Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ଏଣିକି ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟରେ ପେନସନ୍ ପାଇଁ ଆବେଦନ କରିପାରିବେ ପେନସନ୍ ପାଇନଥିବା କର୍ମଚାରୀ

ଏଣିକି ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟରେ ପେନସନ୍ ପାଇଁ ଆବେଦନ କରିପାରିବେ ପେନସନ୍ ପାଇନଥିବା କର୍ମଚାରୀ

2022-12-14 05:04:10
14047
Share:
Facebook
Twitter
E-Mail
WhatsApp
Telegram
ଏଣିକି ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟରେ ପେନସନ୍ ପାଇଁ ଆବେଦନ କରିପାରିବେ ପେନସନ୍ ପାଇନଥିବା କର୍ମଚାରୀ

ଭୁବନେଶ୍ୱର: ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର । ଅବସର ଗ୍ରହଣ ପରେ ଦୀର୍ଘ ଦିନଧରି ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟରେ ପେନସନ୍ ପାଇଁ ଆବେଦନ କରିପାରିବେ । ଏନେଇ ସମସ୍ତ ସହଯୋଗ କରିବାକୁ ବିଭିନ୍ନ ବିଭାଗର ନିର୍ଦ୍ଦେଶକଙ୍କ ମାଧ୍ୟମରେ ସଂପୃକ୍ତ ଜିଲ୍ଲାସ୍ତରୀୟ ମୁଖ୍ୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଖୁବଶୀଘ୍ର ପେନସନ୍ ଅଦାଲତ ଅନୁଷ୍ଠିତ ହେବ । ଏନେଇ ତାରିଖ ଓ ସ୍ଥାନ ଘୋଷଣା କରାଯିବ ।

ଏହା ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ୟ୍ୟାଳୟରୁ ଅବସର ଗ୍ରହଣ କରି ପେନସନ୍ ପାଇନଥିବା କର୍ମଚାରୀଙ୍କୁ ଯୋଗାଯୋଗ କରି ସମସ୍ତ ଆବଶ୍ୟକୀୟ କାଗଜପତ୍ର ପାଇଁ ସହଯୋଗ କରିବେ। ଏନେଇ ପ୍ରତି କାର୍ୟ୍ୟାଳୟରେ ହେଲ୍ପଡେସ୍କ ଖୋଲାଯିବ। ଏହାଦ୍ୱାରା କର୍ମଚାରୀମାନେ ସହଜରେ ଆବଶ୍ୟକୀୟ ପେନସନ୍ କାଗଜପତ୍ର ପ୍ରଦାନ କରିପାରିବେ । ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ, ପଂଚାୟତି ରାଜ, ଗୃହ, ଗ୍ରାମ୍ୟ ଉନ୍ନୟନ ଓ ଜଙ୍ଗଲ ବିଭାଗରେ ଅଧିକ ସଂଖ୍ୟକ କର୍ମଚାରୀ ଥିବାରୁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ବିଭାଗୀୟ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦିଆଯାଇଛି ।

ବିଭିନ୍ନ ତଥ୍ୟ ଅଭାବରୁ, ବୟସାଧିକ, ସ୍ୱାମୀ କିମ୍ୱା ସ୍ତ୍ରୀଙ୍କ ମୃତ୍ୟୁ କାରଣରୁ ପେନସନରୁ ବଞ୍ଚିତ କର୍ମଚାରୀଙ୍କ ଘରୁ ପେନସନ୍ ପତ୍ର ସଂଗ୍ରହ କରିବାକୁ ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟର ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ପଡିଲେ ଅନଲାଇନ ମାଧ୍ୟମରେ ପେନସନ୍ ପତ୍ର ସଂଗ୍ରହ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ । ଏହା ଛଡା ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିୟମାନୁଯାୟୀ ଯୋଗ୍ୟତା ଭିତ୍ତିକ ପଦୋନ୍ନତି ନିମନ୍ତେ ମଧ୍ୟ ଅଦାଲତ ଅନୁଷ୍ଠିତ ହେବ । ମୁଖ୍ୟ ଶାସନ ସଚିବଙ୍କ ସମେତ ୭ ଜଣ ବରିଷ୍ଠ ଅଧିକାରୀ ଅଦାଲତ କରିବେ । ସେମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗ ବଣ୍ଟନ କରାଯିବ । ତିନି ଦିନ ଧରି ଏହି ଅଦାଲତ ଅନୁଷ୍ଠିତ ହେବ ।

Powered by Froala Editor

Tags pension for retire employee

Related articles Odisha News Lens 4.1

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14462
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13951
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13819
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13557
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14436
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15533
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13646
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15271
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15366
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13819
    Sep 28, 2026
  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15366
    Sep 27, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13745
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17134
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13588
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15676
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15240
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14615
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14853
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13993
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15942
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13745
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13557
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13819
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In