Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର ...

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ...

  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ...

  • ‘ମନ୍ନତ’ରେ ପଶିଲା ବିଏମ୍‌ସି

  • ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବୋରୱେଲ ଭିତରେ ଭିତରୁ ଉଦ୍ଧାର ହେଲା ମୃତ ତନ୍ମୟ

ବୋରୱେଲ ଭିତରେ ଭିତରୁ ଉଦ୍ଧାର ହେଲା ମୃତ ତନ୍ମୟ

2022-12-10 04:56:16
14310
Share:
Facebook
Twitter
E-Mail
WhatsApp
Telegram
ବୋରୱେଲ ଭିତରେ ଭିତରୁ ଉଦ୍ଧାର ହେଲା ମୃତ ତନ୍ମୟ

ଭୋପାଲ:  ମଧ୍ୟପ୍ରଦେଶର ବେତୁଲ ଜିଲ୍ଲା ମାଣ୍ଡାଭୀ ଗାଁରେ ବୋରେୱେଲ ଭିତରେ ଫସି ଯାଇଥିବା ତନ୍ମୟକୁ ବଞ୍ଚାଇ ପାରିନି ପ୍ରଶାସନ। ଶେଷରେ ବରୱେଲ ଭିତରୁ ଉଦ୍ଧାର ହୋଇଛି ତନ୍ମୟର ମୃତଦେହ।
ବରୱେଲରେ ଗତ ମଙ୍ଗଳବାର ଠାରୁ ଫସି ରହିଥିଲା ତନ୍ମୟ। ମଙ୍ଗଳବାର ସନ୍ଧ୍ୟା ୫ଟାରେ ତନ୍ମୟ ବରୱେଲ ନିକଟରେ ଖେଳୁଥିବା ବେଳେ ହଠାତ୍‌ ତା’ ଭିତରେ ଖସି ପଡ଼ିଥିଲା। ପରିବାର ଲୋକ ତୁରନ୍ତ ପ୍ରଶାସନକୁ ଖବର ଦେଇଥିଲେ। ତେବେ ତନ୍ମୟ ବରୱେଲ ମଧ୍ୟରେ ଖସିପଡ଼ିବାର ଘଣ୍ଟା ପରେ ଆରମ୍ଭ ହୋଇଥିଲା ରେସ୍କ୍ୟୁ ଅପରେସନ।
ତାକୁ ଉଦ୍ଧାର କରିବାକୁ ପ୍ରଶାସନ ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଅପରେସନ ଚାଲିଥିଲା। ୪ ଦିନ ଧରି ଉଦ୍ଧାରକାରୀ ଟିମ ଅକ୍ଳାନ୍ତ ପରିଶ୍ରମ କରି ତନ୍ମୟକୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ଜେସିବି ସହାୟତାରେ ଚାଲିଥିଲା ଖନନ କାର୍ୟ୍ୟ। କିନ୍ତୁ ଟାଣ ପଥର ଓ ପାଣି ବାହାରିବା ଉଦ୍ଧାରକାରୀ ଟିମ୍ ପାଇଁ ବଡ଼ ଚ୍ୟାଲେଂଜ ସୃଷ୍ଟି କରିଥିଲା।

ସମୟ ଗଡ଼ିବା ସହ ତନ୍ମୟର ଜୀବନ ପ୍ରତି ଦେଖା ଦେଇଥିଲା ବିପଦ। ତଥାପି ପ୍ରଶାସନ ହାର ନ ମାରି ତନ୍ମୟକୁ ଉଦ୍ଧାର ପାଇଁ ୫୫ଫୁଟ ଗଭୀରର ଗାତ ଖୋଳିଥିଲା। ଏହାପରେ ୧୦ଫୁଟ ସୁଡଙ୍ଗ ଖୋଳାଯାଇ ତନ୍ମୟ ନିକଟରେ ଆଜି ଭୋର ସମୟରେ ପହଞ୍ଚିଥିଲା ଉଦ୍ଧାର କାରୀ ଟିମ୍। ଅତ୍ୟନ୍ତ ସତର୍କତାର ସହ ତନ୍ମୟକୁ ଉପରକୁ ଅଣାଯାଇ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତା’କୁ ମୃତ ଘୋଷଣା କରିଛନ୍ତି।

Powered by Froala Editor

Tags Tanmaya dead

Related articles Odisha News Lens 4.1

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15152
    Jun 23, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15612
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15155
    Jun 22, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14039
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14410
    Jun 22, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15688
    Jun 22, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15483
    Jun 23, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13925
    Jun 22, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14812
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15612
    Jun 21, 2025
  • ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14039
    Jun 21, 2025
  • ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15688
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15483
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14812
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15688
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14304
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14761
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14995
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14820
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14039
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15155
    Jun 22, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15688
    Jun 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In