Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଥାର୍ଡ ଫ୍ରଣ୍ଟ ନୁହେଁ ବରଂ ମେନ୍ ଫ୍ରଟ ହୋଇ ବିଜେପିକୁ ମୁକାବିଲା କରାଯିବ:ନୀତିଶ କୁମାର

ଥାର୍ଡ ଫ୍ରଣ୍ଟ ନୁହେଁ ବରଂ ମେନ୍ ଫ୍ରଟ ହୋଇ ବିଜେପିକୁ ମୁକାବିଲା କରାଯିବ:ନୀତିଶ କୁମାର

2022-12-12 10:08:34
15566
Share:
Facebook
Twitter
E-Mail
WhatsApp
Telegram
ଥାର୍ଡ ଫ୍ରଣ୍ଟ ନୁହେଁ ବରଂ ମେନ୍ ଫ୍ରଟ ହୋଇ ବିଜେପିକୁ ମୁକାବିଲା କରାଯିବ:ନୀତିଶ କୁମାର

ନୂଆଦିଲ୍ଲୀ:   ୨୦୨୪ ସାଧାରଣ ନିର୍ବାଚନରେ ଥାର୍ଡ ଫ୍ରଣ୍ଟ ହୋଇ ନୁହେଁ ବରଂ ମେନ୍ ଫ୍ରଟ ହୋଇ ବିଜେପିକୁ ମୁକାବିଲା କରାଯିବ । ଜେଡିୟୁ ଜାତୀୟ ପରିଷଦ ବୈଠକରେ ଏହା କହିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଯଦି ଅଧିକରୁ ଅଧିକ ଦଳ ଏଥିପାଇଁ ଏକଜୁଟ ହୁଅନ୍ତି, ତେବେ ୨୦୨୪ରେ ମେନ୍ ପ୍ରଂଟ ବହୁ ସଂଖ୍ୟାରେ ବିଜୟୀ ହେବ ବୋଲି ନୀତିଶ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ଜେଡିୟୁ ଜାତୀୟ ପରିଷଦ ବୈଠକରେ କାହାର ନା ନନେଇ ନୀତିଶ କୁମାର କେନ୍ଦ୍ରରେ ବିଜେପି ସରକାରଙ୍କୁ ଟାର୍ଗେଟ କରିଥିଲେ । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଜେଡିୟୁ ଦଳର ବରିଷ୍ଠ ନେତା କେ.ସି ତ୍ୟାଗୀ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତିଶଙ୍କ ନେତୃତ୍ୱାଧୀନ ମେଂଟରେ ସାମିଲ ହେବାକୁ ଆହ୍ୱାନ କରିଥିଲେ । ନବୀନ ସମଦୂରତା ଆଭିମୁଖ୍ୟକୁ ଛାଡି ଜନତା ପରିବାରରେ ସାମିଲ ହେବା ଦରକାର ବୋଲି କହିଥିଲେ ।

ଯେତେବେଳେ ରାଜ୍ୟରେ ବିଜେଡି-ବିଜେପି ଟକରା ଟକରି ଚାଲିଛି ସେତେବେଳେ ନବୀନଙ୍କ ଆଭିମୁଖ୍ୟ ଉପରେ ସାରା ଦେଶର ବଡ ବଡ ନେତାଙ୍କ ନଜର ରହିଛି । ପୂର୍ବରୁ ବିଜେପି ବିରୋଧୀ ମେଂଟରେ ସାମିଲ ହେବାକୁ ନବୀନଙ୍କୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିବେଦନ କରିସାରିଛନ୍ତି । ହେଲେ ନବୀନ ସମଦୂରତା ନୀତିକୁ ଆପଣାଇଛନ୍ତି । ନୀତିଶ କୁମାର କହିଛନ୍ତି ଯେ ଦେଶର ଉନ୍ନତି ବିଷୟରେ କେନ୍ଦ୍ର ସରକାର ଅନେକ କଥା କହୁଛନ୍ତି, କିନ୍ତୁ ଗରିବ ରାଜ୍ୟଗୁଡ଼ିକର ଉନ୍ନତି ପାଇଁ ତାଙ୍କ ସରକାର ଚିନ୍ତିତ ନୁହେଁ  । ଯଦି ବିହାର ସମେତ ଅନ୍ୟ ଗରିବ ରାଜ୍ୟଗୁଡିକ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଥାନ୍ତେ, ତେବେ ସ୍ଥିତି ଭଲ ହୋଇଥାନ୍ତା । ତେବେ ଆଗାମୀ ଦିନରେ କେନ୍ଦ୍ର ବିରୋଧରେ ତାଙ୍କର ଆଭିମୁଖ୍ୟ ଜୋରଦାର ହେବ । ସେ କୌଣସି ସିବିଆଇ ଏବଂ ଇଡିକୁ ନେଇ ଭୟଭୀତ ନୁହନ୍ତି ବୋଲି କେ.ସି ତ୍ୟାଗୀ କହିଛନ୍ତି ।

Powered by Froala Editor

Tags Nitish kumar

Related articles Odisha News Lens 4.1

  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13957
    Oct 08, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15485
    Oct 10, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15151
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15675
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14004
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13912
    Oct 09, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15247
    Oct 08, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14587
    Oct 09, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14219
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15035
    Oct 10, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13912
    Oct 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14587
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14456
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14561
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15570
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14242
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15980
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15556
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14842
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13957
    Oct 08, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14219
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14587
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In