Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

  • ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ...

  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ...

  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ...

  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ...

  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

Home ›› ››ଆସନ ଗୋଟିଏ, ମୁଖ୍ୟମନ୍ତ୍ରୀ ହେବା ଆଶା ରଖିଛନ୍ତି ୬ ବରିଷ୍ଠ ବିଧାୟକ

ଆସନ ଗୋଟିଏ, ମୁଖ୍ୟମନ୍ତ୍ରୀ ହେବା ଆଶା ରଖିଛନ୍ତି ୬ ବରିଷ୍ଠ ବିଧାୟକ

2022-12-10 09:08:12
14805
Share:
Facebook
Twitter
E-Mail
WhatsApp
Telegram
ଆସନ ଗୋଟିଏ, ମୁଖ୍ୟମନ୍ତ୍ରୀ ହେବା ଆଶା ରଖିଛନ୍ତି ୬ ବରିଷ୍ଠ ବିଧାୟକ

ସିମଲା: କିଏ ହେବ ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ । ତାକୁ ନେଇ ଜୋର ବିବାଦ । ମୁଖ୍ୟମନ୍ତ୍ରୀ ଆସନ ଗୋଟିଏ, କିନ୍ତୁ ଆଶାୟୀଙ୍କ ଲମ୍ବା ଲାଇନ୍ । ବିଧାୟକଙ୍କ ମଧ୍ୟରେ ବଡ଼ ବିଭାଜନ ଦେଖିବାକୁ ମିଳୁଥିବା ବେଳେ ବିଜୟୀ ପ୍ରାର୍ଥୀଙ୍କ ଦେଖାନାହିଁ । ସରକାର ଗଢିବା ପାଇଁ ବିଧାୟକଙ୍କ ମଧ୍ୟରେ ତତ୍ପରତା ଦେଖାଯାଉନଥିବା ବେଳେ ୬ଜଣ ବରିଷ୍ଠ ବିଧାୟକ ମୁଖ୍ୟମନ୍ତ୍ରୀ ହେବେ ବୋଲି ଆଶା ରଖିଛନ୍ତି । ଏଭଳି କ୍ଷେତ୍ରରେ ରାଜ୍ୟପ୍ରଭାରୀ ରାଜୀବ ଶୁକ୍ଲା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ତଥା ପ୍ରଭାରୀ ଭୁପେଶ ବାଘେଲ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂହ ହୁଡ୍ଡା ରାଜ୍ୟପାଳଙ୍କୁ ଭେଟି କଂଗ୍ରେସ ସରକାର ଗଠନ କରିବା ନେଇ ପ୍ରସ୍ତାବ ଦେଇଛନ୍ତି ।

ଏଥିସହ ବିଧାୟକଙ୍କ ତାଲିକା ମଧ୍ୟ ପ୍ରଦାନ କରିଛନ୍ତି ତେବେ ବଡ଼ କଥା ହେଉଛି, ଏହି ସମୟରେ ରାଜ୍ୟର କୌଣସି ନେତା କିମ୍ବା କଂଗ୍ରେସ ବିଧାୟକ ଉପସ୍ଥିତ ନଥିଲେ । ତେବେ ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂହ କହିଛନ୍ତି ଯେ ରାଜ୍ୟ କଂଗ୍ରେସରେ କୌଣସି ଅସୁବିଧା ନାହିଁ । ଖୁବଶୀଘ୍ର ନୂଆ ସରକାର ଶପଥ ନେବେ ବୋଲି କହିଛନ୍ତି ।

ପ୍ରତିଭା ସିଂଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମର୍ଥକ ଦାବି କରୁଥିବା ବେଳେ  ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ବିରୋଧ କରିଛନ୍ତି । ସେପଟେ ସୁକବିନ୍ଦର ସିଂହ ମଧ୍ୟ ମୁଖ୍ୟମନ୍ତ୍ରୀ ହେବାକୁ ଆଶାୟୀ ଅଛନ୍ତି । ସେ କିଛି ବିଧାୟକଙ୍କୁ ନେଇ ହୋଟେଲରେ ଗୁରୁତ୍ବପୂର୍ଣ୍ଣ ବୈଠକ କରିଥିଲେ । ଚଳିତ ନିର୍ବାଚନରେ ୬୮ଟି ଆସନ ମଧ୍ୟରୁ କଂଗ୍ରେସ ୪୦ଟି ସିଟ୍ ଜିତି ବହୁମତ ହାସଲ କରିଛି ।

କିଏ ହେବ ମୁଖ୍ୟମନ୍ତ୍ରୀ  ଦିଲ୍ଲୀରେ ଥିବା କଂଗ୍ରେସ ହାଇକମାଣ୍ଡ ନେବେ ନିଷ୍ପତ୍ତି । ଗତକାଲି ସଂଧ୍ୟାରେ ସିମ୍ଲାରେ କଂଗ୍ରେସ ବିଧାୟକ ଦଳର ବୈଠକ ହୋଇଥିବା ବେଳେ କିଛି ନିଷ୍ପତ୍ତି ହୋଇପାରିନି । ଏନେଇ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ନିଷ୍ପତ୍ତି ନେବେ ବୋଲି ଜଣାପଡିଛି । ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ ତାହା ଫାଇନାଲ ହେବ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି । ନିର୍ବାଚନ ଜିତିବା ପରେ କଂଗ୍ରେସର ଦଳୀୟ କନ୍ଦଳ ପଦାକୁ ଆସିଛି ।

Powered by Froala Editor

Tags Congress

Related articles Odisha News Lens 4.1

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ
    ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15211
    Mar 09, 2026
  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ
    ଦେଶ-ଦେଶାନ୍ତର

    ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ

    14328
    Mar 08, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    13912
    Mar 09, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13842
    Mar 09, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା
    ଦେଶ-ଦେଶାନ୍ତର

    ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13758
    Mar 08, 2026
  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍
    ମନୋରଞ୍ଜନ

    ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍

    15524
    Mar 08, 2026
  • ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ନିନ୍ଦା କଲେ ମୋଦୀ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ନିନ୍ଦା କଲେ ମୋଦୀ

    15432
    Mar 08, 2026
  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ
    ଦେଶ-ଦେଶାନ୍ତର

    ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    15022
    Mar 08, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14790
    Mar 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15211
    Mar 09, 2026
  • ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13842
    Mar 09, 2026
  • ଦେଶ-ଦେଶାନ୍ତର

    ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    15022
    Mar 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17363
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14733
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14653
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15163
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15312
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14518
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15211
    Mar 09, 2026
  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ରଶ୍ମିକା-ବିଜୟ

    15575
    Mar 08, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14790
    Mar 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In