Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

ବିଶେଷ
Home ›› ବିଶେଷ ››ଏକାଠି ଖାଆନ୍ତୁ ନାହିଁ କମଳା ଓ କ୍ଷୀର

ଏକାଠି ଖାଆନ୍ତୁ ନାହିଁ କମଳା ଓ କ୍ଷୀର

2022-12-14 03:57:17
16007
Share:
Facebook
Twitter
E-Mail
WhatsApp
Telegram
ଏକାଠି ଖାଆନ୍ତୁ ନାହିଁ କମଳା ଓ କ୍ଷୀର

ଫଳ ଖାଇବା ପ୍ରାୟ ସମସ୍ତଙ୍କୁ ପସନ୍ଦ। ଫଳ ଆମ ଶରୀରରେ ଅନେକ ପ୍ରକାରର ମିନେରାଲ୍ସ ଏବଂ ଭିଟାମିନର ଅଭାବ ଦୂର କରିଥାଏ। ସୁସ୍ଥ ରହିବା ପାଇଁ ଆଜିକାଲି ସମସ୍ତେ ସବୁ ପ୍ରକାରର ଫଳ ଖାଇବା ପାଇଁ ପ୍ରାଥମିକତା ଦିଅନ୍ତି। ତେବେ ବେଳେବେଳେ ଆମେ ଫଳ ସହ ଅନ୍ୟ ସବୁ ପ୍ରକାରର ଜିନିଷ ମଧ୍ୟ ମିଶାଇ ଖାଇ ଦେଇଥାଉ।  କିନ୍ତୁ ଏଭଳି ଖାଇବା ଠିକ୍‌ ନୁହେଁ। ଏହା ଆମ ପାଇଁ ବିପଦ ହୋଇପାରେ। ତେବେ କେଉଁ ଫଳ ସହ କାହାକୁ ମିଶାଇ ଖାଇବା ଉଚିତ ନୁହେଁ ଆସନ୍ତୁ ଜାଣିବା।


ଲେମ୍ବୁ ଓ ଭଣ୍ଡା- ପାଚିଲା ଭଣ୍ଡା ଏବଂ ଲେମ୍ବୁ ହେଉଛି ଏକ ମାରାତ୍ମକ ମିଶ୍ରଣ। ଏହି ଦୁଇଟି ଜିନିଷକୁ ମିଶାଇ ଖାଇବା ଶରୀର ପାଇଁ ବିପଦଜ୍ଜନକ ହୋଇଥାଏ ବୋଲି ଡାକ୍ତରମାନେ କୁହନ୍ତି। ଏହି ଦୁଇଟି ଜିନିଷ ମିଶି ରକ୍ତରେ ହେମୋଗ୍ଲୋବିନ୍ ସମ୍ବନ୍ଧୀୟ ସମସ୍ୟା କରିପାରେ। ଲେମ୍ବୁ ଏବଂ ଭଣ୍ଡାକୁ ମିଶାଇ ଖାଇବା ଦ୍ୱାରା ଏହି ମିଶ୍ରଣ ରକ୍ତହୀନତା ସହ ଜଡିତ ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ।

କମଳା ଏବଂ ଗାଜର- ସେହିପରି କମଳା ଏବଂ ଗାଜରକୁ ମଧ୍ୟ ଏକାଠି ଖାଇବା ଉଚିତ ନୁହେଁ। ଏହା ଶରୀରରେ କିଡନୀ ସମ୍ବନ୍ଧୀୟ ସମସ୍ୟା ସୃଷ୍ଟି କରିପାରେ। କମଳା ଏବଂ ଗାଜରର ମିଶ୍ରଣ ମଧ୍ୟ ହୃଦଘାତ ଏବଂ ପିତ୍ତ ସମ୍ବନ୍ଧୀୟ ସମସ୍ୟା ପାଇଁ ଦାୟୀ ବୋଲି ଡାକ୍ତରମାନେ କୁହନ୍ତି।

କଦଳି ଓ ପିଜୁଳି- ଯଦି ଆପଣ କଦଳୀ ଏବଂ ପିଜୁଳିକୁ ଏକାଠି ଖାଉଛନ୍ତି ତେବେ ସାବଧାନ। ଏଭଳି ଭୁଲ୍‌ ଜମାରୁ ବି କରନ୍ତୁ ନାହିଁ। ଏହି ଦୁଇ ଫଳକୁ ଏକାଠି ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ସୃଷ୍ଟି ହୋଇପାରେ। ଏଥିସହ ଏହା ମୁଣ୍ଡାବିନ୍ଧା ଭଳି ସମସ୍ୟାକୁ ବଢ଼ାଇଥାଏ।

କଦଳି ଓ ପୁଡିଂ- କଦଳୀ ଏବଂ ପୁଡିଂର କମ୍ବିନେସନ ସବୁଠାରୁ ଘାତକ। ଏହା ଶରୀରରେ ବିଷାକ୍ତ ପଦାର୍ଥ ଉତ୍ପନ୍ନ କରିବା କାମ କରିଥାଏ। ଏହାକୁ ଖାଇବା ଦ୍ୱାରା ଦୀର୍ଘ ସମୟ ଧରି ପେଟ ଜନିତ ସମସ୍ୟା ଲାଗି ରୁହେ।

କମଳା ଓ କ୍ଷୀର- କମଳା ସହିତ କ୍ଷୀର ପିଇବା ସ୍ୱାସ୍ଥ୍ୟ ପାଇଁ ବିପଦଜନକ ହୋଇପାରେ। କମଳାରେ ଥିବା ଏସିଡ୍ ଶରୀରରେ ଥିବା ସେହି ଏନଜାଇମକୁ ନଷ୍ଟ କରିଥାଏ ଯିଏ ଖାଦ୍ୟ ହଜମ କରିବାରେ ସହାଯ୍ୟ କରିଥାଏ। କେବଳ ଏତିକି ନୁହେଁ, ଏହାକୁ କ୍ଷୀର ସହିତ ଖାଇବା ଦ୍ୱାରା ଛାତିରେ କଫ ସୃଷ୍ଟି ହୁଏ।

କ୍ଷୀର ଓ ସପୁରୀ- ସପୁରୀରେ ଥିବା ବ୍ରୋମେଲାଇନ୍‌ ନାମକ ପଦାର୍ଥ କ୍ଷୀରରେ ମିଶି ଶରୀରକୁ କ୍ଷତି ପହଞ୍ଚାଇବା କାମ କରିଥାଏ। କ୍ଷୀର ଓ ସପୁରୀକୁ ମିଶାଇ ଖାଇବା ଦ୍ୱାରା ଆପଣଙ୍କୁ ଗ୍ୟାସ୍, ବାନ୍ତି, ସଂକ୍ରମଣ, ମୁଣ୍ଡବିନ୍ଧା ଏବଂ ପେଟ ଯନ୍ତ୍ରଣା ଭଳି ସମସ୍ୟା ଦେଇ ଗତି କରିବାକୁ ପଡିପାରେ।

ଫଳ ଏବଂ ମିଠା- ଯେକୌଣସି ଫଳ ସହ ମିଠାକୁ ମିଶାଇ ଖାଇବା ପାଇଁ ଡାକ୍ତରମାନେ ବାରଣ କରନ୍ତି। ଫଳ ଏବଂ ମିଠାର କମ୍ବିନେସନର ଆମ ହଜମ ପ୍ରକ୍ରିୟାକୁ କ୍ଷତି ପହଞ୍ଚାଇଥାଏ। ଏହାଦ୍ୱାରା ଏସିଡିଟି, ମୁଣ୍ଡବିନ୍ଧା ତଥା ବାନ୍ତି ଭଳି ସମସ୍ୟା ସୃଷ୍ଟି ହୋଇପାରେ।

Powered by Froala Editor

Tags Fruits

Related articles Odisha News Lens 4.1

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14951
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15100
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15002
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15550
    Oct 01, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14589
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14767
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15337
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14454
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14404
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15002
    Sep 30, 2026
  • ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14454
    Sep 30, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15550
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17139
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17828
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15147
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14009
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15748
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15314
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14689
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14382
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15002
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15042
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14404
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In