Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ...

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହିଜାବ ଲଢ଼େଇ ରୋକିବାକୁ ହୀନ ପ୍ରୟାସ : ୧୨୦୦ ଛାତ୍ରଛାତ୍ରୀଙ୍କୁ ଖାଦ୍ୟରେ ଦେଲେ ବିଷ

ହିଜାବ ଲଢ଼େଇ ରୋକିବାକୁ ହୀନ ପ୍ରୟାସ : ୧୨୦୦ ଛାତ୍ରଛାତ୍ରୀଙ୍କୁ ଖାଦ୍ୟରେ ଦେଲେ ବିଷ

2022-12-07 17:18:38
15724
Share:
Facebook
Twitter
E-Mail
WhatsApp
Telegram
ହିଜାବ ଲଢ଼େଇ ରୋକିବାକୁ ହୀନ ପ୍ରୟାସ : ୧୨୦୦ ଛାତ୍ରଛାତ୍ରୀଙ୍କୁ ଖାଦ୍ୟରେ ଦେଲେ ବିଷ

ହିଜାବ ବିରୋଧୀ ଲଢ଼େଇରେ ଇରାନ୍ ସରକାରଙ୍କ ବିରୋଧରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। ବିକ୍ଷୋଭକାରୀଙ୍କ ମଧ୍ୟରେ ଅଛନ୍ତି ଅଧିକ ଛାତ୍ରଛାତ୍ରୀ। ତେବେ ଆନ୍ଦୋଳନରେ ସାମିଲ ହେଲେ ବୋଲି ଇରାନ ସରକାର ୧୨୦୦ ଛାତ୍ରଙ୍କୁ ଖାଦ୍ୟରେ ଦେଇଥିଲେ ବିଷ । ହଷ୍ଟେଲ ଖାଦ୍ୟ ଖାଇବା ପରେ ଶତାଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଛି। ଏବେ ଏହି ସତ ସାମ୍ନାକୁ ଆସିବା ପରେ ଇରାନରେ ଉତ୍ତେଜନା ଦେଖାଦେଇଛି ।

ଇରାନ୍ ନ୍ୟାସନାଲ ଷ୍ଟୁଡେଣ୍ଟ ଆସୋସିଏସନ୍ ତଥ୍ୟ ଅନୁସାରେ, ପାଖାପାଖି ୧୨୦୦ ଛାତ୍ରଙ୍କୁ ବିଷାକ୍ତ ଖାଦ୍ୟ ଦିଆଯାଇଥିଲା । ଏହାଦ୍ୱାରା ସେମାନଙ୍କର ଫୁଡ୍ ପଏଜନିଙ୍ଗ ହେବା ସହ ସେମାନଙ୍କ ଶରୀରରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇଥିଲା । ଏହି ଘଟଣାକୁ ନେଇ ଛାତ୍ର ସଙ୍ଗଠନଗୁଡିକ ରାଜରାସ୍ତାକୁ ଓହ୍ଲାଇଥିବାବେଳେ ଅନ୍ୟ କିଛି ସରକାରୀ କଲେଜ ଓ ୟୁନିଭର୍ସିଟିିର ଛାତ୍ରଛାତ୍ରୀ ଖାଦ୍ୟ ଖାଇବାକୁ ମନା କରିଦେଇଛନ୍ତି ।

ଇରାନ ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିଅନର ଅଭିଯୋଗ ମୁତାବକ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହିଜାବ ବିରୋଧୀ ଆନ୍ଦୋଳନରେ ଭାଗ ନେବାକୁ ଯୋଜନା କରୁଥିଲେ। ହେଲେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନକୁ ରୋକିବାକୁ ହୀନ ପ୍ରୟାସ କରିଛନ୍ତି ସରକାର। ବିକ୍ଷୋଭର ଗୋଟିଏ ଦିନ ପୂର୍ବରୁ ଛାତ୍ରଛାତ୍ରୀଙ୍କ ଖାଦ୍ୟରେ ବିଷ ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି। 

Powered by Froala Editor

Tags iran

Related articles Odisha News Lens 4.1

  • ବକ୍ସ ଅଫିସରେ
    ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14610
    Dec 11, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15252
    Dec 11, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା
    ବିଶେଷ

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15109
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15002
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14630
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15281
    Dec 12, 2025
  •  ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌
    ଦେଶ-ଦେଶାନ୍ତର

    ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13734
    Dec 11, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13546
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14682
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15281
    Dec 12, 2025
  • ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13546
    Dec 11, 2025
  • ବିଶେଷ

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15109
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17157
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17247
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17591
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16065
    Apr 03, 2021

ବିଶେଷ

  • କେଶ ଝଡିବା ରୋକିବ ଏହି ମାସ୍କ

    15281
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15109
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16052
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13904
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15963
    Dec 08, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15135
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14233
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14920
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15155
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14610
    Dec 11, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13546
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14682
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In