Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

ରାଜ୍ୟ
Home ›› ରାଜ୍ୟ ››ମହଙ୍ଗା ପଡ଼ିଲା ଆନ୍ଦୋଳନ, ବନ୍ଧାହେଲେ ୧୨ ଆଇନଜୀବୀ

ମହଙ୍ଗା ପଡ଼ିଲା ଆନ୍ଦୋଳନ, ବନ୍ଧାହେଲେ ୧୨ ଆଇନଜୀବୀ

2022-12-13 06:56:27
14453
Share:
Facebook
Twitter
E-Mail
WhatsApp
Telegram
ମହଙ୍ଗା ପଡ଼ିଲା ଆନ୍ଦୋଳନ, ବନ୍ଧାହେଲେ ୧୨ ଆଇନଜୀବୀ

ସମ୍ବଲପୁର: ଆଇନଜୀବୀଙ୍କୁ ମହଙ୍ଗା ପଡ଼ିଲା ଆନ୍ଦୋଳନ । ବିଚାରପତିଙ୍କ ଚାମ୍ବରରେ ପଶି ଭଙ୍ଗାରୁଜା କରିବା ଘଟଣାରେ ୧୨ ଜଣଙ୍କୁ ବାନ୍ଧିଛି ସମ୍ବଲପୁର ପୁଲିସ୍‌। ସେମାନଙ୍କ ମଧ୍ୟରୁ ଜାମିନ ନାମଞ୍ଜୁର ହେବାରୁ ୯ ଜଣଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଆଗକୁ ଗିରଫଦାରୀ ଆହୁରି ବଢ଼ିପାରେ ବୋଲି ସୂଚନା ଦେଇଛନ୍ତି ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ।

ଏଥିସହ ଆନ୍ଦୋଳନସ୍ଥଳ କଚେରି ଛକରେ ୧୪୪ ଧାରା ଲାଗୁ କରାଯାଇଛି। ଆନ୍ଦୋଳନସ୍ଥଳରେ ୨ଶହ ମିଟର ପରିସର ମଧ୍ୟରେ ପ୍ରବେଶ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ଘଟଣାକୁ ନେଇ ତୁମ୍ବିତୋଫାନ ହେବା ସହ ରାଜ୍ୟ ପୁଲିସ୍‌କୁ କଡ଼ା ଭର୍ତ୍ସନା କରିଥିଲେ ସୁପ୍ରିମକୋର୍ଟ । ଏହାପରେ ସମ୍ବଲପୁର ପୁଲିସ୍‌ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଗତକାଲି ରାତିରେ ୧୨ ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ହିଂସାକାଣ୍ଡ ଘଟାଇଥିବା କାହାକୁ ଛଡ଼ା ଯିବିନ । କୋର୍ଟ ପରିସରରେ ଓ ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ ଆଧାରରେ ଗିରଫଦାରୀକୁ ଆହୁରି ବଢ଼ାଯିବ ବୋଲି କହିଛନ୍ତି ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ।

ସମ୍ବଲପୁରରେ ହାଇକୋର୍ଟ ପ୍ରତିଷ୍ଠା ଦାବିକୁ ନେଇ ଓକିଲମାନେ ଦୀର୍ଘ ଦିନ ହେଲା ଆନ୍ଦୋଳନ ଚଳାଇ ଆସିଥିବା ବେଳେ ଗତକାଲି ଏହା ତୀବ୍ର ରୂପ ଧାରଣ କରିଥିଲା। ବହୁ ସଂଖ୍ୟାରେ ଓକିଲ  ବିଚାରପତିଙ୍କ ଚାମ୍ବରରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏହି ଅଭିଯୋଗରେ  ସମ୍ବଲପୁର ଜିଲ୍ଲା ବାର  ଆସୋସିଏସନର ୨୯ ଜଣ ଆଇନଜୀବୀଙ୍କ ଲାଇସେନ୍ସ ସସ୍ପେଣ୍ଡ କରିଛି ବାର୍ କାଉନ୍ସିଲ୍ ଅଫ ଇଣ୍ଡିଆ ।  ସେମାନଙ୍କ ଲାଇସେନକୁ ଆସନ୍ତା ୧୮ ମାସ ପର୍ଯ୍ୟନ୍ତ ନିଲମ୍ବନ କରାଯାଇଛି । ଏନେଇ ପ୍ରେସ୍ ବିଜ୍ଞପ୍ତିରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି ।  ସେହିଭଳି ଅନ୍ୟାଦେଶ ପର୍ଯ୍ୟନ୍ତ ସମ୍ବଲପୁର ଜିଲ୍ଲା ବାର୍ ଆସୋସିଏସନର ସମସ୍ତ ଓକିଲଙ୍କ ଲାଇସେନ୍ସକୁ ସାମୟିକ ଭାବେ ସସ୍‌ପେଣ୍ଡ କରାଯାଇଛି ।

ଆନ୍ଦୋଳନ ବେଳେ ସାମିଲ ହୋଇ ହିଂସା ଘଟାଇବା, ବିଚାରପତିମାନଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ, ସ୍ଲୋଗାନ ଦେବା, ଜଜ୍‌ମାନଙ୍କ କୁଶପୁତ୍ତଳିକା ଦାହ କରିବା, ବାର କାଉନସିଲ୍‌ ଅଫ ଇଣ୍ଡିଆ ଓ ରାଜ୍ୟ ବାର କାଉନସିଲ୍ ସଦସ୍ୟଙ୍କ କୁଶପୁତ୍ତଳିକା ପୋଡ଼ିବା, କୋର୍ଟ ରୁମ ଭିତରକୁ ପଶିଭଙ୍ଗା ରୁଜା କରିବା, ପୁଲିସ ପ୍ରତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଆଦି ଘଟଣାରେ ବାର କାଉନସିଲ୍ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଗତ ନଭେମ୍ବର ୩୦ରେ ହୋଇଥିବା ଆନ୍ଦୋଳନର FIR ଅନୁୟାୟୀ ୨୯ ଜଣ ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବାର କାଉନସିଲ୍ ଅଫ ଇଣ୍ଡିଆ ।   ଗତକାଲି ହୋଇଥିବା ହିଂସାତ୍ମକ ଆନ୍ଦୋଳନ ନେଇ ମଧ୍ୟ ରାଜ୍ୟ ବାର କାଉନସିଲ ପକ୍ଷରୁ ବାର କାଉନସିଲ ଅଫ ଇଣ୍ଡିଆକୁ ସୂଚନା ଦିଆଯାଇଛି । ତେବେ କାର୍ଯ୍ୟବନ୍ଦ  ଆନ୍ଦୋଳନରେ ଅନ୍ୟ ବାର ଆସୋସିଏସନ୍ ସାମିଲ ଥିବା ପ୍ରମାଣ ମିଳିଲେ ସେମାନଙ୍କ ବିରୋଧରେ ବି ସମାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାର କାଉି୍ସଲ୍ ଚେତାବନୀ ଦେଇଛି ।

ଆଜି ଅପରାହ୍ଣ ୫ଟା ସୁଦ୍ଧା ରାଜ୍ୟରେ ଆଇନଜୀବୀଙ୍କ ଆନ୍ଦୋଳନ ନେଇ ବାର କାଉନସିଲ୍ ଅଫ ଇଣ୍ଡିଆକୁ ସବିଶେଷ ସୂଚନା ଦେବ ରାଜ୍ୟ ବାର କାଉନସିଲ୍ ।  ଏହି ରିପୋର୍ଟ ଆଧାରରେ ଆସନ୍ତାକାଲି କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛି ବାର କାଉନସିଲ । ଅନ୍ୟପଟେ ନିଲମ୍ବିତ ଓକିଲ ଯେଭଳି କୌଣସି କୋର୍ଟ କାର୍ଯ୍ୟରେ ଭାଗ ନେଇ ନପାରିବେ ସେନେଇ ସମସ୍ତ କୋର୍ଟଙ୍କୁ ଅବଗତ କରାଇବା ପାଇଁ ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟଙ୍କ ରେଜିଷ୍ଟ୍ରାରଙ୍କୁ ଅନୁରୋଧ କରିଛି ବାର କାଉନ୍ସିଲ୍ ଅଫ ଇଣ୍ଡିଆ ।

ଏହି ଘଟଣାକୁ ନେଇ ରାଜ୍ୟ ପୁଲିସ୍ ଡିଜିଙ୍କୁ କଡ଼ା ଭର୍ସନା କରିଛନ୍ତି ସୁପ୍ରିମ୍‌କୋର୍ଟ। ଆନ୍ଦୋଳନର ଭିଡିଓ ଫୁଟେଜ୍ ଦେଖି ୨ଜଣିଆ ଖଣ୍ଡପୀଠ କହିଛନ୍ତି, ଆନ୍ଦୋଳନରତ ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା ପୁଲିସର ବିଫଳତା। ଯଦି ଓଡ଼ିଶା ପୁଲିସ୍ ଏହି ଆନ୍ଦୋଳନକୁ ସମ୍ଭାଳିବାରେ ଅସମର୍ଥ ତେବେ, ଆମକୁ କୁହନ୍ତୁ। ଆମେ ଓଡ଼ିଶାରେ କୋର୍ଟର କାର୍ଯ୍ୟକାରିତା ନିଶ୍ଚିତ କରିବାକୁ ପାରାମିଲିଟାରୀ ଫୋର୍ସ ନିୟୋଜିତ କରିବୁ। କେବଳ ସେତିକି ନୁହେଁ, ଏନେଇ ଡିଜି ଓ ସମ୍ବଲପୁର ଆଇଜିଙ୍କୁ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ୍‌କୋର୍ଟ।

Powered by Froala Editor

Tags Arrested

Related articles Odisha News Lens 4.1

  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14310
    Aug 26, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14189
    Aug 26, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14855
    Aug 26, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13500
    Aug 26, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14666
    Aug 26, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15482
    Aug 26, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14005
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13508
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13813
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14310
    Aug 26, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ...

    14005
    Aug 26, 2026
  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14189
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17726
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13664
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15233
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15592
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16122
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14039
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15977
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14012
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14189
    Aug 26, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14855
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13813
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In