Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ଅଜବ ଘଟଣା: ଶଶୁରଙ୍କୁ ତାଲା ପକାଇ ପ୍ରେମିକ ସହ ବୋହୂ ଫେରାର

ଅଜବ ଘଟଣା: ଶଶୁରଙ୍କୁ ତାଲା ପକାଇ ପ୍ରେମିକ ସହ ବୋହୂ ଫେରାର

2022-12-15 06:51:18
14764
Share:
Facebook
Twitter
E-Mail
WhatsApp
Telegram
ଅଜବ ଘଟଣା: ଶଶୁରଙ୍କୁ ତାଲା ପକାଇ ପ୍ରେମିକ ସହ ବୋହୂ ଫେରାର

ଭୁବନେଶ୍ୱର: ଏୟାରପୋର୍ଟ ଥାନା ଅଞ୍ଚଳରେ ଘଟିଛି ଏକ ଅଜବ ଘଟଣା । ଶଶୁରଙ୍କୁ ଘରେ ତାଲା ପକାଇ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛି ବୋହୂ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳାଙ୍କ ସ୍ୱାମୀ ସନ୍ଦୀପ ନାୟକ । ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଜାଣିବାକୁ ପାଇଛି ସନ୍ଦୀପଙ୍କ ପତ୍ନୀ ତାଙ୍କ ପ୍ରେମିକ ସହ ଫେରାର ହୋଇଯାଇଛି । ସନ୍ଦୀପ ଗଙ୍ଗନଗର ପ୍ଲଟ୍ ନମ୍ବର-୩୦୫ରେ ଘର ଭଡ଼ା ନେଇ ରହୁଛନ୍ତି ।

ଚଳିତ ବର୍ଷ ଫେବ୍ରୁଆରୀରେ ସେ ନୟାଗଡ଼ ଦଶପଲ୍ଲା ଅଞ୍ଚଳର ନମିତା ନାୟକଙ୍କୁ ବିବାହ କରିଥିଲେ । କମ୍ ଦିନ ମଧ୍ୟରେ ନମିତା ସନ୍ଦୀପ ଓ ଶଶୁରଙ୍କୁ ନିଜର କରିଦେଇଥିଲେ । ହେଲେ ନମିତାଙ୍କ ପ୍ଲାନଥିଲା ଅଲଗା । ମଉକା ଦେଖି ଘରେ କଳାକନା ବୁଲାଇବାକୁ ଅପେକ୍ଷା କରିଥିଲେ । ମଙ୍ଗଳବାର ଅପରାହ୍ନରେ ସ୍ୱାମୀ ନଥିଲେ ଓ ଶଶୁର ଶୋଇଥିବା ସମୟରେ ତାଙ୍କୁ ତାଲା ପକାଇ ଘରେ ଥିବା ସମସ୍ତ ସୁନା ଗହଣା ଓ ଟଙ୍କା ନେଇ ଫେରାର ହୋଇଯାଇଥିଲେ ନମିତା । ଶଶୁରଙ୍କ ନିଦ ଭାଙ୍ଗିବା ପରେ କବାଟ ନ ଫିଟିବାକୁ ଝରକାରେ ପଡେ଼ାଶୀଙ୍କୁ ଡ଼ାକି ଘରର କବାଟ ଖୋଲିଥିଲେ । ଖବର ପାଇଁ ସନ୍ଦୀପ ସମସ୍ତ ତଥ୍ୟ ଅନୁସନ୍ଧାନ ପରେ ଥାନାର ଦ୍ୱାରସ୍ତ ହୋଇଥିଲେ । ସନ୍ଦିପ ନିଜ ଏତଲାରେ ସ୍ତ୍ରୀର ବାହାଘର ପୂର୍ବରୁ ଥିବା ପ୍ରେମ ସଂପର୍କ ବିଷୟରେ ଜଣାଇ ପ୍ରେମିକ ସହ ଫେରାର ହୋଇଥିବା ପୁଲିସକୁ ସୂଚନା ଦେଇଛନ୍ତି । 

Powered by Froala Editor

Tags Ferar

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14902
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14812
    Jul 04, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14557
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15987
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13649
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15503
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15084
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15617
    Jul 04, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13723
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13723
    Jul 04, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15987
    Jul 02, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14902
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14902
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14551
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14320
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15938
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15811
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15795
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14557
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15617
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14796
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In