Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ବିଶେଷ
Home ›› ବିଶେଷ ››କେଶ ଓ ଚର୍ମ ପାଇଁ ଲାଭକାରୀ କଲରା

କେଶ ଓ ଚର୍ମ ପାଇଁ ଲାଭକାରୀ କଲରା

2022-12-17 04:44:38
15497
Share:
Facebook
Twitter
E-Mail
WhatsApp
Telegram
କେଶ ଓ ଚର୍ମ ପାଇଁ ଲାଭକାରୀ କଲରା

ଶୀତଦିନ ଆସିଗଲେ ସାଧାରଣତଃ ଚିନ୍ତା ପଡ଼ିଯାଇଥାଏ କେଶ ଓ ଚର୍ମର ସୁରକ୍ଷା ନିମନ୍ତେ । ହେଲେ ଆପଣ ଜାଣନ୍ତି କି କେଶ ସହ ତ୍ୱଚ୍ଚା ପାଇଁ ମଧ୍ୟ ବହୁତ ଉପକାରୀ ହୋଇଥାଏ କଲରା । କଲରା ନାଁ ଶୁଣିଲେ ଅଧିକାଂଶ ଲୋକେ ନାକ ଟେକିଥାନ୍ତି । ଏହାର କଡା ଟେଷ୍ଟ ପାଇଁ କମ ଲୋକେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି । ଅଧିକାଂଶ ଲୋକେ ଏହାର ସ୍ୱାଦ ଅପେକ୍ଷା ଏହାର ଔଷଧୀୟ ଗୁଣ ପାଇଁ ଖାଇଥାନ୍ତି । କଲରା ସ୍ୱାସ୍ଥ୍ୟ ପାଇଁ ବହୁତ କିଛି ଫାଇଦା ଦେଇଥାଏ ।  କଲରା ଆଉ କ’ଣ ପାଇଁ ଲାଭକାରୀ ହୋଇଥାଏ ଆସନ୍ତୁ ଜାଣିବା ।

କେଶ ଓ ଚର୍ମ ପାଇଁ ହୋଇଥାଏ ଲାଭକାରୀ

କଲରାରେ ଭିଟାମିନ ସି ଥିବାରୁ ଏହା ଫ୍ରି ରାଡିକଲସ ସହ ଲଢ଼ିବାକୁ କ୍ଷମତା ରଖିଥାଏ । ଫ୍ରି ରାଡିକଲସ ଆପଣଙ୍କ ବୟସ ବଢ଼ାଇବାରେ କାମ କରିଥାଏ । କଲରା କେଶରେ ହେଉଥିବା ରୁପି ଓ ଫାଇନ ଲାଇନ୍ସ ସହ ଲଢ଼ିଥାଏ । ଏହା ଚର୍ମକୁ ସୂର୍ଯ୍ୟଙ୍କର ହାନିକାରକ ଅଲଟ୍ରା ଭାୟୋଲେଟ୍‌ କରିଣରୁ ବଂଚାଇଥାଏ ।

ରୁପୀ ବା ଡାଣ୍ଡ୍ରୁପ ଭଲ କରିଥାଏ

ଯଦି ଆପଣ ରୁପି ବା ଡାଣ୍ଡ୍ରୁପ ଯୋଗୁ ଅସୁବିଧା ଭୋଗୁଛନ୍ତି, ତେବେ ଆପଣ କଲରା ଜୁଶକୁ ଆପଣଙ୍କ କେଶ ମୂଳେ ଲଗାନ୍ତୁ । ଏହାଦ୍ୱାରା ଖୁବ୍‌ ଶୀଘ୍ର ଆପଣଙ୍କ ରୁପୀ ଭଲ ହୋଇଯିବ ।
କେଶକୁ ଚମକଦାର ବନାଇଥାଏ

କଲରା ଆପଣଙ୍କ କେଶକୁ ନରମ ଓ ଚମକଦାର ବନାଇଥାଏ । ଏଥିପାଇଁ ବାଳ ଉପରେ କଲରା ଜୁଶକୁ ମାଲିସ କରନ୍ତୁ । ଅଧା ଘଣ୍ଟା ପରେ ଏହାକୁ ଧୋଇ ଦିଅନ୍ତୁ । ଆପଣଙ୍କ ବାଳକୁ ଚମକାଇ ଦେବ ।

ଚର୍ମ ସଂକ୍ରମଣରୁ ବଂଚାଇ ଥାଏ

ପ୍ରତିଦିନ କଲରା ଖାଇବା ଦ୍ୱାରା କେତେ ପ୍ରକାର ଚର୍ମ ସଂକ୍ରମଣରୁ ରକ୍ଷା ମିଳିଥାଏ । ଏହା ଏକ୍‌ଜିମା ଓ ସୋରିଆସିସ ଭଳି ଚର୍ମ ସଂକ୍ରମଣରୁ ରକ୍ଷା କରିଥାଏ ।

ବାଳ ଝଡିବାକୁ ରୋକିଥାଏ

ଯଦି ଆପଣ ଖାଦ୍ୟରେ କଲରାକୁ ସାମିଲ କରନ୍ତି, ତେବେ ଏହା ଆପଣଙ୍କ କେଶ ଝଡିବାକୁ ମଧ୍ୟ ରୋକିଥାଏ । ଏଥିପାଇଁ କଲରା ପେଷ୍ଟକୁ ବାଳ ମୂଳରେ ଲଗାନ୍ତୁ ଓ ପୁଣି କିଛି ସମୟ ପରେ ଧୋଇ ଦିଅନ୍ତୁ । ଏହାଦ୍ୱାରା ଆପଣଙ୍କ କେଶ ମୂଳ ସଫା ହେବା ସହ ବ୍ଲଡ ସର୍କୁଲେସନ ମଧ୍ୟ ବଢ଼ିବ । ଏହାଦ୍ୱାରା କେଶ ଝଡିବା ବନ୍ଦ ହେବା ସହ କେଶର ଗ୍ରୋଥ ମଧ୍ୟ ହୋଇଥାଏ ।

Powered by Froala Editor

Tags Karela

Related articles Odisha News Lens 4.1

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13866
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15397
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15020
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15116
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14574
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15437
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15536
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14459
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13773
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14459
    Oct 09, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13866
    Oct 09, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15397
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14438
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14545
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15555
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14227
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15964
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15437
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14723
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15439
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15020
    Oct 08, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14459
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13866
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In