Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ...

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ...

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ...

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ...

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଗିରଫ ନିର୍ଦେଶ

ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଗିରଫ ନିର୍ଦେଶ

2022-12-03 07:51:12
13945
Share:
Facebook
Twitter
E-Mail
WhatsApp
Telegram
ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଗିରଫ ନିର୍ଦେଶ

ଲକ୍ଷ୍ନୌ: ପୂର୍ବତନ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ବିଜେପି ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଗିରଫ କରିବା ଲାଗି ଶାହାଜାନପୁରସ୍ଥିତ ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟ ନିର୍ଦେଶ ଦେଇଛନ୍ତି। ୨୦୧୧ରେ ଚିନ୍ମୟାନନ୍ଦଙ୍କ ବିରୋଧରେ ରୁଜୁ ହୋଇଥିବା ଏକ ଯୌନ ନିର୍ୟାତନା ମାମଲାରେ ଅଦାଲତ ତାଙ୍କୁ ଗିରଫ ଲାଗି ପୁଲିସକୁ ନିର୍ଦେଶ ଦେଇଛନ୍ତି। ଶାହାଜାନପୁରସ୍ଥିତ ନିଜ ଆଶ୍ରମରେ ଚିନ୍ମୟାନନ୍ଦ ଜଣେ ଶିଷ୍ୟଙ୍କୁ ଯୌନ ନିର୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ଗୁରୁବାର ମାମଲାର ଶୁଣାଣି କାଳରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଚିନ୍ମୟାନନ୍ଦ ହାଜର ହେବାକୁ ଅଧିକ ସମୟ ଲୋଡିଥିଲେ। ମାତ୍ର ବିଚାରପତି ଅସମା ସୁଲତାନା ଏହି ଆବେଦନକୁ ଅଗ୍ରାହ୍ୟ କରିବା ପୂର୍ବକ ଗିରଫ ନିର୍ଦେଶ ଦେଇଛନ୍ତି। ଗିରଫ ପରେ ଡିସେମ୍ବର ୯ରେ ତାଙ୍କୁ ଅଦାଲତରେ ହାଜର କରିବାକୁ କୁହାଯାଇଛି। ନଭେମ୍ବର ୩୦ରେ ଅଦାଲତ ଚିନ୍ମୟାନନ୍ଦଙ୍କୁ ହାଜର ହେବାକୁ ନିର୍ଦେଶ ଦେଇଥିଲେ। ୨୦୧୮ରେ ମାମଲାକୁ ପ୍ରତ୍ୟାହାର ନିମନ୍ତେ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିଲେ। ମାତ୍ର ପୀଡିତା କୋର୍ଟର ଦ୍ବାରସ୍ଥ ହେବାରୁ ସରକାରଙ୍କ ଆବେଦନ ଅଗ୍ରାହ୍ୟ ହୋଇଥିଲା। ପରେ ଆହ୍ଲାବାଦ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ ସରକାରଙ୍କ ଆବେଦନକୁ ଅଗ୍ରାହ୍ୟ ପୂର୍ବକ ମାମଲା ଚାଲୁ କରିବାକୁ ନିର୍ଦେଶ ଦେଇଥିଲେ। ଚିନ୍ମୟାନନ୍ଦ ୧୯୯୧ରେ ଉତ୍ତରପ୍ରଦେଶର ବଦାଉଁ, ୧୯୯୮ରେ ମଛଲିସହର ଓ ୧୯୯୯ରେ ଜୌନପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଥିଲେ।

Powered by Froala Editor

Tags Arrested ordered

Related articles Odisha News Lens 4.1

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14385
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14587
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14695
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15714
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14158
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15341
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13355
    Jun 17, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14705
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13641
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13641
    Jun 16, 2025
  • ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14158
    Jun 17, 2025
  • ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13355
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16662
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15494
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14158
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15341
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15714
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14385
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14721
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15359
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16333
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14385
    Jun 16, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13355
    Jun 17, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14587
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In