Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ...

  • ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ

  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ...

  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ...

  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ...

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

  • ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ...

  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ...

Home ›› ››ଆଜି ପ୍ରକାଶ ପାଇବ ଦିଲ୍ଲୀ ମହାନଗର ନିଗମ ନିର୍ବାଚନ ରେଜଲ୍ଟ

ଆଜି ପ୍ରକାଶ ପାଇବ ଦିଲ୍ଲୀ ମହାନଗର ନିଗମ ନିର୍ବାଚନ ରେଜଲ୍ଟ

2022-12-07 07:37:12
14896
Share:
Facebook
Twitter
E-Mail
WhatsApp
Telegram
ଆଜି ପ୍ରକାଶ ପାଇବ ଦିଲ୍ଲୀ ମହାନଗର ନିଗମ ନିର୍ବାଚନ ରେଜଲ୍ଟ

ନୂଆଦିଲ୍ଲୀ:  ଆଜି ପ୍ରକାଶ ପାଇବ ଦିଲ୍ଲୀ ମହାନଗର ନିଗମ ନିର୍ବାଚନ ଫଳାଫଳ । ସକାଳ ୮ ଟାରୁ  ଭୋଟ ଗଣତି ହୋଇ ସନ୍ଧ୍ୟା ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ । ଅଧିକାଂଶ ଏକଜିଟ୍ ପୋଲ ରିପୋର୍ଟ ମୁତାବକ ଏଥର ବିଜେପିକୁ ହରାଇ ନିର୍ବାଚନ ଜିତିପାରେ ଆପ୍ । ପ୍ରତ୍ୟକ୍ଷ ନିର୍ବାଚନରେ କିଏ ହେଉଛନ୍ତି ମେୟର ତା ଉପରେ ରହିଛି ନଜର ।
ଦିଲ୍ଲୀରେ ମୋଟ ୨୫୦ଟି ୱାର୍ଡରେ ହୋଇଛି ମତଦାନ । ୫୬ ହଜାର ଇଭିଏମରେ ସୁରକ୍ଷିତ ଅଛି ୭୩ ଲକ୍ଷ ୨୦ ହଜାର ୫୭୭ ଭୋଟ । ୪୨ ଟି ସେଂଟରରେ ଭୋଟଗଣତିର ବ୍ୟବସ୍ଥା କରାଯାଇଛି । ଯେପରି କୌଣସି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହୁଏ ତାକୁ ଆଖିଆଗରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ ୫୦ ପ୍ରତିଶତରୁ ଅଧିକ ଦିଲ୍ଲୀରେ ମତଦାନ ହୋଇଛି । ମୋଟ ଉପରେ ୧ ହଜାର ୩ ଶହ ୪୯ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ୨୦୧୭ ଏହି ନିର୍ବାଚନରେ ୨୭୦ଟି ୱାର୍ଡରୁ ବିଜେପି ୧୮୧ରେ ବିଜୟୀ ହୋଇଥିବା ବେଳେ ଆପ୍ ୪୮ ଟି ସିଟ୍ ଜିତିଥିଲା ।

Powered by Froala Editor

Tags Election result

Related articles Odisha News Lens 4.1

  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା
    ବିଶେଷ

    ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15387
    Apr 27, 2026
  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14965
    Apr 26, 2026
  • ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ଇଞ୍ଜିନରେ ନିଆଁ, ୬ ଯାତ୍ରୀ ଆହତ
    ଦେଶ-ଦେଶାନ୍ତର

    ଉଡ଼ାଣ ସମୟରେ ସ୍ୱିସ୍ ଏୟାର ବିମାନ ଇଞ୍ଜିନରେ ନିଆଁ, ୬ ଯାତ୍ରୀ ଆହତ

    13722
    Apr 26, 2026
  • ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ
    ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    15118
    Apr 26, 2026
  • ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ
    ମନୋରଞ୍ଜନ

    ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ

    14414
    Apr 26, 2026
  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...

    14885
    Apr 27, 2026
  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    14107
    Apr 26, 2026
  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...
    ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...

    15066
    Apr 27, 2026
  • ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ
    ମନୋରଞ୍ଜନ

    ପୁଣି ଥରେ ପରଦାକୁ ଫେରୁଛି ଖଳନାୟକ

    14216
    Apr 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱିସ୍ ଏୟାର ବିମାନର ଇଞ୍ଜିନ୍ ଫେଲ୍ ହୋଇ ଲଗିଲା ନିଆଁ, ୬ ଯାତ୍ରୀ ଆହତ

    15118
    Apr 26, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14965
    Apr 26, 2026
  • ମନୋରଞ୍ଜନ

    ‘ମହାନାୟକ’ରେ ବିଜୁବାବୁଙ୍କ ଭୂମିକାରେ ଅଭିଷେକ

    14414
    Apr 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17440
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17490
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17849
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16319
    Apr 03, 2021

ବିଶେଷ

  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15387
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14396
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14281
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13935
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14634
    Apr 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15357
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15092
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15589
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13893
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ

    14107
    Apr 26, 2026
  • ମନ କି ବାତ୍‌ କାର୍ଯ୍ୟକ୍ରମରେ ଏହା କହିଲେ ମୋଦୀ

    14965
    Apr 26, 2026
  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    15066
    Apr 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In