Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର ...

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ...

  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ...

  • ‘ମନ୍ନତ’ରେ ପଶିଲା ବିଏମ୍‌ସି

  • ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତ ଓ ଚୀନ୍ ସେନା ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି

ଭାରତ ଓ ଚୀନ୍ ସେନା ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି

2022-12-13 07:50:07
15090
Share:
Facebook
Twitter
E-Mail
WhatsApp
Telegram
ଭାରତ ଓ ଚୀନ୍ ସେନା ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି

ନୂଆଦିଲ୍ଲୀ: ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଭାରତ ଓ ଚୀନ ସେନା। ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଏହି ଦୁଇ ସେନା ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ହୋଇଛି । ଏଥିରେ ୬ ଜଣ ଭାରତୀୟ ସେନା ଆହତ ହୋଇଥିବା ବେଳେ ଚୀନ୍‌ର ୧୨ରୁ ଅଧିକ ସେନା ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ନେଇ ବିରୋଧୀ ଏବେ ମୋଦି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଛବିକୁ ବଞ୍ଚାଇବାକୁ ଯାଇ ଦେଶକୁ ବିପଦରେ ପକାଉଥିବା ନେଇ କଂଗ୍ରେସ ଅଭିଯୋଗ କରିଛି। ଦଳର ନୂଆ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡଗେ ଓ ଦଳର ମହାସଚିବ ଜୟରାମ ରମେଶ କେନ୍ଦ୍ର ସରକାରଙ୍କୁ ଏନେଇ ଟାର୍ଗେଟ୍ କରିଛନ୍ତି। ଏଥିସହ ଏହି ଘଟଣାକୁ ନେଇ ମୋଦି ସରକାରଙ୍କୁ ସେମାନେ ଜବାବ ମାଗିଛନ୍ତି।

ଉଲ୍ଲେଖଯୋଗ୍ୟ, ଡ୍ରାଗନ ସେନାର ପ୍ରାୟ ୩ଶହ ଯବାନ ଅଚାନକ ୯ ତାରିଖ ଆସି ଅରୁଚାଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ନିୟନ୍ତ୍ରଣ ରେଖା ଅତିକ୍ରମ କରି ଗଣ୍ଡଗୋଳ କରିଥିଲେ। ଚୀନ୍ ସୈନିକମାନେ ଭାରତୀୟ ସେନା ଉପରକୁ ପଥର ମାଡ କରିଥିଲେ। ଏହାର ଜବାବରେ ଭାରତୀୟ ସେନା ମଧ୍ୟ ଉଚିତ ଉତ୍ତର ଦେଇଥିଲା। ଏହି ସଂଘର୍ଷରେ ଉଭୟ ପକ୍ଷର ସୈନିକ ସାମାନ୍ୟ ରୂପେ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଗୌହାଟୀ ଅଣାଯାଇଛି । ସୋମବାର ଦିନ ଏନେଇ ସେନା ପକ୍ଷରୁ ସୂଚନା ମିଳିଛି।

Powered by Froala Editor

Tags India- china

Related articles Odisha News Lens 4.1

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13926
    Jun 22, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15613
    Jun 21, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15689
    Jun 22, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14040
    Jun 21, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15153
    Jun 23, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14411
    Jun 22, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15156
    Jun 22, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14813
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15484
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15613
    Jun 21, 2025
  • ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13926
    Jun 22, 2025
  • ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15689
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15484
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14813
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15689
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14305
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14761
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14995
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14820
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15689
    Jun 22, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13926
    Jun 22, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14411
    Jun 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In