Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

ରାଜ୍ୟ
Home ›› ରାଜ୍ୟ ››ମହିଳାଙ୍କୁ ସଂସଦ ଓ ବିଧାନସଭାରେ ଏକତୃତୀୟାଂଶ ସଂରକ୍ଷଣ ଦେବା ପ୍ରସଙ୍ଗକୁ ଉଠାଇବା ନେଇ ଏହା କହିଲେ ପିନାକୀ

ମହିଳାଙ୍କୁ ସଂସଦ ଓ ବିଧାନସଭାରେ ଏକତୃତୀୟାଂଶ ସଂରକ୍ଷଣ ଦେବା ପ୍ରସଙ୍ଗକୁ ଉଠାଇବା ନେଇ ଏହା କହିଲେ ପିନାକୀ

2022-12-07 05:36:11
15568
Share:
Facebook
Twitter
E-Mail
WhatsApp
Telegram
ମହିଳାଙ୍କୁ ସଂସଦ ଓ ବିଧାନସଭାରେ ଏକତୃତୀୟାଂଶ ସଂରକ୍ଷଣ ଦେବା ପ୍ରସଙ୍ଗକୁ ଉଠାଇବା ନେଇ ଏହା କହିଲେ ପିନାକୀ

ଭୁବନେଶ୍ୱର: ସଂସଦର ଶୀତ ଅଧିବେଶନରେ ବିଜେଡି ପକ୍ଷରୁ ମହିଳାଙ୍କୁ ସଂସଦ ଓ ବିଧାନସଭାରେ ଏକତୃତୀୟାଂଶ ସଂରକ୍ଷଣ ଦେବା ପ୍ରସଙ୍ଗକୁ ଉଠାଇବ ବୋଲି ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର ସୂଚନା ଦେଇଛନ୍ତି।
 ପିନାକୀ ମିଶ୍ର କହିଛନ୍ତି ଯେ, ସର୍ବଦଳୀୟ ବୈଠକରେ ବିଜେଡି ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । ମହିଳା ସଂରକ୍ଷଣ ପ୍ରସଙ୍ଗକୁ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ୍ ଶାହଙ୍କ ସହ କଥା ହୋଇଛନ୍ତି । ଏହା ବିଜେଡିର ପୁରୁଣା ଦାବି । ମହିଳାଙ୍କୁ ସଂରକ୍ଷଣ ଦେବା ପ୍ରସଙ୍ଗକୁ ବିଜେଡି ଆଗାମୀ ଶୀତ ଅଧିବେଶନରେ ଉଠାଇ ବିଲ୍ ପାସ୍ କରାଇବା ପାଇଁ ଦାବି ରଖିବ । ସେହିପରି ଅନୁସୂଚିତ ଜନଜାତି ବର୍ଗରେ ସାମିଲ ହେବା ସଂକ୍ରାନ୍ତ ବିଲ୍ ଆଗାମୀ ଅଧିବେଶନରେ ଗୃହରେ ଉପସ୍ଥାପନ ହେବାର କାର୍ୟ୍ୟକ୍ରମ ରହିଛି । କିନ୍ତୁ ସେଥିରେ ଆମ ଓଡ଼ିଶାର ଦାବି ମୁତାବକ ଜାତିଗୁଡ଼ିକୁ ଅନୁସୂଚିତ ଜନଜାତି ବର୍ଗରେ ସାମିଲ କରାଯାଇଛି କି ନାହିଁ ସେ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରାଯାଇଛି । ବିଲ୍ କପି ଆମକୁ ମିଳିନି । ଅଧିବେଶନ ସମୟରେ ମିଳିଲେ ସେଥିରେ ଓଡ଼ିଶାର ଦାବିକୁ ସାମିଲ କରାଯାଇଛି କି ନାହିଁ ତାହା ଜଣାପଡ଼ିବ।
ସେହିପରି ଏବେ ବିଚାରପତି ନିଯୁକ୍ତି ପ୍ରସଙ୍ଗରେ ନ୍ୟାୟପାଳିକ ଓ ସରକାର ମୁହାଁମୁହିଁ ହେବାକୁ ବିଜେଡି ନାପସନ୍ଦ କରୁଛି । ଦଳ ସ୍ପଷ୍ଟ କରିଛି ଯେ, ନ୍ୟାୟପାଳିକାର ଗାରିମା ରହିବା ଉଚିତ୍ । ନ୍ୟାୟପାଳିକା ସହ ମୁହାଁମୁହିଁ ଆଦୌ ଗ୍ରହଣୀୟ କି ଶୋଭନୀୟ ନୁହେଁ । ଯଦି ନ୍ୟାୟପାଳିକାର କଥାକୁ ସରକାର ନମାନିବେ, ତା’ହେଲେ କୋର୍ଟଙ୍କ ରାୟକୁ ସାଧାରଣ ଲୋକେ କିଭଳି ପାଳନ କରିବେ । ତେଣୁ କଲେଜିୟମ ବାହାରେ ଆଉ ଏକ ଜୁଡିସିଆଲ କମିଶନ ଗଠନ ହେଉ, ଯିଏକି କଲେଜିୟମକୁ ବାଦ୍ ଦେଇ ବିଚାରପତିଙ୍କ ନିଯୁକ୍ତି କରିବେ । ଆଇନରେ ସଂଶୋଧନ ହେବା ପର୍ୟ୍ୟନ୍ତ ଏଭଳି ବନ୍ଦୋବସ୍ତ ହେଉ । କିନ୍ତୁ ସରକାର ଓ ସୁପ୍ରିମକୋର୍ଟ ମୁହାଁମୁହିଁ ହେବା ଯୋଗୁ ସୁସ୍ଥ ପରମ୍ପରା ରହୁନି । ସେଥିପାଇଁ ଏବେ ହାଇକୋର୍ଟଗୁଡ଼ିକରେ ପ୍ରାୟ ୩୦ ପ୍ରତିଶତ ବିଚାରପତି ପଦ ଖାଲି ପଡ଼ିଛି ଓ ୫୦-୭୦ବର୍ଷ ପୁରୁଣା କେସ୍ ଗୁଡ଼ିକ ପଡ଼ି ରହିଛି । ତେଣୁ ଏହି ପ୍ରସଙ୍ଗକୁ ବିଜେଡି ଆଗାମୀ ଶୀତ ଅଧିବେଶନରେ ଉତଥାପନ କରିବ।

Powered by Froala Editor

Tags BJD

Related articles Odisha News Lens 4.1

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15114
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14369
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14951
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13528
    Aug 18, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14872
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15620
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15159
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14418
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15131
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14951
    Aug 18, 2026
  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14872
    Aug 16, 2026
  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13528
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17035
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18104
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15620
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13708
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14849
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14622
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14460
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14245
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14373
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15270
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ହେବ ନାହିଁ ଗ୍ୟାସ୍

    15620
    Aug 17, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15114
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15159
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In