Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ରାଜ୍ୟ
Home ›› ରାଜ୍ୟ ››ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣା:ରିପୋର୍ଟ ତଲବ କଲେ ଜାତୀୟ ମାନବାଧିକାର କମିସନ

ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣା:ରିପୋର୍ଟ ତଲବ କଲେ ଜାତୀୟ ମାନବାଧିକାର କମିସନ

2022-12-15 06:43:14
14319
Share:
Facebook
Twitter
E-Mail
WhatsApp
Telegram
ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣା:ରିପୋର୍ଟ ତଲବ କଲେ ଜାତୀୟ ମାନବାଧିକାର କମିସନ

କଟକ: ଗତ ବର୍ଷ ଏପ୍ରିଲ ୧୫ରେ କଟକ ସିଡିଏ ସେକ୍ଟର-୧୦ରେ ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରଶାସନ ଓ ପୁଲିସଠାରୁ ରିପୋର୍ଟ ତଲବ କରିଛନ୍ତି ଜାତୀୟ ମାନବାଧିକାର କମିସନ(ଏନଏଚଆରସି)। ଏନେଇ କମିସନ ଗୃହ ଓ ନଗର ଉନ୍ନୟନ ସଚିବ, କଟକ ମହାନଗର ନିଗମ କମିସନର୍ ଏବଂ ପୁଲିସ୍ କମିସନରଙ୍କୁ ନୋଟିସ୍ ଜାରି କରିଛନ୍ତି। ଚାରି ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ ଏମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନଏଚଆରସିରେ ମାନବାଧିକାର କର୍ମୀ ଶ୍ରୀ ଅଖଣ୍ଡ ଏନେଇ ଏକ ମାମଲା କରିବା ପରେ ଜାତୀୟ ମାନବାଧିକାର କମିସନ(ଏନଏଚଆରସି) କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ରୁଜୁ ଅପରାଧୀକ ମାମଲାର କଣ ସାନି ସ୍ଥିତି ରହିଛି ସେ ନେଇ ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ତଦନ୍ତରେ କଣ ଅଗ୍ରଗତି ହୋଇଛି ସେ ନେଇ ପରବର୍ତ୍ତୀ ଶୁଣାଣି ସମୟରେ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ କହିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୧କୁ ଧାର୍ୟ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଥିଲେ। ମାମଲାରେ ଠିକାଦାର ଡି.କେ.ନାୟକଙ୍କୁ ପକ୍ଷରୁ ଦାଖଲ ସତ୍ୟପାଠରେ ଦର୍ଶାଯାଇଥିଲା ଯେ ଏହି ଘଟଣା ସହିତ ତାଙ୍କର କିଛି ସଂପର୍କ ନାହିଁ। ୨୦୨୧, ମାର୍ଚ୍ଚ ୩୧ରୁ ଚୁକ୍ତି ଶେଷ ହୋଇଥିବା ବେଳେ ଏହା ଆଉ ନବୀକରଣ କରାଯାଇ ନଥିଲା। ଫଳରେ ସେ ଏହି କାମ କରୁ ନଥିଲେ। ଅନ୍ୟପକ୍ଷରେ ଏପ୍ରିଲ ୧୫ ଘଟଣାର ତଦନ୍ତ କରି ସିଏମସି ଉପକମିସନର ଓ ବାରଙ୍ଗ ଅତିରିକ୍ତ ତହସିଲଦାର ଦାଖଲ କରିଥିବା ଯୁଗ୍ମ ରିପୋର୍ଟରେ କିନ୍ତୁ ଭିନ୍ନ ତଥ୍ୟ ରହିଥିବା ହାଇକୋର୍ଟରେ ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା। ୨୦୨୧, ଏପ୍ରିଲ ୧ରୁ ଜୁନ ୩୦ ପର୍ୟ୍ୟନ୍ତ କାର୍ୟ୍ୟ କରିବାକୁ ୱାଟକୋ ତରଫରୁ ଶ୍ରୀ ନାୟକଙ୍କୁ ଦାୟିତ୍ବ ଦିଆଯାଇଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା।

Powered by Froala Editor

Tags NHRC

Related articles Odisha News Lens 4.1

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15021
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14766
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15764
    Jul 12, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13834
    Jul 13, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14668
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15611
    Jul 12, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15015
    Jul 13, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15435
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15653
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15611
    Jul 12, 2025
  • ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13834
    Jul 13, 2025
  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14668
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13834
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14664
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15534
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14524
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14681
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15435
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15764
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14668
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In