Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧା କପ୍‌ ବିଟ୍‌ ରସର କରାମତି

ରାଜ୍ୟ
Home ›› ରାଜ୍ୟ ››ଜଘନ୍ୟ କାଣ୍ଡ: ବିବାହ କରିବାକୁ ଜିଦ୍‌ କରିବାରୁ ପ୍ରେମିକାକୁ ହତ୍ୟା

ଜଘନ୍ୟ କାଣ୍ଡ: ବିବାହ କରିବାକୁ ଜିଦ୍‌ କରିବାରୁ ପ୍ରେମିକାକୁ ହତ୍ୟା

2022-12-15 05:09:31
14827
Share:
Facebook
Twitter
E-Mail
WhatsApp
Telegram
ଜଘନ୍ୟ କାଣ୍ଡ: ବିବାହ କରିବାକୁ ଜିଦ୍‌ କରିବାରୁ ପ୍ରେମିକାକୁ ହତ୍ୟା

ଭୁବନେଶ୍ୱର: ଜହ୍ଲାଦ ପ୍ରେମିକ ଘଟାଇଛି ଜଘନ୍ୟ କାଣ୍ଡ । ବିବାହ କରିବାକୁ ଜିଦ୍‌ କରିବାରୁ ପ୍ରେମିକାକୁ ଭୁବନେଶ୍ୱରରୁ ସୁଦୂର ସୁରତ ନେଇ ନିର୍ମମ ଭାବେ କରିଛି ହତ୍ୟା।  ଛୁରୀରେ ୪୯ ଥର ଆକ୍ରମଣ ମାରିଛି ନିର୍ଦ୍ଦୟ ପ୍ରେମିକ ।  ମୃତା ଯୁବତୀ ହେଉଛନ୍ତି ଓଡ଼ିଆ ଯୁବତୀ ଲୁନି ଦାସ । ଲୁନିଙ୍କୁ ହତ୍ୟା ଅଭିଯୋଗରେ ତାଙ୍କ ପ୍ରେମିକ ଜଗନ୍ନାଥ ଗୌଡ଼ଙ୍କୁ ବାନ୍ଧିଛି ଗୁଜରାଟର ସୁରତ ପୁଲିସ୍‌।
ପ୍ରାୟ ୧୫ ଦିନ ତଳେ ସୁରତ ଅଞ୍ଜନି ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟ୍ ପାଖରୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିଲା  । ପୁଲିସ୍‌ ପ୍ରାଥମିକ ତଦନ୍ତ ଆରମ୍ଭ କରି ଏହା ଓଡ଼ିଅ ଯୁବତୀ ଲୁନି ଦାସଙ୍କ ମୃତଦେହ ବୋଲି ଜାଣିବାକୁ ପାଇଥିଲା। ଏହାପରେ ପୁଲିସ୍‌ ଏହି ଘଟଣାର  ତନାଘନା ଆରମ୍ଭ କରି ୫୦୦ରୁ ଅଧିକ ସିସିଟିଭି ଫୁଟେଜ୍ ଓ କଲ୍ ଡିଟେଲ୍ସର  ତଦନ୍ତ କରିବା ପରେ ତାଙ୍କ ପ୍ରେମିକ ଜଗନ୍ନାଥକୁ ଗିରଫ କରିଛି।

ଭୁବନେଶ୍ୱରରେ ରହୁଥିବା ଲୁନି ସହ ଜଗନ୍ନାଥର ଗତ ୩ ବର୍ଷ ଧରି ପ୍ରେମ ସମ୍ପର୍କ ଥିଲା। ବିବାହ ପାଇଁ ଲୁନି ଜଗନ୍ନାଥକୁ ବାଧ୍ୟ କରିବାରୁ ଶେଷରେ ସେ ଲୁନିକୁ ରାସ୍ତାରୁ ହଟାଇବାକୁ ନିଷ୍ପତ୍ତି ନେଇଥିଲା ।

ଏଥିନିମନ୍ତେ ସୁଚିନ୍ତିତ ଯୋଜନା କରି ଦୁଇ ସପ୍ତାହ ତଳେ ଭୁବନେଶ୍ୱର ଯାଇ ପୁରୀ-ଅହମ୍ମଦାବାଦ୍ ଟ୍ରେନ୍‌ରେ ଲୁନିକୁ ସୁରତ ଆଣିଥିଲା ଜଗନ୍ନାଥ । ଆଉ  ଯୋଜନା ମୁତାବକ ସିଧା ଅଞ୍ଜନି ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟ୍ ପାଖରେ ଥିବା ନିଛାଟିଆ ଜାଗାକୁ ନେଇ ଯାଇଥିଲା। ସେଠାରେ ଧାରୁଆ  ଅସ୍ତ୍ରରେ ହାଣି ତାକୁ ହତ୍ୟା କରିଥିଲା । ଜଗନ୍ନାଥର ରାଗ ଏତେ ଥିଲା ଯେ, ନିଜ ପ୍ରେମିକାଙ୍କୁ ୪୯ ଥର ଛୁରୀରେ  ଆକ୍ରମଣ କରି ହତ୍ୟା କରିଥିଲା  । ଏବେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରି ଅଧିକ ତଦନ୍ତ କରୁଛି  ।

Powered by Froala Editor

Tags murder

Related articles Odisha News Lens 4.1

  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14288
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15095
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13494
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13447
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14236
    Jun 03, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13612
    Jun 04, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15649
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13864
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14198
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13494
    Jun 03, 2025
  • ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14288
    Jun 03, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14236
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16933
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13612
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13447
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13494
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15095
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15263
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13447
    Jun 04, 2025
  • ଅଧା କପ୍‌ ବିଟ୍‌ ରସର କରାମତି

    13612
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14236
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In