Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

Home ›› ››ପତ୍ନୀଙ୍କୁ କିସ୍‌ କରିବା ପଡିଲା ମହଙ୍ଗା, ବାହା ହେବାକୁ ମନା କରିଦେଲେ କନ୍ୟା

ପତ୍ନୀଙ୍କୁ କିସ୍‌ କରିବା ପଡିଲା ମହଙ୍ଗା, ବାହା ହେବାକୁ ମନା କରିଦେଲେ କନ୍ୟା

2022-12-01 10:09:20
14127
Share:
Facebook
Twitter
E-Mail
WhatsApp
Telegram
ପତ୍ନୀଙ୍କୁ କିସ୍‌ କରିବା ପଡିଲା ମହଙ୍ଗା, ବାହା ହେବାକୁ ମନା କରିଦେଲେ କନ୍ୟା

ବରେଲୀ: ସର୍ବସମ୍ମୁଖରେ କନ୍ୟାକୁ କିସ୍‌ କରିବା ବରଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ କନ୍ୟା ଜଣଙ୍କ ବାହାଘରକୁ ଶେଷ ମୁହୂର୍ତ୍ତରେ ଭାଙ୍ଗି ଦେବା ସହ ପୁଲିସ୍‌କୁ ଡାକି ବରଙ୍କୁ ସର୍ବସମ୍ମୁଖରେ ବେଇଜତ କରିଛନ୍ତି। ଉତ୍ତର ପ୍ରଦେଶର ସମ୍ଭଲରେ ଏପରି ଏକ ରୋଚକ ଘଟଣା ଘଟିଛି।

ମଙ୍ଗଳବାର ରାତିରେ ଗୋଟିଏ ବିବାହ କାର୍ୟ୍ୟକ୍ରମରେ ଏହା ଘଟିଥିଲା। ବାହା ହେବାକୁ ଯାଉଥିବା ବରକନ୍ୟା ଷ୍ଟେଜ ଉପରେ ପରସ୍ପରକୁ ଫୁଲ ମାଳ ପିନ୍ଧାଇଥିଲେ। ଏହି ସମୟରେ ଷ୍ଟେଜ ସାମ୍ନାରେ ପ୍ରାୟ ୩୦୦ ଅତିଥି ରହିଥିଲେ। ମାଳ ପିନ୍ଧିବା ପରେ ସମସ୍ତଙ୍କୁ ଚକିତ କରି ବର ଜଣଙ୍କ ନିଜ ଭାବୀ ପତ୍ନୀଙ୍କୁ ଷ୍ଟେଜ ଉପରେ ସ୍ନେହରେ କିସ୍‌ କରିଦେଇଥିଲେ।

ବାସ୍‌ ଏତିକି କଥାରେ କନ୍ୟା ଜଣଙ୍କ ରାଗି ପାଚି ଲାଲ ପଡ଼ି ଯାଇଥିଲେ। ସେ ତୁରନ୍ତ ଷ୍ଟେଜ ଉପରୁ ତଳକୁ ଚାଲି ଆସିଥିଲେ ଓ ବାହ ହେବାକୁ ମନା କରି ପୁଲିସ୍‌କୁ ମଧ୍ୟ ଖବର ଦେଇଥିଲେ।

୨୩ ବର୍ଷୀୟ ଯୁବତୀଙ୍କ ଜଣଙ୍କ କହିବା କଥା ଯେ ସାଙ୍ଗମାନଙ୍କ ସହ ବାଜି ଲଗାଇ ବର ଜଣଙ୍କ ତାଙ୍କୁ ସର୍ବସମ୍ମୁଖରେ କିସ କରିଥିଲେ। ତେଣୁ ସେ ତାଙ୍କ ଚରିତ୍ର ଉପରେ ସନ୍ଦେହ ପ୍ରକାଶ କରିଛନ୍ତି।ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି କନ୍ୟାଙ୍କୁ ବୁଝାଇବା ପାଇଁ ଚେଷ୍ଟା କରିଥିଲା। ହେଲେ ସେ କାହା କଥା ବି ଶୁଣି ନାହାନ୍ତି।
କନ୍ୟା ଜଣଙ୍କ ପୁଲିସ୍‌କୁ ଡାକିବା ପରେ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ସେଠାରେ କନ୍ୟା ଜଣଙ୍କ କହିଛନ୍ତି ଯେ “ଆମେ ଷ୍ଟେଜରେ ଥିବା ବେଳେ ସେ(ବର) ମୋତେ ଅତ୍ୟନ୍ତ ଆପତ୍ତିଜନକ ଭାବେ ସ୍ପର୍ଶ କରିଥିଲେ। ତଥାପି ମୁଁ ଏହାକୁ ଅଣଦେଖା କରିଥିଲି।

ଏହାପରେ ସେ ଅତ୍ୟନ୍ତ ଅଭଦ୍ରଙ୍କ ଭଳି ଆଶ୍ଚର୍ୟ୍ୟଜନକ ଘଟଣା ଘଟାଇଥିଲେ। ମୁଁ ପୂରା ସ୍ତବ୍ଧ ହୋଇଯିବା ସହ ଅପମାନିତ ଅନୁଭବ କରିଥିଲି। ସେ ଆଦୌ ମୋ ଆତ୍ମସମ୍ମାନ କଥା ଚିନ୍ତା କରି ନଥିଲେ। ଅତିଥିମାନଙ୍କ ସାମ୍ନାରେ ସେ ଅଭଦ୍ର ଶୋଭାବ ପ୍ରଦର୍ଶନ କରିଛନ୍ତି। ଏପରି ସ୍ଥିତିରେ ସେ ଭବିଷ୍ୟତରେ କେମିତି ବ୍ୟବହାର କରିବେ? ତେଣୁ ମୁଁ ତାଙ୍କ ସହ ବିବାହ କରିବାକୁ ମନା କରିଦେଇଛି।”

Powered by Froala Editor

Tags Marriage

Related articles Odisha News Lens 4.1

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14425
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15392
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13847
    Jun 27, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15723
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15538
    Jun 27, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15279
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15499
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15283
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15697
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15538
    Jun 27, 2026
  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15499
    Jun 26, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15723
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16954
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15499
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15580
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15267
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15095
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15710
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14887
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15500
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15254
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15723
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15279
    Jun 25, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15697
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In