Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ...

  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

ରାଜ୍ୟ
Home ›› ରାଜ୍ୟ ›› ଏଣିକି ବାହାଘରରେ ଏକାଠି ହୋଇପାରିବେ ୨୫ ଜଣ

ଏଣିକି ବାହାଘରରେ ଏକାଠି ହୋଇପାରିବେ ୨୫ ଜଣ

2021-05-18 10:04:36
15856
Share:
Facebook
Twitter
E-Mail
WhatsApp
Telegram
 ଏଣିକି  ବାହାଘରରେ ଏକାଠି ହୋଇପାରିବେ ୨୫ ଜଣ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାଜ୍ୟ ସରକାର ଲକଡାଉନ ଅବଧିକୁ ବୃଦ୍ଧି କରିଛନ୍ତି ।  ଆସନ୍ତା ଜୁନ ୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି ।  ଜୁନ ୧ ତାରିଖ ସକାଳ ୫ଟା ଯାଏ ଲକଡାଉନକୁ ବୃଦ୍ଧି କରାଯାଇଛି ।  ଲକଡାଉନ ସହ ସପ୍ତାହାନ୍ତ ସଟଡାଉନ ଜାରି ରହିବ ।  ସୋମବାରରୁ ଶୁକ୍ରବାର ଦୈନିକ ସକାଳେ ମିଳୁଥିବା ମହଲତକୁ ସମୟକୁ ମଧ୍ୟ କମାଇ ଦିଆଯାଇଛି ।  ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କୋହଳ ସମୟ ଖସାଇ ଦିଆଯାଇଛି ।  ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ପରିବାପତ୍ର କିଣିବାକୁ ମହଲତ ଦିଆଯାଇଛି ।  ଲୋକେ ନିକଟସ୍ଥ ଦୋକାନକୁ ଚାଲି ଚାଲି ଯାଇ ଜିନିଷ କିଣିପାରିବେ । 

ତେବେ ଏହି ଲକଡାଉନ ଅବଧି ବୃଦ୍ଧି ସହ ବହୁ  କଟକଣାକୁ  ପରିବର୍ତ୍ତନ କରାଯାଇଛି ।  ତାହା ହେଲା ବାହାଘର, ବ୍ରତଘର ଓ ଶୁଦ୍ଧି କାର୍ଯ୍ୟ ପାଇଁ ମଧ୍ୟ କଟକଣାକୁ ବୃଦ୍ଧି କରାଯାଇଛି ।  ବହାଘରରେ ଏଣିକି ୫୦ ବଦଳରେ ସର୍ବାଧିକ ୨୫ଜଣ  ଏକାଠି  ହୋଇପାରିବେ ।  ବର, କନ୍ୟା, ପୂଜକ ଓ ବାଜାବାଲାଙ୍କୁ ମିଶାଇ ମୋଟ ୨୫ ଜଣ ସାମିଲ ହୋଇପାରିବେ । ବାହାଘର, ବ୍ରତଘର ଓ ଶୁଦ୍ଧିକାର୍ଯ୍ୟରେ ଭୋଜିଭାତ ସମ୍ପୂର୍ଣ୍ଣ ମନା କରାଯାଇଛି ।  ଘରକୁ ଡାକି ଅତିଥିମାନଙ୍କୁ ଭୋଜିଭାତ ଦିଆଯାଇପାରିବ ନାହିଁ ।  ଅତିଥିମାନଙ୍କୁ ପ୍ୟାକେଟ ଜରିଆରେ ଖାଦ୍ୟ ଦିଆଯାଇପାରିବ ।  ଲକଡାଉନ ଦ୍ୱାରା ସଂକ୍ରମଣ ସ୍ଥିର ଅଛି । ଆଗକୁ ନିଶ୍ଚିତ କମିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ତ୍ରିପାଠୀ କହିଛନ୍ତି । 

Powered by Froala Editor

Tags Luckdown

Related articles Odisha News Lens 4.1

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର
    ଦେଶ-ଦେଶାନ୍ତର

    ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

    13585
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13654
    Oct 29, 2026
  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14519
    Oct 27, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...

    13812
    Oct 28, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14027
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14247
    Oct 29, 2026
  •  ବଡ଼ ଖବର: ୩% ବଢିଲା DA
    ଦେଶ-ଦେଶାନ୍ତର

    ବଡ଼ ଖବର: ୩% ବଢିଲା DA

    14601
    Oct 28, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15297
    Oct 27, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14638
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14638
    Oct 29, 2026
  • ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15297
    Oct 27, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14519
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17231
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17928
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17872
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18296
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14757
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15993
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14921
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15653
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15810
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16064
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14289
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15133
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14833
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15297
    Oct 27, 2026
  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14519
    Oct 27, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14247
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In