Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ››ପଦ୍ମପୁର: ରାଉଣ୍ଡ-୧୦ ସୁଦ୍ଧା କାହାକୁ କେତେ ଭୋଟ, ଜାଣନ୍ତୁ

ପଦ୍ମପୁର: ରାଉଣ୍ଡ-୧୦ ସୁଦ୍ଧା କାହାକୁ କେତେ ଭୋଟ, ଜାଣନ୍ତୁ

2022-12-08 08:28:05
13570
Share:
Facebook
Twitter
E-Mail
WhatsApp
Telegram
ପଦ୍ମପୁର: ରାଉଣ୍ଡ-୧୦ ସୁଦ୍ଧା କାହାକୁ କେତେ ଭୋଟ, ଜାଣନ୍ତୁ

ଭୁବନେଶ୍ୱର:  ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍‌ ଗଣତି ଚାଲିଛି। ପଦମପୁର ଫାଇଟରେ କିଏ ମାରିବ ବାଜି ? କିଏ ପିନ୍ଧିବ ବିଜୟ ଟୀକା ? ୨୦୨୪ ପୂର୍ବରୁ କଣ ରାୟ ଦେବ ପଦମପୁର । କଣ କହୁଛି ଜନାଦେଶ । ଧଡ଼ଧଡ଼ ହେଲାଣି ନେତାଙ୍କ ଛାତି । ଷ୍ଟ୍ରଙ୍ଗ ରୁମ ଖୋଲିବା ପରେ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣିତହେବା ପରେ ଏବେ ଇଭିଏମ ଭୋଟ ଗଣତି ଜାରି ରହିଛି । । ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବାବେଳେ ରାଉଣ୍ଡ-୧୦  ଗଣତି ଶେଷ ହୋଇଛି। ରାଉଣ୍ଡ-୧୦   ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି। ପଦ୍ମପୁରରେ ବିଜେଡି ତା’ର ଆସନ ବଜାୟ ରଖୁଛି ନା ଧାମନଗର ପରି ପଦ୍ମପୁରରେ ପଦ୍ମ ଫୁଟାଇବ ବିଜେପି, ତା’ ଉପରେ ସମସ୍ତଙ୍କ ନଜର । ବିଜେଡି ପ୍ରାର୍ଥୀ ବର୍ଷା ବରିହା ସିଂ, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।  ୨୩ ରାଉଣ୍ଡ ଗଣନା ପରେ ଫଳାଫଳ ବାହାରିବ । ତେବେ  ରାଉଣ୍ଡ-୧୦  ଗଣତି ଶେଷ ସୁଦ୍ଧା କାହାକୁ କେତେ ଭୋଟ ମିଳିଛି ଆସନ୍ତୁ ଜାଣିବା

 

ପ୍ରଦୀପ ପୁରୋହିତ(ବିଜେପି)-୩୬୦୫ ମୋଟ-୩୪୭୪୮

ବର୍ଷା ସିଂ ବରିହା(ବିଜେଡି)-୫୫୮୫ ମୋଟ-୫୪୧୭୩

ସତ୍ୟଭୂଷଣ ସାହୁ(କଂଗ୍ରେସ-)୧୯୬ ମୋଟ-୧୯୯୨

 ବିଦ୍ୟାଧର ପାଣ୍ଡଭ-୧୨ ମୋଟ-୧୬୭

 ମୁକ୍ତେଶ୍ୱର ଦାସ-୧୧ ମୋଟ-୧୨୭

ଉଦିତ ବନ୍ଦିଆ-୩୬ ମୋଟ-୨୧୨

ଗଙ୍ଗାଧର ସାହା-୧୬ ମୋଟ-୧୯୪

ଦେବରଚନ ନାୟକ-୨୭ ମୋଟ-୨୬୪

ବୃନ୍ଦାବନ ପରୋହିତ-୨୭ ମୋଟ-୨୪୭

ସହଦେବ ସାହୁ-୪୭ ମୋଟ-୫୩୪

ନୋଟା-୧୧୯ ମୋଟ-୯୮୬

Powered by Froala Editor

Tags Election result

Related articles Odisha News Lens 4.1

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15081
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15302
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13551
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15524
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13548
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14620
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14088
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15404
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15395
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15302
    Aug 22, 2026
  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15462
    Aug 22, 2026
  • ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14620
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17047
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17673
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17718
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18114
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15358
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16015
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13934
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14963
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14735
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15964
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14002
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14266
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15081
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15404
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14088
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In