Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ମାଛି ପାଇଁ ଭାଙ୍ଗୁଛି ବାହାଘର

ମାଛି ପାଇଁ ଭାଙ୍ଗୁଛି ବାହାଘର

2022-12-06 16:57:43
15721
Share:
Facebook
Twitter
E-Mail
WhatsApp
Telegram
ମାଛି ପାଇଁ ଭାଙ୍ଗୁଛି ବାହାଘର

କୌଣସି ଯୌତୁକ ପ୍ରଥା ପାଇଁ ନୁହେଁ । ବରଂ ମାଛିମାନଙ୍କ ଆତଙ୍କ ପାଇଁ ଉତ୍ତରପ୍ରଦେଶ ହରଦୋଇ ଜିଲ୍ଲା ଅହିରୋରୀ ବ୍ଲକର କିଛି ଗାଁରେ ବିବାହ କରିବାକୁ ରାଜି ହେଉନାହାନ୍ତି । ଲୋକେ ମାଛିଙ୍କୁ ନେଇ ଅତିଷ୍ଠ ହୋଇ ପଡିଛନ୍ତି। ତେଣୁ ବ୍ଲକ୍‌ର କୌଣସି ଗାଁରେ ଝିଅ ବାହା ଦେବାକୁ ଲୋକେ ଅରାଜି । ମାଛିଙ୍କ ଯୋଗୁ ଗାଁର ବୋହୂମାନେ ଘର ଛାଡି ପଳାଇଛନ୍ତି। ଖାସ ମାଛି ସମସ୍ୟା ଯୋଗୁ ଏହି ସବୁ ଗାଁର ଯୁବକଙ୍କୁ ବିବାହ ପ୍ରସ୍ତାବ ବି ମିଳୁନି। ପରିସ୍ଥିତି ଏବେ ଏପରି ହୋଇଛି ଯେ ଲୋକେ ମାଛିଙ୍କ ସମସ୍ୟାରୁ ମୁକ୍ତି ଲାଗି ସଡକକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। 

୨୦୧୪ ମସିହାରେ ଭାରତ ସରକାରଙ୍କ ଆର୍ଥିକ ସହାୟତାରେ ଏଠାରେ ଏକ ପଲେଟ୍ରି ଫାର୍ମ ସ୍ଥାପନା ନିମନ୍ତେ କୁଇୟା ଗ୍ରାମସଭାରେ ପ୍ରସ୍ତାବ ଗୃହୀତ ହୋଇଥିଲା।  ପ୍ରସ୍ତାବ ଅନୁସାରେ ସାଗୱାନରେ ପଲେଟ୍ରି ଫାର୍ମ ସ୍ଥାପନା ହୋଇଥିଲା, ଯେଉଁଠୁ ୨୦୧୭ ମସିହାରେ ଉତ୍ପାଦନ ଆରମ୍ଭ ହୋଇଥିଲା। ପଲେଟ୍ରି ଫାର୍ମ ଯେତିକି ପୁରୁଣା ହେଉଛି ଆଖପାଖ ଗ୍ରାମାଞ୍ଚଳ ଲାଗି ମାଛି ସମସ୍ୟା ଉତ୍କଟ ହେବାରେ ଲାଗିଛି। 

ପଲେଟ୍ରି ଫାର୍ମରୁ ୩୦୦ ମିଟର ଦୂରରେ ରହିଛି ବଢଇନପୂରବା ଗାଁ। ଗ୍ରାମର ମୁଖିଆ ମାଛି ସମସ୍ୟାରେ ଗୁରୁତର ପ୍ରଭାବିତ ଗ୍ରାମରେ ଶ୍ରବଣ କୁମାର ବର୍ମାଙ୍କ ନେତୃତ୍ୱରେ ଗତ ୧୦ ଦିନ ଲୋକେ ତମ୍ବୁ ବାନ୍ଧି ବିରୋଧ ପ୍ରଦର୍ଶନ କରୁଛନ୍ତି। ଶ୍ରବଣ କୁମାରଙ୍କ ଅନୁସାରେ ମାଛିଙ୍କ ଉତ୍ପାତ ଯୋଗୁ ବୋହୂମାନେ ଏବେ ଗାଁ ଛାଡି ପଳାଇଛନ୍ତି। ଗ୍ରାମର ଯୁବକମାନଙ୍କ ଲାଗି ମାଛିଙ୍କ କାରଣରୁ ଅନ୍ୟ ଗାଁରୁ ବିବାହ ପ୍ରସ୍ତାବ ମିଳୁନାହିଁ।  ଚଳିତବର୍ଷ ବିବାହ ଋତୁ ଚାଲିଥିଲେ ବି ଗାଁରେ ଗୋଟିଏ ବି ବିବାହ ହେଉ ନାହିଁ। ମାଛିଙ୍କ ଯୋଗୁ ଗାଁରେ କେହି ଝିଅ ଦେବାକୁ କି ଗାଁରୁ ଝିଅ ନେବାକୁ ରାଜି ହେଉ ନଥିବା ସେ କହିଛନ୍ତି। 

Powered by Froala Editor

Tags hardoi

Related articles Odisha News Lens 4.1

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15433
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13953
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15496
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15533
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15325
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13315
    Feb 15, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15082
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14159
    Feb 15, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14969
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13315
    Feb 15, 2026
  • ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14969
    Feb 14, 2026
  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15533
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15427
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15878
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16324
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14071
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14717
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15082
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15427
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14159
    Feb 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In