଦିନବେଳା ହେଉଥିବା ହାଲ୍‌କା ହାଲ୍‌କା ଥଣ୍ଡାରେ ହୁଡେଡ୍‌ ଟି-ଶାର୍ଟ ପିନ୍ଧିଲେ ବେଶ୍‌ ଆରାମ ଲାଗିଥାଏ। ଏହାର ଉଭୟ ପ୍ଲେନ୍‌ ଓ ଚେକ୍‌ ଷ୍ଟାଇଲ୍‌ ଟି-ଶାର୍ଟ ଯେମିତି ସୁନ୍ଦର ଦେଖାଯାଏ ସେମିତି ଆଟ୍ରାକ୍ଟିଭ୍‌ ଲୁକ୍‌ ବି ଦେଇଥାଏ। ଏହାକୁ ଅଫିସ୍‌ ହେଉ କିମ୍ବା ଆଉଟିଂରେ ଯିବାବେଳେ ଆରାମରେ ପିନ୍ଧାଯାଇପାରେ। ସେହିପରି ଅଧିକ ଆକର୍ଷଣୀୟ ଲୁକ୍‌ ଚାହୁଁଥିଲେ, ଏହି ଆଉଟ୍‌ଫିଟ୍‌ ସାଙ୍ଗକୁ ଷ୍ଟାଇଲିଶ୍‌ ସନ୍‌ଗ୍ଲାସ୍‌ ବି ଟ୍ରାଏ କରିପାରିବେ। ସବୁଠୁ ବଡ଼ କଥା ହେଉଛି ଉଭୟ ମହିଳା ଓ ପୁରୁଷଙ୍କ ପାଇଁ ଭିନ୍ନ ଭିନ୍ନ ଡିଜାଇନ୍‌ର ହୁଡେଡ୍‌ ଟି-ଶାର୍ଟ ଏବେ ମାର୍କେଟ୍‌ରେ ଉପଲବ୍ଧ ହେଲାଣି।

* କ୍ରପ୍‌ ଷ୍ଟାଇଲ୍‌ କାର୍ଡିଗନ୍‌: ଏହାକୁ ଓ୍ବେଷ୍ଟର୍ନ ଆଉଟ୍‌ଫିଟ୍‌ ସହ ମ୍ୟାଚିଂ କରି ପିନ୍ଧିଲେ ଯେମିତି ସୁନ୍ଦର ଲାଗେ, ସେମିତି ଇଣ୍ଡିଆନ୍‌ ଆଉଟ୍‌ଫିଟ୍‌ ସହିତ ଏହାକୁ ଟ୍ରାଏ କଲେ ଡିଫରେଣ୍ଟ ଲୁକ୍‌ ମିଳିଥାଏ। ଖାସ୍‌ କରି ହାଲ୍‌କା ରଙ୍ଗରେ ଆସୁଥିବା କ୍ରପ୍‌ ଷ୍ଟାଇଲ୍‌ କାର୍ଡିଗନ୍‌କୁ ଟ୍ରାଉଜର୍ସ କିମ୍ବା ଜିନ୍ସ ସହ ପେୟାର୍‌ କରି ପିନ୍ଧିଲେ ସ୍ମାର୍ଟ ଲୁକ୍‌ ମିଳିବା ସହ ଶୀତରୁ ରକ୍ଷା ମିଳିଥାଏ।

* ଅଲ୍‌ ଟାଇମ୍‌ ହିଟ୍‌ ସ୍ବେଟର୍‌: ଶୀତଦିନେ ଶର୍ଟ ଷ୍ଟାଇଲ୍‌ ସ୍ବେଟର୍‌ଠାରୁ ଆରମ୍ଭ କରି ଓଭର୍‌ ସାଇଜ୍‌ ସ୍ବେଟର୍‌ ପର୍ଯ୍ୟନ୍ତ ସବୁର ଖୁବ୍‌ ଡିମାଣ୍ଡ ରହିଥାଏ। ସମୟାନୁସାରେ ଫ୍ୟାଶନ୍‌ ଟ୍ରେଣ୍ଡରେ ଅନେକ ପରିବର୍ତ୍ତନ ଆସୁଥିଲେ ବି ଶୀତଦିନେ ସ୍ବେଟର୍‌ର ଚାହିଦା କେବେ ବି କମେ ନାହିଁ। ସେଥିପାଇଁ ପ୍ରତିବର୍ଷ ଶୀତଦିନେ ମାର୍କେଟ୍‌ରେ ଅନେକ ଆକର୍ଷଣୀୟ ଡିଜାଇନ୍‌ର ସ୍ବେଟର୍‌ ବିକ୍ରି ହୋଇଥାଏ, ଯାହାକୁ ଉଭୟ ଓ୍ବେଷ୍ଟର୍ନ ଓ ଇଣ୍ଡିଆନ୍‌ ଆଉଟ୍‌ଫିଟ୍‌ ସହ ମ୍ୟାଚିଂ କରି ପିନ୍ଧିହୁଏ।

* ଓ୍ବିଣ୍ଟର କ୍ୟାପ୍‌: ଶୀତଦିନେ ଷ୍ଟାଇଲିଶ୍‌ ଲୁକ୍‌ ସାଙ୍ଗକୁ ଶୀତଦାଉରୁ ରକ୍ଷା ପାଇବା ପାଇଁ କେବଳ ଆକର୍ଷଣୀୟ ଆଉଟ୍‌ଫିଟ୍‌ କିମ୍ବା ସ୍ବେଟର୍‌ ପିନ୍ଧିଦେଲେ ତ ହେବନି, ମୁଣ୍ଡକୁ ସୁରକ୍ଷା ଦେବା ପାଇଁ ଓ୍ବିଣ୍ଟର୍‌ କ୍ୟାପ୍‌ର ବି ଆବଶ୍ୟକତା ରହିଥାଏ। ସେଥିପାଇଁ ବେନି କ୍ୟାପ୍‌, କଲର୍‌-ବ୍ଲକ୍‌ ଫେଡୋରା କ୍ୟାପ୍‌, ପମ୍‌ ପମ୍‌ କ୍ୟାପ୍‌, ଲେଦର୍‌ ଷ୍ଟାଇଲ୍‌ ଫ୍ୟାବ୍ରିକ୍‌ କ୍ୟାପ୍‌ ଭଳି କେତେକ ଟ୍ରେଣ୍ଡି ଓ୍ବିଣ୍ଟର୍‌ କ୍ୟାପ୍‌ର ଶୀତଦିନେ ଖୁବ୍‌ ଚାହିଦା ବଢିଯାଏ।

* ଓ୍ବିଣ୍ଟର ଫୁଟ୍‌ଓ୍ବେର୍‌: ଦେହ ଓ ମୁଣ୍ଡ ସହ ଶୀତଦିନେ ପାଦକୁ ସୁରକ୍ଷା ଦେବା ପାଇଁ ବି ମାର୍କେଟ୍‌ରେ ଅନେକ ଭେରାଇଟିର ଓ୍ବିଣ୍ଟର୍‌ ଫୁଟ୍‌ଓ୍ବେର୍‌ ମିଳିଥାଏ। ଯେମିତିକି: ସ୍ନିକର୍ସ, ଆଙ୍କେଲ୍‌ ବୁଟ୍‌, ଓ୍ବେଦରପ୍ରୁଫ୍‌ ବୁଟ୍‌, ରାଇଡିଂ ବୁଟ୍‌ ଇତ୍ୟାଦି। ଯୁବତୀମାନେ ଚାହିଁଲେ ଏହିସବୁ ଫୁଟ୍‌ଓ୍ବେର୍‌କୁ ଟ୍ରାଏ କରି ଶୀତଦିନେ ସହଜରେ ଫ୍ୟାଶନେବଲ୍‌ ଲୁକ୍‌ ପାଇପାରିବେ।

Powered by Froala Editor

Tags Winter look

Related articles Odisha News Lens 4.1

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14460
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14364
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14025
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15639
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14159
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15645
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14826
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14123
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14807
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14025
    Sep 28, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14159
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14902
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13963
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15719
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15285
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14659
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14323
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14826
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15639
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14123
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In