Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ›› ହାତୀ ମୃତ୍ୟୁ ଘଟଣାକୁ ନେଇ ଏଭଳି ଟିପ୍ପଣୀ ରଖିଲେ ହାଇକୋର୍ଟ

ହାତୀ ମୃତ୍ୟୁ ଘଟଣାକୁ ନେଇ ଏଭଳି ଟିପ୍ପଣୀ ରଖିଲେ ହାଇକୋର୍ଟ

2022-12-14 05:26:39
14039
Share:
Facebook
Twitter
E-Mail
WhatsApp
Telegram
 ହାତୀ ମୃତ୍ୟୁ ଘଟଣାକୁ ନେଇ ଏଭଳି ଟିପ୍ପଣୀ ରଖିଲେ ହାଇକୋର୍ଟ

କଟକ: ଚଳିତବର୍ଷ ହେଉଛି ଓଡ଼ିଶାର ହାତୀଙ୍କ ପାଇଁ ଅତ୍ୟନ୍ତ ଖରାପ ବର୍ଷ। ହାତୀ ମୃତ୍ୟୁ ରୋକିବା ଦିଗ‌ରେ ସରକାର ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରୁନାହାନ୍ତି। ଏଭଳି ଟିପ୍ପଣୀ ରଖିବା ସହିତ ରାଜ୍ୟରେ ହାତୀ ମୃତ୍ୟୁ ଘଟଣାକୁ ନେଇ  ଉଦ୍‌ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ଏମ. ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କିତ ମାମଲାର ଶୁଣାଣି କରିଥିଲେ। ହାତୀ ମୃତ୍ୟୁ ରୋକିବା ପାଇଁ ନିଆଯାଇଥିବା ବାସ୍ତବ ପଦକ୍ଷେପ ସଂପର୍କରେ ଡିସେମ୍ବର ୨୨ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସରକାର ହାତୀଙ୍କ ସୁରକ୍ଷା ପାଇଁ ନିୟୋଜିତ ଗଜସାଥୀଙ୍କ ପ୍ରସଙ୍ଗରେ ମଧ୍ୟ ସବିଶେଷ ତଥ୍ୟ ଦାଖଲ କରିବେ। ରାଜ୍ୟରେ ନିୟୋଜିତ ଗଜସାଥୀଙ୍କ ନାମ ଓ ଅନ୍ୟ ତଥ୍ୟ ମଧ୍ୟ ଦେବେ। ରାଜ୍ୟରେ ହାତୀ କରିଡର ମାର୍ଗ ଦର୍ଶାଉଥିବା ନକ୍ସା ଦାଖଲ କରିବେ। ହାତୀ କରିଡର ଅନ୍ତର୍ଗତ ଓ ପାର୍ଶ୍ବବର୍ତ୍ତୀ ଗାଁ ଗୁଡିକର ନାଁ ସତ୍ୟପାଠରେ ଉଲ୍ଲେଖ ରହିବ।

ଅନ୍ୟପଟେ, ଶିମିଳିପାଳ ଅଭୟାରଣ୍ୟ ଜେନାବିଲ ରେଞ୍ଜରେ ହୋଇଥିବା ହାତୀ ଶିକାର ଘଟଣାରେ ଏତଲା ପଞ୍ଜୀକରଣ କରାଯାଇଛି କି ନାହିଁ, ସେ ନେଇ  ଶୁଣାଣି ସମୟରେ ସ୍ଥିତି ସ୍ପଷ୍ଟ ହୋଇପାରି ନଥିଲା। ଏହି ଘଟଣାରେ ଏତଲା ପଞ୍ଜୀକରଣ ପ୍ରସଙ୍ଗରେ ଜବାବ ରଖିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୨୨କୁ ହାଇକୋର୍ଟ ଏ ସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ ମୁଖ୍ୟ ବନ ସଂରକ୍ଷକଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମାମଲାର ଶୁଣାଣି ସମୟରେ ମୁଖ୍ୟ ବନ ସଂରକ୍ଷକ ଡକ୍ଟର ମନୋଜ ଭି ନାୟର ଭର୍ଚୁଆଲ ମୋଡ୍‌ରେ ଉପସ୍ଥିତ ରହି ଶିମିଳିପାଳ ଅଭୟାରଣ୍ୟ ହୋଇଥିବା ହାତୀ ମୃତ୍ୟୁ ଘଟଣାରେ ବନ କର୍ମଚାରୀଙ୍କ ସଂପୃକ୍ତି ପ୍ରସଙ୍ଗ ସ୍ବୀକାର କରିଥିଲେ। ତିନିଜଣ ବନ କର୍ମଚାରୀଙ୍କୁ ଏହି ମାମଲାରେ ନିଲମ୍ବନ କରାଯାଇଛି ବୋଲି ମୁଖ୍ୟ ବନ ସଂରକ୍ଷକ କହିଥିଲେ। ଉଲ୍ଲେଖଯୋଗ୍ୟ ଯେ, ହାତୀ ମୃତ୍ୟୁ ପ୍ରସଂଗକୁ ନେଇ ଗୀତା ରାଉତ, ଆଇନଜୀବୀ ମୃଣାଳିନୀ ପାଢୀ, ବାଳଗୋପାଳ ମିଶ୍ରଙ୍କ ଜନସ୍ବାର୍ଥ ଆବେଦନର ଏକତ୍ର ଶୁଣାଣି ଚାଲିଛି। ଗୀତା ରାଉତଙ୍କ ତରଫରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।

Powered by Froala Editor

Tags highcourt

Related articles Odisha News Lens 4.1

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14124
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14098
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15522
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13888
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14137
    Jul 30, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14131
    Jul 31, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15046
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15392
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15379
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14124
    Jul 31, 2026
  • ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15379
    Jul 30, 2026
  • ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14098
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17009
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18065
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14124
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14333
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15955
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15841
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15494
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13961
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15028
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14137
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15522
    Jul 31, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15046
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In