Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

Home ›› ››ଏହି ଖାଦ୍ୟ ଖାଇଲେ ହୋଇଥାଏ ବ୍ରଣ

ଏହି ଖାଦ୍ୟ ଖାଇଲେ ହୋଇଥାଏ ବ୍ରଣ

2022-11-28 03:28:52
14176
Share:
Facebook
Twitter
E-Mail
WhatsApp
Telegram
ଏହି ଖାଦ୍ୟ ଖାଇଲେ ହୋଇଥାଏ ବ୍ରଣ

ଆଜିକାଲି ପ୍ରାୟ ସବୁ ଯୁବଗୋଷ୍ଠୀ ମୁଖବ୍ରଣ ପରି ସମସ୍ୟାରେ ପିଡିତ । ଏହାର ସମାଧାନ ପାଇଁ କିଏ କେତେ ଉପାୟ ଅବଲମ୍ବନ କରୁଥିବା ବେଳେ ଭୁଲିଯାଆନ୍ତି ଯେ ଏହା ପଛରେ ଥିବା ଭୁଲ ଖାଦ୍ୟ ଗ୍ରହଣର କାରଣଟିକୁ। ଏପରି ବହୁତ ଖାଦ୍ୟ ଅଛି ଯାହାକୁ ଆମେ ଆମ ଦୈନିନନ୍ଧୀନ ଜୀବନରେ ଆପଣେଇ ନେଇଛେ ଯାହା ମୁଖବ୍ରଣର ପ୍ରଧାନ କାରଣ ପାଲଟିଛି। ତେବେ କେଉଁ କେଉଁ ଖାଦ୍ୟ ସାଧାରଣତଃ ମୁଖବ୍ରଣର ପ୍ରମୁଖ କାରଣ ପାଲଟିଥାଏ ଆସନ୍ତୁ ନଜର ପକେଇବା ।

ଡାଏରୀ ପ୍ରଡକ୍ଟ:
ଛେନା, ବସାଦହି ଓ ଆଇସକ୍ରିମ୍ ଭଳି ଖାଦ୍ୟ କିଛି ଲୋକଙ୍କ ପାଇଁ ମୁଖବ୍ରଣର ପ୍ରମୁଖ କାରଣ ହୋଇଥାଏ। ଗାଇ କ୍ଷୀରରେ ଏମିନୋ ଏସିଡ ପର୍ଯ୍ୟାପ୍ତ ପରିମାଣରେ ଥିବାରୁ ଏହା ଲିଭରରେ ଅଧିକ ପରିମାଣର IGF-1 ପ୍ରସ୍ତୁତି କରେ । ଫଳରେ ମୁଖବ୍ରଣର ସମସ୍ୟା ଦେଖାଦେଇଥାଏ।

ରିଫାଇଣ୍ଡ୍ ଖାଦ୍ୟ: ଖାଦ୍ୟରେ ଯଦି ବ୍ରେଡ୍, ଧଳା ପାସ୍ତା, ଶସ୍ୟ ବା ମଇଦା ନୁଡଲ୍ସ ଥାଏ ତେବେ ଏହା ମଧ୍ୟ ମୁଖବ୍ରଣର କାରଣ ହୋଇଥାଏ। ଏହି ସବୁ ଖାଦ୍ୟରେ ବହୁ ପରିମାଣର କାର୍ବୋହାଇଡ୍ରେଡ୍ ଥିବାରୁ ଏହା ସିଧାସଳଖ ଆମ ବ୍ଲଡ୍ ସୁଗାର ଲେବଲରେ ପ୍ରଭାବ ପକେଇଥାଏ।ଏକ ଅଧ୍ୟୟନ ଅନୁସାରେ, ଯେଉଁମାନେ ଅଧିକ ପରିମାଣରେ ମିଠା ଖାଉଛନ୍ତି ସେମାନଙ୍କ କ୍ଷେତ୍ରରେ ଏହି ସମସ୍ୟା 80 ଶତକଡା ଥିବା ଜଣାଯାଏ।

ଚକୋଲେଟ୍: ଆପଣ ଯଦି ଅଧିକ ପରିମାଣର ଚକୋଲେଟ ଖାଉଛନ୍ତି ତେବେ ସତର୍କ ହୋଇଯାଆନ୍ତୁ। କାରଣ ଏହା ମୁଖବ୍ରଣକୁ ବୃଦ୍ଧି କରିଥାଏ। ଚକୋଲେଟରେ କୋକୋଅ, କ୍ଷୀର ଓ ଚିନିର ଭାଗ ଥିବାରୁ ଏହା ଆମ ଇମୁନ ସିଷ୍ଟମରେ ଆଞ୍ଚ ଆଣିବାରୁ ମୁଖବ୍ରଣର କାରଣ ହୋଇଥାଏ।

ଶୁଖିଲା ଖାଦ୍ୟ: ଫ୍ରାଏଜ, ବରଗର୍, ପକୋଡା ଭଳି ଖାଦ୍ୟ ଯେ କେବଳ ଓଜନ ବୃଦ୍ଧି କରେନି ଏହା ସହିତ ମୁଖବ୍ରଣ ହେବାରେ ମଧ୍ୟ ସହଯୋଗ କରିଥାଏ। ଦୈନନ୍ଧିନ ଏହିସବୁ ଖାଦ୍ୟ ଖାଇଲେ ଏହା ଚର୍ମକୁ ତେଲିଆ କରିବା ସହିତ ମୁଖବ୍ରଣ କରାଇଥାଏ ।

ପ୍ରୋଟିନ ପାଉଡର: ଯେଉଁମାନେ ଜିମ୍ ଯାଉଛନ୍ତି ବଡି ବନେଇବା ନେଇ ଅଧିକାଂଶ ପ୍ରୋଟିନ ପାଉଡର ଉପରେ ନିର୍ଭର କରୁଛନ୍ତି। ଏଥିରେ ଅଧିକ ପରିମାଣର ପ୍ରୋଟିନ ସହିତ ଲୁସିନ୍ ଓ ଗ୍ଲୁଟାମାଇନ ଭଳି ଏମିନୋ ଏସିଡ ରହିଥାଏ। ଏହା ମଧ୍ୟ IGF-1 ହରମୋନ ବୃଦ୍ଧି କରି ଏହି ସମସ୍ୟା ସୃଷ୍ଟି କରିଥାଏ।

ଓମେଗା-6 ଫ୍ୟାଟ୍: ଯଦି ଆପଣଙ୍କ ତେଲିଆ ଚର୍ମ ତେବେ ସୋୟାବିନ, କର୍ଣ୍ଣଫ୍ଲେକ୍ସ, ସନଫ୍ଲାୱାର ତେଲ ଓ ବାଦାମଜାତୀୟ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ। ଏହି ସବୁ ଖାଦ୍ୟ ଚର୍ମକୁ ତୈଳାକ୍ତ କରି ମୁଖବ୍ରଣ ତିଆରି କରିଥାଏ।

Powered by Froala Editor

Tags Pimples

Related articles Odisha News Lens 4.1

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14790
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15080
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13553
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13585
    Feb 24, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15223
    Feb 23, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14661
    Feb 25, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15154
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15411
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15268
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15080
    Feb 23, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15154
    Feb 24, 2026
  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14661
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14661
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15528
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16109
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14508
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15277
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16089
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15080
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13585
    Feb 24, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15223
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In