Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

ବିଶେଷ
Home ›› ବିଶେଷ ››ଏହି ସବୁ ଛୋଟ ଛୋଟ କଥାରେ ଭାଙ୍ଗିଯାଏ ସଂପର୍କ ଜାଣନ୍ତୁ ଏହାର କାରଣ କଣ ?

ଏହି ସବୁ ଛୋଟ ଛୋଟ କଥାରେ ଭାଙ୍ଗିଯାଏ ସଂପର୍କ ଜାଣନ୍ତୁ ଏହାର କାରଣ କଣ ?

2021-05-18 05:46:12
14017
Share:
Facebook
Twitter
E-Mail
WhatsApp
Telegram
ଏହି ସବୁ ଛୋଟ ଛୋଟ କଥାରେ ଭାଙ୍ଗିଯାଏ ସଂପର୍କ ଜାଣନ୍ତୁ ଏହାର କାରଣ କଣ ?

ଆଜିକାଲି ପ୍ରେମପୂର୍ଣ୍ଣ ସଂପର୍କ କ୍ଷଣିକରେ ଭାଙ୍ଗିଯାଉଛି । ହେଲେ ପୂର୍ବରୁ ସଂପର୍କରେ ଖୁବ୍‌ ଦୃଢ଼ତା ଥିଲା ଏବଂ ଲୋକେ ଏହାକୁ ବଳବତ୍ତର ରଖୁଥିଲେ ।  କିନ୍ତୁ ଆଜିକାଲି  ଏହା ହୋଇପାରୁନି ।  ଅନେକ ଥର ଦେଖିବାକୁ ମିଳୁଛି କି  ଲୋକେ ନିଜର ସଂପର୍କକୁ ମଜବୁତ୍‌ କରିବା ବଦଳରେ  ଖରାପ କରିଦେଇଥାନ୍ତି  ଏବଂ ଏହା କାରଣରୁ ସେମାନେ  ଅଧିକ ସମୟ ଯାଏ ଏକ ସୁନ୍ଦର ସଂପର୍କ ସହ ରହିପାରନ୍ତି ନାହିଁ । ଏକ ଭଲ ସଂପର୍କରେ ଥାଇ , ପରସ୍ପର ଭିତରେ ପ୍ରେମ ଥିବା ସତ୍ତ୍ୱେ ମଧ୍ୟ  ଦୂରତା ଆସିଯାଇଥାଏ ଏବଂ ଏହାକୁ ନିଜେ ମଧ୍ୟ ଜାଣି ପାରନ୍ତି ନାହିଁ ଏହା କାହିଁକି ହେଉଛି । ବ୍ରେକ୍‌ଅପ୍‌ର କାରଣ ଗୋଟିଏ ନୁହେଁ ଅନେକ ଗୁଡ଼ିଏ କାରଣ ରହିଛି । ଆସନ୍ତୁ ଜାଣିବା –

୧-ଅତ୍ୟଧିକ ଆଶା କରିବା– ଅନେକ ସମୟରେ ଦମ୍ପତିମାନେ ପରସ୍ପର ଠାରୁ ଅଧିକ କିଛି ଆଶା କରିଥାନ୍ତି । ଯେଉଁ କାରଣରୁ ସଂପର୍କରେ ଫାଟ ସୃଷ୍ଟି ହୋଇଥାଏ। ଆରମ୍ଭରେ ସମସ୍ତଙ୍କୁ ନିଜ ସଂପର୍କରେ କିଛି ଆଶା କରିନଥାନ୍ତି। କିନ୍ତୁ ଯେମିତି ଏହି ସଂପର୍କ ଆଗକୁ ବଢ଼େ ସେତିକି ଆପଣଙ୍କର ଇଚ୍ଛା ମଧ୍ୟ ବଢ଼ିଯାଏ। ସାମନାରେ ବ୍ୟକ୍ତି  ପାଇଁ ଏହାକୁ ପୁରା କରିବା କଠିନ ହୋଇପଡ଼େ। ଯେଉଁ କାରଣରୁ ଅନେକ ଥର ସଂପର୍କରେ ଫାଟ ସୃଷ୍ଟି ହୁଏ । ସଂପର୍କ ଭାଙ୍ଗିବା ପର୍ୟ୍ୟନ୍ତ ଆସିଯାଏ ।  

୨- ଭୁଲ୍‌ ବୁଝାମଣା – ସବୁ ଦମ୍ପତିଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହେବା ଏକ ସାଧାରଣ କଥା । ସଂପର୍କ ବେଳେବେଳେ ଏହି କାରଣରୁ ଭାଙ୍ଗି ଯାଏ । ଅନେକ ଥର ଲୋକେ ନିଜର ଲାଇଫ୍‌ରେ ଏକେ ବ୍ୟସ୍ତ ହୋଇଯାନ୍ତି , ଯେଉଁଥି ପାଇଁ ପରସ୍ପରକୁ ସମୟ ଦେଇପାରନ୍ତି ନାହିଁ ଏବଂ ଏହି ସ୍ଥିତିରେ ସେମାନଙ୍କ ଭିତରେ ମତଭେଦ ସୃଷ୍ଟି ହୁଏ ଏବଂ ଭୁଲ୍‌ ବୁଝମଣା ବଢ଼ିବାକୁ ଲାଗେ । ଯେବେ ଏହି ଭୁଲ୍ ବୁଝାମଣା ଖୁବ୍‌ ବଢ଼ିଯାଏ । ସେତେବେଳେ ସଂପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଯାଏ ।

୩- ଗର୍ବ – ପ୍ରେମ ବା ମଧୁର ସଂପର୍କରେ ଗର୍ବ କରିବା ଭଳି କୌଣସି କଥା ରଖିବା ଉଚିତ୍‌ ନୁହେଁ , ସେ ପୁଅ ହୁଅନ୍ତୁ ବା ଝିଅ । ଏହା ଏକ ସୁନ୍ଦର ସଂପର୍କକୁ କ୍ଷଣିକରେ ଧୂଳିସାତ୍‌ କରିଦେଇପାରେ । ଏଣୁ ଆପଣ ଦୁହେଁ ପରସ୍ପର ଭିତରେ ଏହି ଜିନିଷକୁ ଆଣିବାକୁ ଦିଅନ୍ତୁ ନାହିଁ , ଯାହାକି ଆପଣଙ୍କର ସଂପର୍କ ଆହୁରୁ ଭରସା ସହ ଆଗକୁ ବଢ଼ି ପାରିବ ।

୪- ବିଶ୍ୱାସ କମିଯିବା – ଅନେକ ସମୟରେ ଏମିତି ଦେଖିବାକୁ ମିଳିଥାଏ କି ଦମ୍ପତି  ପରସ୍ପର ଭିତରେ ବହୁତ ପ୍ରେମ କରିଥାନ୍ତି । କିନ୍ତୁ ସେ ସାମନାରେ ଥିବା ବ୍ୟକ୍ତିଙ୍କ ଉପରେ ବିଶ୍ୱାସ କରିପାରନ୍ତି ନାହିଁ । ଅଧିକାଂଶ ଦମ୍ପତିଙ୍କ କ୍ଷେତ୍ରରେ ଏହି ବିଶ୍ୱାସ ଅବିଶ୍ୱାସକୁ ନେଇ ଝଗଡ଼ା ହୁଏ । ଆଉ ସଂପର୍କରେ ବିଶ୍ୱାସର ଅଭାବ ଯୋଗୁଁ ସବୁଦିନ ପାଇଁ ଏକ ସୁନ୍ଦର ସଂପର୍କରେ ଯବନିକା ପଡ଼ିଯାଏ ।

Powered by Froala Editor

Tags Relationship

Related articles Odisha News Lens 4.1

  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14312
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15522
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15248
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13280
    Oct 11, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13458
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14782
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15701
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15471
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15419
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15471
    Oct 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14782
    Oct 09, 2026
  • ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13280
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14482
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14588
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15595
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14268
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16006
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15733
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15022
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13458
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15471
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15522
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In