Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’କୁ ନିଷିଦ୍ଧ

ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’କୁ ନିଷିଦ୍ଧ

2022-12-15 08:37:56
15076
Share:
Facebook
Twitter
E-Mail
WhatsApp
Telegram
ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’କୁ ନିଷିଦ୍ଧ

ନୂଆଦିଲ୍ଲୀ : ଆଦିତ୍ୟ ଚୋପ୍ରାଙ୍କ ଦ୍ବାରା ନିର୍ମିତ ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’କୁ ନିଷିଦ୍ଧ କରିବା ଲାଗି ବିଭିନ୍ନ ମହଲରେ ଦାବି ହୋଇଛି। ଅଲ ଇଣ୍ଡିଆ ହିନ୍ଦୁ ମହାସଭାର ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ଚକ୍ରପାଣି ମହାରାଜା କହିଛନ୍ତି ଯେ ଚଳଚିତ୍ର ‘ପଠାନ’ରେ ହିନ୍ଦୁ ସଂସ୍କୃତିକୁ ଅପମାନିତ କରାଯାଇଛି। ଏହି ଚଳଚ୍ଚିତ୍ରରେ ଅଶ୍ଳୀଳତା ଭରି ରହିଛି। ତେଣୁ ଏହାକୁ ଭାରତର ପ୍ରେକ୍ଷାଳୟଗୁଡିକରେ ପ୍ରଦର୍ଶନ ନିମନ୍ତେ ଅନୁମତି ଦିଆଯିବା ଉଚିତ୍ ନୁହେଁ। ସେହିପରି ମଧ୍ୟପ୍ରଦେଶ ମନ୍ତ୍ରୀ ନରୋତ୍ତମ ମିଶ୍ର ମଧ୍ୟ ଏହି ଚଳଚ୍ଚିତ୍ରକୁ ନିଷିଦ୍ଧ କରିବା ଲାଗି ଦାବି କରିଛନ୍ତି। ଏହି ଚଳଚ୍ଚିତ୍ର ବିରୋଧରେ ଟ୍ବ୍ିଟର ଓ ଅନ୍ୟାନ୍ୟ ସାମାଜିକ ଗଣମାଧ୍ୟମରେ ଜୋରଦାର ଟ୍ରୋଲ୍‌ ଚାଲିଛି ା ଏହି ଚଳଚ୍ଚିତ୍ରର ଏକ ଗୀତରେ ଦୀପିକାଙ୍କ  ବିକନୀ  ପିନ୍ଧିବା ଦୃଶ୍ୟରେ ଅଶ୍ଳୀଳତା ରହିଛି ା ସିଦ୍ଧାର୍ଥ ଆନନ୍ଦ ଏହି ଚଳଚ୍ଚିତ୍ରର ନିର୍ଦେଶନା ଦେଇଥିବାବେଳେ ଶାହାରୁଖ ଖାଁ, ଦୀପିକା ପଦୁକୋନ ଓ ଜନ ଆବ୍ରାହାମ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ୨୦୨୩ ଜାନୁଆରୀ ୨୫ରେ ଏହି ଚଳଚ୍ଚିତ୍ର ମୁକ୍ତିଲାଭ କରିବାକୁ ସ୍ଥିର ହୋଇଛି।

Powered by Froala Editor

Tags Pathan

Related articles Odisha News Lens 4.1

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14714
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15598
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14943
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13881
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13819
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15458
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14903
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14724
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14975
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13881
    Jun 23, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15458
    Jun 22, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14975
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16938
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14836
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14706
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15597
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14459
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15779
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14871
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15486
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15236
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14943
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15458
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14724
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In