Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ‘Apple Pay’ ପ୍ରବେଶ

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ବିଶେଷ
Home ›› ବିଶେଷ ››କେଉଁ ଖାଦ୍ୟ ଖାଇଲେ ସ୍ମରଣଶକ୍ତି ବୃଦ୍ଧି ହୁଏ ଜାଣନ୍ତୁ....

କେଉଁ ଖାଦ୍ୟ ଖାଇଲେ ସ୍ମରଣଶକ୍ତି ବୃଦ୍ଧି ହୁଏ ଜାଣନ୍ତୁ....

2022-12-08 03:02:53
16677
Share:
Facebook
Twitter
E-Mail
WhatsApp
Telegram
କେଉଁ ଖାଦ୍ୟ ଖାଇଲେ ସ୍ମରଣଶକ୍ତି ବୃଦ୍ଧି ହୁଏ ଜାଣନ୍ତୁ....


ଭୁବନେଶ୍ୱର : ବର୍ତ୍ତମାନ ଫାଷ୍ଟଫୁଡ୍‌ ଜାତୀୟ ଖାଦ୍ୟ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ସହ ସ୍ମରଣ ଶକ୍ତିକୁ ମଧ୍ୟ ପ୍ରଭାବିତ କରୁଥିବା ଜଣାପଡ଼ିଛି । ତେଣୁ କେଉଁ ଖାଦ୍ୟ ଖାଇଲେ ବୌଦ୍ଧିକ ବିକାଶ ଘଟିବ, ଜାଣିରଖନ୍ତୁ ସେ ସମ୍ପର୍କରେ..

ପନିପରିବା: ଏଥିରେ ବିଭିନ୍ନ ପ୍ରକାରର ପୋଷକ ତତ୍ତ୍ୱ ପ୍ରଚୁର ପରିମାଣରେ ଭରି ରହିଛି । ବିଶେଷକରି ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ବ୍ରେନ୍‌ ସେଲ୍‌କୁ ସୁସ୍ଥ ରଖିବାରେ ସାହାଯ୍ୟ କରେ । ଆଳୁ, କଖାରୁ, ଗାଜର ଏବଂ ବିଭିନ୍ନ ଶାଗ ଖାଇବାକୁ ଦେଲେ ପିଲାଙ୍କ ମସ୍ତିଷ୍କର ଅଭିବୃଦ୍ଧି ହେବା ସହ ସ୍ମରଣଶକ୍ତି ବୃଦ୍ଧି ହୋଇଥାଏ ।

ବ୍ରୋକୋଲି: ଏଥିରେ ଡିଏଚ୍‌ଏର ମାତ୍ରା ଅଧିକ ଥିବାରୁ ଏଥିରେ ପ୍ରସ୍ତୁତ ବିଭିନ୍ନ ଆଇଟମ୍‌ ଖାଇବାକୁ ଦେଲେ ପିଲା ବୁଦ୍ଧିଆ ହେବେ ।
ମାଛ ଏବଂ ଅଣ୍ଡା: ସବୁ ପ୍ରକାରର ମାଛ ବିଶେଷକରି ସାଲମନ୍‌ ମାଛ ପିଲାଙ୍କ ଖାଦ୍ୟ ତାଲିକାରେ ସାମିଲ କରିବା ସେମାନଙ୍କ ବୌଦ୍ଧିକ ବିକାଶ ଲାଗି ବେଶ୍‌ ଉପକାରୀ। କାରଣ ଏଥିରେ ଥିବା ଓମେଗା ୩ ଫ୍ୟାଟି ଏସିଡ୍‌ ମସ୍ତିଷ୍କ କୋଷଗୁଡିକର ବୃଦ୍ଧି କରିବା ସହ ଏହାର କାର୍ଯ୍ୟକ୍ଷମତା ବି ବଢ଼ାଇବାରେ ସାହାଯ୍ୟ କରିଥାଏ । ସେହିପରି ଅଣ୍ଡାରେ ଥିବା ବିଭିନ୍ନ ଉପକାରୀ ତତ୍ତ୍ୱ ବି ପିଲାଙ୍କ ବୁଦ୍ଧିର ବିକାଶରେ ଲାଭଦାୟକ ।

ବାଦାମ: କାଜୁ, ଚିନାବାଦାମ ଏବଂ ଆଲମଣ୍ଡ ଆଦିକୁ ମଧ୍ୟ ପ୍ରତିଦିନ କିଛି କିଛି ପିଲାଙ୍କୁ ଖାଇବାକୁ ଦେବା ଦରକାର । କାରଣ ଏଥିରେ ଭିଟାମିନ୍‌ ଇ ଏବଂ ଜିଙ୍କ୍‌ ପିଲାଙ୍କ ମାନସିକ ବିକାଶରେ ବେଶ୍‌ ଉପକାରୀ ।

ଓଟ୍‌: ଏଥିରେ ଭରପୂର ମାତ୍ରାରେ ପ୍ରୋଟିନ୍‌ ଏବଂ ଫାଇବର ଭରି ରହିଛି, ଯାହାକି ହୃତ୍‌ପିଣ୍ଡକୁ ପରିଷ୍କାର ରଖିବା ସହ ମସ୍ତିଷ୍କକୁ ମଧ୍ୟ ଆକ୍ଟିଭ୍‌ ରଖିଥାଏ ।

Powered by Froala Editor

Tags Brain

Related articles Odisha News Lens 4.1

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14165
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14911
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14130
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14371
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15646
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14033
    Sep 28, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15464
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14357
    Sep 30, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14467
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14467
    Sep 29, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14911
    Sep 29, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14130
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18206
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14911
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13970
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15720
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15286
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14660
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14165
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14328
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14467
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14165
    Sep 28, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15464
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In