Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››କେନ୍ଦୁଝରରେ ନୀତି ଆୟୋଗ ଟିମ୍ : ମାଣ୍ଡିଆ ପରିଚାଳନାକୁ ପ୍ରଶଂସା

କେନ୍ଦୁଝରରେ ନୀତି ଆୟୋଗ ଟିମ୍ : ମାଣ୍ଡିଆ ପରିଚାଳନାକୁ ପ୍ରଶଂସା

2022-12-10 20:18:56
15712
Share:
Facebook
Twitter
E-Mail
WhatsApp
Telegram
କେନ୍ଦୁଝରରେ ନୀତି ଆୟୋଗ ଟିମ୍ : ମାଣ୍ଡିଆ ପରିଚାଳନାକୁ ପ୍ରଶଂସା

ଶନିବାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି।

ଜିଲାପାଳ ଆଶିଷ ଠାକ୍‌ରେ ଜିଲାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ତଥା ଅନୁସୂଚିତ ଜନଜାତି ତଥା ଅଞ୍ଚଳର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆୟୋଗର ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ। ନୀତି ଆୟୋଗର ପ୍ରତିନିଧି ଦଳ ପ୍ରଥମେ ଗୋନାସିକା ଏଜୁକେଶନାଲ କମ୍ପ୍ଲେକ୍ସ (ଗୋନାସିକା ଛାତ୍ରୀ ନିକେତନ) ପରିଦର୍ଶନ କରି ଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।

ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମିଲେଟ କାଫେ ପରିଦର୍ଶନ କରିବା ସହ ମିଲେଟ କାଫେର ପରିଚାଳନା ଅନୁଧ୍ୟାନ କରି ମାଣ୍ଡିଆରୁ ପ୍ରସ୍ତୁତି ଖାଦ୍ୟ ଗ୍ରହଣ କରିଥିଲେ। ଜିଲାରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ, ମାଣ୍ଡିଆ ପ୍ରକିୟାକରଣ, ମାଣ୍ଡିଆ ଜାତୀୟ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଜିଲା ପ୍ରଶାସନ ତରଫରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ଅବଗତ କରାଇଥିଲେ। ସେହିପରି ଏହି ପ୍ରତିନିଧି ଦଳ ବାଂଶପାଳ ବ୍ଲକ ଅନ୍ତର୍ଗତ ଘୁଙ୍ଗି ଗ୍ରାମ, କୁଣ୍ଢେଇ ଗ୍ରାମ ଆଦି ଯାଇଥିଲେ।

ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା,କେନ୍ଦ୍ର ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟର ସଚିବ ଅନୀଲ କୁମାର ଝା,ଆୟୋଗର ନିର୍ଦ୍ଦେଶକ ଅମିତ ବର୍ମା ପ୍ରମୁଖ ଏହି ଗସ୍ତରେ ସାମିଲ ହୋଇଥିଲେ।

Powered by Froala Editor

Tags keonjhar

Related articles Odisha News Lens 4.1

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14710
    Jul 11, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13499
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14412
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15192
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15015
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14174
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14107
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14014
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15359
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13499
    Jul 12, 2026
  • ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14014
    Jul 12, 2026
  • ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14710
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14174
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14673
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15545
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15650
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15467
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15842
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14936
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15192
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14174
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14107
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In