Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

ରାଜ୍ୟ
Home ›› ରାଜ୍ୟ ››କୋର୍ଟ ଭିତରେ ପଶି ଭଂଗାରୁଜା ଘଟଣା: ଆଉ ୩ ଓକିଲ ଗିରଫ

କୋର୍ଟ ଭିତରେ ପଶି ଭଂଗାରୁଜା ଘଟଣା: ଆଉ ୩ ଓକିଲ ଗିରଫ

2022-12-18 05:47:44
14968
Share:
Facebook
Twitter
E-Mail
WhatsApp
Telegram
କୋର୍ଟ ଭିତରେ ପଶି ଭଂଗାରୁଜା ଘଟଣା: ଆଉ ୩ ଓକିଲ ଗିରଫ

ସମ୍ବଲପୁର: ସମ୍ବଲପୁରରେ କୋର୍ଟ ଭିତରେ ପଶି ଭଂଗାରୁଜା ଘଟଣାରେ ବଢିଲା ଗିରଫଦାରୀ । ଆଉ ୩ ଓକିଲଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ । ୨ ମହିଳା ଆଇନଜୀବୀଙ୍କ ସହ ୩ ଜଣଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ପୋଲିସ । ୨ ମହିଳା ଆଇନଜୀବୀ ହେଲେ ବିଷ୍ଣୁପ୍ରିୟା ଭୋଇ ଓ ସେବତୀ ବଂଛୁର । ଆଇନଜୀବୀ ମିଲନ ମହାରଣାଙ୍କୁ ମଧ୍ୟ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୩୫କୁ ବୃଦ୍ଧି ପାଇଥିବା ବେଳେ, ଆଗକୁ ସଂଖ୍ୟା ଆହୁରି ବଢିପାରେ ।

ସେପଟେ ପୁଣି ଫେରିଛି ୨୪ ଏପ୍ରିଲ ୨୦୧୨ର ସମ୍ବଲପୁର ଜିଲ୍ଲାପାଳ-ଓକିଲ ବିବାଦ । କ୍ରାଇମବ୍ରାଞ୍ଚ ଦେଖାଇଛି ତଦନ୍ତରେ ତତ୍ପରତା । କ୍ରାଇମବ୍ରାଞ୍ଚର ଏକ ଟିମ୍ ସମ୍ବଲପୁର ଆସିଥିବା ବେଳେ ଦୁଇ ଜଣ ଆଇନଜୀବୀଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିବା ପୋଲିସ ତରଫରୁ ଜଣାପଡ଼ିଛି । ସୂଚନା ଅନୁସାରେ, ୨୦୧୨ରେ ସମ୍ବଲପୁରରେ ଜମିର ବେଞ୍ଚ ମାର୍କ ଭାଲୁଏସନ ଅନେକ ଗୁଣ ବଢିଥିବାରୁ ଓକିଲ ଆନ୍ଦୋଳନ କରିଥିଲେ । ତତ୍କାଳୀନ ଜିଲ୍ଲାପାଳ ମୃଣାଳିନୀ ଦରସ୍ବାଲ୍ ଘଟଣାସ୍ଥଳକୁ ଯିବା ସମୟରେ ଓକିଲ ଆକ୍ରମଣ କରିଥିବାର ଅଭିଯୋଗ ହୋଇଥିଲା । ୧୦ବର୍ଷ ପରେ ସମ୍ବଲପୁରରେ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ତଦନ୍ତ କରୁଛି । କୋର୍ଟରେ ଓକିଲଙ୍କ ଭଙ୍ଗାରୁଜା ଘଟଣାରେ ଗିରଫ ଓକିଲଙ୍କ ମଧ୍ୟରେ ରହିଛନ୍ତି ୨୦୧୨ରେ ଜିଲ୍ଲାପାଳଙ୍କୁ ଆକ୍ରମଣ କରିଥିବା କିଛି ଓକିଲ । ସେତେବେଳେ ସେମାନଙ୍କୁ ଗିରଫ କରାଯାଇ ପାରିନଥିଲା । ତେଣୁ ଏବେ ପୂର୍ବ ଘଟଣାରେ ସମ୍ପୃକ୍ତ ୨ ଓକିଲଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରାଯାଇଛି ।

Powered by Froala Editor

Tags Arrested

Related articles Odisha News Lens 4.1

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14338
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14967
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14138
    Oct 22, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13538
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14335
    Oct 23, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15355
    Oct 22, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15027
    Oct 23, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13584
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15381
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14138
    Oct 22, 2026
  • ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15381
    Oct 23, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13584
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17850
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15027
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15381
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15027
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15491
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14822
    Oct 06, 2026

ବାଣିଜ୍ୟ

ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର : ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ସମ୍ପ୍ରସାରଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ରାୟଗଡ଼ାସ୍ଥିତ ଏଲ୍. ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14967
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14312
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14608
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14637
    Oct 15, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13584
    Oct 23, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15355
    Oct 22, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14335
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In