Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

Home ›› ››ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ମନା, ନହେଲେ ୧ ବର୍ଷ ଜେଲ୍‌

ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ମନା, ନହେଲେ ୧ ବର୍ଷ ଜେଲ୍‌

2022-12-02 19:00:13
14001
Share:
Facebook
Twitter
E-Mail
WhatsApp
Telegram
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ମନା, ନହେଲେ ୧ ବର୍ଷ ଜେଲ୍‌

ଇଣ୍ଡୋନେସିଆର ସଂସଦ ଚଳିତ ମାସରେ ଏକ ନୂତନ ଅପରାଧିକ ଆଇନ ପାରିତ କରିବ ଯାହା ବିବାହ ବାହାରେ ଯୌନ ସମ୍ପର୍କକୁ ଏକ ଦଣ୍ଡନୀୟ ଅପରାଧ ରୂପେ ଘୋଷଣା କରିବ। ଏହି ଆଇନ ଅନୁଯାୟୀ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ସ୍ଥାପନ ବା  ପ୍ରିମେରିଟାଲ ସେକ୍ସ ହେଲେ ଅଭିଯୁକ୍ତଙ୍କୁ ବର୍ଷେ ପର୍ଯ୍ୟନ୍ତ ଜେଲ ଦଣ୍ଡ ହୋଇପାରେ।  ସ୍ଥାନୀୟ ଗଣମାଧ୍ୟମରେ ଏହା ପ୍ରକାଶ ପାଇଛି। ଏ ସମ୍ପର୍କରେ ଏକ ଚିଠା ପ୍ରସ୍ତୁତ ସରିଥିବା (RKUHP) ବେଳେ ଏହାକୁ  ଇଣ୍ଡୋନେସିଆ ସଂସଦରେ ଉପସ୍ଥାପନ କରାଯିବ। ଆସନ୍ତା ଦିନରେ ଏହି ପାରିତ ହେବ ବୋଲି ଆଶା କରାଯାଉଛି।

ରିପୋର୍ଟରୁ ପ୍ରକାଶ, ଏହି ନୂତନ ଆଇନ୍‌ରେ ଇଣ୍ଡୋନେସିଆରେ ବିବାହ ପୂର୍ବରୁ ସହବାସ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଯଦି ଏହି ବ୍ୟଭିଚାର ସମ୍ପର୍କରେ କେହି ସ୍ୱାମୀ କିମ୍ବା ସ୍ତ୍ରୀ ଅଭିଯୋଗ ଆଣନ୍ତି କିମ୍ବା କୌଣସି ପିଲା ଯେଉଁ ବାପା-ମାଙ୍କ ଔରସରୁ ଜନ୍ମ ହୋଇଥିବେ ଅଥଚ ବିବାହ ବନ୍ଧନରେ ଆବଦ୍ଧ ନହୋଇ ଦାୟିତ୍ୱରୁ ଖସିବାକୁ ଚାହୁଁଥିବେ ସେ କ୍ଷେତ୍ରରେ ଏହି ଆଇନ୍ ପ୍ରୟୋଗ ହେବ।

ଧାରା ୧୪୪ ଅନୁଯାୟୀ କୁହାଯାଇଛି ଯଦି ଟ୍ରାଏଲ ହେବା ପୂର୍ବରୁ କେହି ଚାହାନ୍ତି ତେବେ ମାମଲା ପ୍ରତ୍ୟାହାର କରିନେଇପାରିବେ। ଏହି ବିଲ ତିନି ବର୍ଷ ପୂର୍ବେ ପାରିତ ହେବାର ଥିଲା । କିନ୍ତୁ ଏହି ଆଇନ ବିରୋଧରେ ଦେଶବ୍ୟାପି ବିରୋଧ ହେବା ଯୋଗୁ ଏହାକୁ ସ୍ଥଗିତ ରଖାଯାଥିଲା। ନଭେମ୍ବରରେ ଜାକର୍ତ୍ତାର ସଂସଦ କମ୍ପ୍ଲେକ୍ସରେ ଆଲୋଚନା ହେବା ପରେ ପୁଣି ଥରେ ଏହି ଆଇନ୍‌କୁ ଲାଗୁ କରିବା ନେଇ କଥା ଉଠିଛି।

ଇଣ୍ଡୋନେସିଆର ଉପ ନ୍ୟାୟ ମନ୍ତ୍ରୀ ଏଡୱାର୍ଡ ଓମାର ସରିଫ ହିଆରିଜ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଇଣ୍ଡୋନେସିଆ ମୂଲ୍ୟବୋଧ ସହିତ ମେଳ ଖାଉଥିବା ଏବଂ ମୂଲ୍ୟବୋଧକୁ ସମ୍ମାନ ଦେଉଥିବା ଏହି ନୂତନ ଆଇନ ପାଇଁ ଆମେ ଗର୍ବିତ।

Powered by Froala Editor

Tags jail

Related articles Odisha News Lens 4.1

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15270
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13811
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13717
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14390
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14077
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14112
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15195
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14383
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14834
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13811
    Mar 26, 2026
  • ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14834
    Mar 27, 2026
  • ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14077
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14834
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15267
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15010
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13993
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15144
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15530
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14269
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15195
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14077
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14390
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In