Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବରଣମାଳା ପକାଇପାରିଲେନି, ବେଦିରେ କନ୍ୟାର ହୃଦଘାତ

ବରଣମାଳା ପକାଇପାରିଲେନି, ବେଦିରେ କନ୍ୟାର ହୃଦଘାତ

2022-12-04 16:45:00
14707
Share:
Facebook
Twitter
E-Mail
WhatsApp
Telegram
ବରଣମାଳା ପକାଇପାରିଲେନି, ବେଦିରେ କନ୍ୟାର ହୃଦଘାତ

ହସଖୁସିରେ ବିବାହ ଚାଲିଥିବା ବେଳେ  ହଠାତ ବେଦି ଉପରେ ଟଳି ପଡିଲେ କନିଆଁ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶ ଲକ୍ଷ୍ନୌର ଭଦୱାନା ଗାଁରେ।

ଏଠାରେ ରହୁଥିବା ରାଜପାଳଙ୍କ ଝିଅ ଶିବାଙ୍ଗୀଙ୍କ ବିବାହ ଭୋଜି ଚାଲିଥିଲା। ବରଯାତ୍ରୀ ବି ଆସି ଘରେ ପହଞ୍ଚି ଯାଇଥିଲେ। ବିବାହ ଭୋଜିରେ ସାମିଲ ଥିବା ସମସ୍ତଲୋକଙ୍କ ଭୋଜି ଖାଇ ବରମାଳା ଦେଖିବା ପାଇଁ ମଞ୍ଚ ପାଖରେ ଆସି ରୁଣ୍ଡ ହୋଇଥିଲେ। ଏହାପରେ ବର-ବଧୂ ମଞ୍ଚ ଉପରେ ଛିଡ଼ା ହୋଇଥିଲେ। ବର ବିବେକ ଶିବାଙ୍ଗୀଙ୍କୁ ବରମାଳା ଦେଇଥିଲେ। ଏହାପରେ ଶିବାଙ୍ଗୀ ବିବେକଙ୍କୁ ବରମାଳା ପିନ୍ଧାଇବା ପାଇଁ ମଞ୍ଚରେ ଛିଡ଼ା ହୋଇଥିବା ବେଳେ ହଠାତ ସେ ଟଳି ପଡ଼ିଥିଲେ। ଏହା ଦେଖି ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଯାଇଥିଲା।

ତୁରନ୍ତ ଶିବାଙ୍ଗୀଙ୍କୁ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ। ଏହି ଘଟଣାପରେ ସମଗ୍ର ଅଞ୍ଚଳରେ ଶୋକରଛାୟା ଖେଳି ଯାଇଥିଲା। ଦୁଇ ପରିବାର ଓ ବନ୍ଧୁବାନ୍ଧଙ୍କ କାନ୍ଦରେ ବିବାହ ମଣ୍ଡପ ଫାଟି ପଡ଼ୁଥିଲା। ସେପଟେ ବିବେକ ଏହି ଘଟଣାରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଛନ୍ତି।

Powered by Froala Editor

Tags marriage

Related articles Odisha News Lens 4.1

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14685
    Jun 09, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14336
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13262
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13281
    Jun 10, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15730
    Jun 09, 2026
  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର
    ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15052
    Jun 09, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14412
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13652
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14171
    Jun 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15052
    Jun 09, 2026
  • ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15730
    Jun 09, 2026
  • ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13281
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13281
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15178
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14135
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14032
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14960
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13652
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13281
    Jun 10, 2026
  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14685
    Jun 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In