Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ ସରକାରଙ୍କ ମୋଟ ଋଣ ଭାର ୯୭,୨୦୫ କୋଟି ଟଙ୍କା, ୧୪ହଜାର ୧କୋଟି ୩୧ଲକ୍ଷ ଟଙ୍କା ଋଣ ପରିଶୋଧ ବ୍ୟବସ୍ଥା

ରାଜ୍ୟ ସରକାରଙ୍କ ମୋଟ ଋଣ ଭାର ୯୭,୨୦୫ କୋଟି ଟଙ୍କା, ୧୪ହଜାର ୧କୋଟି ୩୧ଲକ୍ଷ ଟଙ୍କା ଋଣ ପରିଶୋଧ ବ୍ୟବସ୍ଥା

2022-11-29 07:25:28
14628
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ସରକାରଙ୍କ ମୋଟ ଋଣ ଭାର ୯୭,୨୦୫ କୋଟି ଟଙ୍କା, ୧୪ହଜାର ୧କୋଟି ୩୧ଲକ୍ଷ ଟଙ୍କା ଋଣ ପରିଶୋଧ ବ୍ୟବସ୍ଥା

ଭୁବନେଶ୍ୱର : ଓଡ଼ିଶା ମହାଲେଖାକାରଙ୍କ ତଥ୍ୟ ଅନୁଯାୟୀ ୨୦୨୧-୨୨ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟ ସରକାରଙ୍କ ମୋଟ ଋଣ ଭାର ଥିଲା ୯୭୨୦୫.୦୩ କୋଟି ଟଙ୍କା। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୫,୫୮୯କୋଟି ଟଙ୍କା ଋଣ ଆହରଣ ଏବଂ ୧୪ହଜାର ୧କୋଟି ୩୧ଲକ୍ଷ ଟଙ୍କା ଋଣ ପରିଶୋଧ ପାଇଁ ବଜେଟରେ ବ୍ୟବସ୍ଥା କରିଛନ୍ତି। ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।
ଅର୍ଥ ବିଭାଗ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ୨୦୨୧ ଏପ୍ରିଲ ପହିଲା ସୁଦ୍ଧା ରାଜ୍ୟର ଋଣ ଭାର ଥିଲା ୧ଲକ୍ଷ ୪ହଜାର ୪୫୨କୋଟି ୨୬ଲକ୍ଷ ଟଙ୍କା। ୨୦୨୧-୨୨ ଆର୍ଥିକ ବର୍ଷରେ ୭୨୪୭.୨୩କୋଟି ଟଙ୍କା ପରିଶୋଧ ଫଳରେ ମୋଟ ଋଣ ଭାର ୯୭୨୦୫.୦୩କୋଟିରେ ପହଞ୍ଚିଥିଲା। ୨୦୨୨ ଏପ୍ରିଲ ପହିଲା ସୁଦ୍ଧା ରାଜ୍ୟର ଋଣ ଭାର ୯୭୨୦୫.୦୩ କୋଟି ଥିବାବେଳେ ଇତିମଧ୍ୟରେ ୬୭୫୩.୫୨ କୋଟି ପରିଶୋଧ ଫଳରେ ୨୦୨୨ ସେପ୍ଟେମ୍ବର ୩୦ ସୁଦ୍ଧା ଋଣ ପରିମାଣ ୯୦୪୫୧.୫୧ କୋଟି ଟଙ୍କାରେ ରହିଛି।
ରାଜ୍ୟର ଋଣ ଭାର ଏବଂ ମୁଣ୍ଡ ପିଛା ଋଣ ପରିମାଣ କେତେ ଅଛି, ସେ ସଂକ୍ରାନ୍ତରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ୨୦୨୧-୨୨ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ପରିମାଣ ଥିଲା ୨୨୦୪୨ଟଙ୍କା। ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ
ରାଜ୍ୟ ସରକାର ରାଜ୍ୟର ମୋଟ ରାଜସ୍ୱ ବାବଦରେ ୧ଲକ୍ଷ ୬୩ହଜାର ୯୬୬କୋଟି ୫୨ଲକ୍ଷ ଟଙ୍କା ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ୟ୍ୟ କରିଛନ୍ତି। ଏଥିମଧ୍ୟରୁ ନିଜସ୍ୱ ଟିକସ ବାବଦରେ ୪୬ହଜାର ଓ ନିଜସ୍ୱ ଅଣଟିକସ ବାବଦରେ ୪୮,୨୦୦କୋଟି ଟଙ୍କା ସଂଗ୍ରହ ଲକ୍ଷ୍ୟଧାର୍ୟ୍ୟ ହୋଇଛି।
ଜିଏସଟି ସଂକ୍ରାନ୍ତରେ ମନ୍ତ୍ରୀ କହିଛନ୍ତି ଯେ, ଜିଏସ୍‌ଟି ପ୍ରଚଳନ ପରେ ରାଜ୍ୟର ରାଜସ୍ୱ ଆଦାୟରେ କ୍ଷତି ଘଟିଲେ ୫ବର୍ଷ ପାଇଁ କ୍ଷତିପୂରଣ ଦିଆଯିବା ବ୍ୟବସ୍ଥା ଥିଲା। କ୍ଷତିପୂରଣ ପାଇଁ ୨୦୧୫-୧୬ ଆର୍ଥିକ ବର୍ଷର ସଂଗୃହୀତ କର ପରିମାଣକୁ ମୂଳ ବର୍ଷ ରୂପେ ଗ୍ରହଣ କରାଯାଇଥିଲା ଏବଂ ୧୪ପ୍ରତିଶତ ବାର୍ଷିକ ଅଭିବୃଦ୍ଧି ହାର ନିଆଯାଇଛି। ୨୦୧୫-୧୬ରେ ଜିଏସଟି ବାବଦକୁ ରାଜ୍ୟ ୧୧ ହଜାର ୪୯କୋଟି ୩୪ଲକ୍ଷ ଟଙ୍କା ପାଇଥିଲା। ସୁନିଶ୍ଚିତ ରାଜସ୍ୱରୁ ବାସ୍ତବରେ ସଂଗୃହୀତ ରାଜସ୍ୱକୁ ବିୟୋଗ କରି ଅବଶିଷ୍ଟ ପରିମାଣକୁ କ୍ଷତିଭରଣା ଭାବେ କେନ୍ଦ୍ର ସରକାର ପ୍ରଦାନ କରିଥାନ୍ତି। କ୍ଷତିଭରଣା ପ୍ରତି ଦ୍ୱିମାସିକ କିସ୍ତିରେ ମିଳୁଛି। ମୂଳ ଆର୍ଥିକ ବର୍ଷ ୨୦୧୫-୧୬ ସଂଗୃହୀତ ରାଜସ୍ୱରେ ବାର୍ଷିକ ୧୪ପ୍ରତିଶତ ଅଭିବୃଦ୍ଧି ହାର ପ୍ରୟୋଗ କରାଯାଇ ୨୦୧୭-୧୮ ଆର୍ଥିକ ବର୍ଷର ଜୁଲାଇରୁ ୨୦୧୮ ମାର୍ଚ୍ଚ ପାଇଁ ୧୦ହଜାର ୭୬୯କୋଟି ୭୯ଲକ୍ଷ ଟଙ୍କା ସୁନିଶ୍ଚିତ ରାଜସ୍ୱ ଆକଳନ କରାଯାଇଥିଲା। ରାଜ୍ୟ ସରକାର ଉକ୍ତ ବର୍ଷ ପାଇଁ ୮ହଜାର ୪୨୧କୋଟି ୭୧ଲକ୍ଷ ଟଙ୍କା ରାଜସ୍ୱ ପାଇଥିଲେ ଓ ୨ହଜାର ୩୪୮କୋଟି ୮ଲକ୍ଷ ଟଙ୍କା କ୍ଷତିପୂରଣ ପାଇସାରିଛନ୍ତି।

Powered by Froala Editor

Tags Assembly

Related articles Odisha News Lens 4.1

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15456
    Feb 13, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14000
    Feb 12, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14718
    Feb 13, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13871
    Feb 13, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15190
    Feb 12, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13537
    Feb 13, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15008
    Feb 12, 2026
  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14285
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15593
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14285
    Feb 12, 2026
  • ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15190
    Feb 12, 2026
  • ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14000
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15456
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15945
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13881
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14669
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15449
    Feb 09, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15346
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14718
    Feb 13, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15008
    Feb 12, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14000
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In