Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫୦ କୋଟି ହ୍ବାଟସଆପ୍ ୟୁଜରଙ୍କ ଡାଟା ଲିକ୍, କେମିତି ଜାଣନ୍ତୁ

୫୦ କୋଟି ହ୍ବାଟସଆପ୍ ୟୁଜରଙ୍କ ଡାଟା ଲିକ୍, କେମିତି ଜାଣନ୍ତୁ

2022-11-28 10:20:51
14150
Share:
Facebook
Twitter
E-Mail
WhatsApp
Telegram
୫୦ କୋଟି ହ୍ବାଟସଆପ୍ ୟୁଜରଙ୍କ ଡାଟା ଲିକ୍, କେମିତି ଜାଣନ୍ତୁ

ନୂଆଦିଲ୍ଲୀ: ବିଶ୍ବର ସବୁଠାରୁ ବଡ଼ ଡାଟା ହ୍ୟାକ୍ । ପ୍ରାୟ ୫୦ କୋଟି ହ୍ବାଟସଆପ୍ ୟୁଜରଙ୍କ ଡାଟା ଲିକ୍ । କେବଳ ଲିକ୍ ହୋଇନାହିଁ ଅନେକ ଗୋପନୀୟ ତଥ୍ୟକୁ କରାଯାଉଛି ବିକ୍ରି । ବିଶ୍ବର ୮୪ଟି ଦେଶର ୫୦ କୋଟିରୁ ଅଧିକ ୟୁଜରଙ୍କ ବ୍ୟକ୍ତିଗତ ଓ ଗୋପନୀୟ ତଥ୍ୟ ହ୍ୟାକ୍ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି । ସାଇବର ନ୍ୟୁଜର ତଥ୍ୟ ଅନୁସାରେ ଏକ ସ୍ବତନ୍ତ୍ର ହ୍ୟାକିଂ ଫୋରମରେ ଏହି ଡାଟା ଲିକ୍ ହୋଇଛି ।

କେବଳ ଆମେରିକୀୟ ୟୁଜରଙ୍କ ପ୍ରାୟ ୩୨ ନିୟୁତ ରେକର୍ଡ ହ୍ୟାକ ହେବା ସହ ବିକ୍ରି ହେବାରେ ଲାଗିଛି । ଯେଉଁ ଦେଶର ୟୁଜରଙ୍କ ତଥ୍ୟ ହ୍ୟାକ ହୋଇଛି ସେହି ରାଷ୍ଟ୍ର ମଧ୍ୟରେ ରହିଛନ୍ତି ଭାରତ, ବ୍ରିଟେନ, ଆମେରିକା, ଇଜିପ୍ଟ, ଇଟାଲୀ, ଫ୍ରାନ୍ସ, ଋଷ ଆଦି ରାଷ୍ଟ୍ର । ଆମେରିକାର ଡାଟାସେଟର ଦାମ୍ ୭ ହଜାର ଡଲାର ରହିଥିବା ବେଳେ ବ୍ରିଟେନର ଡାଟାସେଟର ଦାମ୍ ରହିଛି ଅଢ଼େଇ ହଜାର ଡଲାର । ଯେଉଁ ବିକ୍ରେତା ଏହି ଡାଟା ହ୍ୟାକ୍ କରିଛନ୍ତି ତାଙ୍କ ସହ ସାଇବର ନ୍ୟୁଜ ଯୋଗାଯୋଗ କରିବା ପରେ ବ୍ରିଟେନର ୧ ହଜାର ୯୭ ଜଣଙ୍କ ତଥ୍ୟ ପ୍ରମାଣ ସ୍ବରୂପ ବିକ୍ରେତା ଦେଇଥିବା କୁହାଯାଇଛି ।

ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଥିଲା ସେହି ୧ ହଜାର ୯୭ ଜଣ ହେଉଛନ୍ତି ବାସ୍ତବରେ ହ୍ବାଟସ ଆପ୍ ୟୁଜର । ତେବେ ଏତେ ସଂଖ୍ୟକ ତଥ୍ୟ କିପରି ହ୍ୟାକ୍ କରାଗଲା ସେ ସମ୍ପର୍କରେ ସୂଚନା ମିଳିନାହିଁ । ବିଶେଷ କରି ସ୍ମିସିଂ ଓ ଭିସିଂ ଜରିଆରେ ସାଇବର ଅପରାଧ ଘଟାଯାଉଥିବା ବେଳେ, ଏହି ବୃହତ ଲିକ୍ କାହା ଜରିଆରେ ହୋଇଛି ତାହାର ସୂଚନା ମିଳିନାହିଁ । ପ୍ରଥମେ ହ୍ବାଟସଆପ୍ ୟୁଜରଙ୍କ ନିକଟକୁ ଏକ ଟେକ୍ସଟ ମେସେଜ ପଠାଇବା ପରେ ଏକ ଲିଙ୍କ୍ ଉପରେ କ୍ଳିକ କରିବା ଲାଗି ସାଇବର ଅପରାଧୀ କହିଥାନ୍ତି । ପରେ କ୍ରେଡିଟ କାର୍ଡ ବା ଅନ୍ୟାନ୍ୟ ତଥ୍ୟ ମଗାଯିବା ପରେ ଆକାଉଣ୍ଟ ହ୍ୟାକ କରାଯାଇଥାଏ । ଗତବର୍ଷ ମଧ୍ୟ ପ୍ରାୟ ୫୦ କୋଟି ଫେସବୁକ ୟୁଜରଙ୍କ ତଥ୍ୟ ହ୍ୟାକ ହୋଇଥିଲା । ସେଥିରେ ଥିଲା ଭାରତୀୟ ୟୁଜରଙ୍କ ପ୍ରାୟ ୬୦ ଲକ୍ଷ ରେକର୍ଡ ।

Powered by Froala Editor

Tags Whatsapp user

Related articles Odisha News Lens 4.1

  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15135
    Oct 31, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15496
    Oct 30, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14747
    Oct 31, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15082
    Oct 30, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13706
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15258
    Oct 30, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13454
    Oct 31, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15416
    Oct 31, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14280
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15496
    Oct 30, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13706
    Oct 31, 2026
  • ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15416
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17241
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17882
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14280
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15466
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14875
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16068
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14995
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13706
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13454
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16105
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14280
    Nov 01, 2026
  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15135
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14747
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In