Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

ରାଜ୍ୟ
Home ›› ରାଜ୍ୟ ››ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

2022-12-22 04:55:20
13893
Share:
Facebook
Twitter
E-Mail
WhatsApp
Telegram
ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି। ୫-ଟି ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ଘଣ୍ଟିଆ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। 
ଲୋକସେବା ଭବନ କନ୍‌ଭେନସନ୍ ହଲରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ସହରଗୁଡ଼ିକ ହେଲା-ଭୁବନେଶ୍ବର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡ଼ା, ବଡ଼ବିଲ୍‌, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର। ଏହିସବୁ ସହରଗୁଡ଼ିକର ୫.୫୦ ଲକ୍ଷ ଲୋକ ଏଥିରୁ ଉପକାର ପାଇଲେ।
ସୂଚନାଯୋଗ୍ୟ ଯେ ପୂର୍ବରୁ ୫-ଟି ଉପକ୍ରମରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ମିଳିଥିଲା। ଏବେ ଗୋପାଳପୁରରେ ମଧ୍ୟ ରାଜ୍ୟର ଦ୍ବିତୀୟ ସହର ଭାବରେ ଶତପ୍ରତିଶତ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସୁବିଧା ମିଳିଲା। ଏହାବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ କାର୍ୟ୍ୟକ୍ରମର ଆରମ୍ଭ ଘୋଷଣା କରିଥିଲେ। ଏହାଦ୍ବାରା ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକାର ପାଇବେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ବପ୍ନ ଏବଂ ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି। ୧୯ଟି ସହରକୁ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସେବାରେ ଯୋଡ଼ି ସେ କହିଥିଲେ ଯେ, ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ। ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ୍ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଜଳ ହେଉଛି ଜୀବନ। ଜନସ୍ବାସ୍ଥ୍ୟ ଓ ଦୈନନ୍ଦିନ ଜୀବନର ସୁବିଧା ପାଇଁ ସ୍ବଚ୍ଛ ଜଳ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ବିଶ୍ବର ବଡ଼ ବଡ଼ ସହରର ବ୍ୟବସ୍ଥା ସହିତ ଆଜି ଓଡ଼ିଶାର ସହରଗୁଡ଼ିକ ମଧ୍ୟ ଯୋଡ଼ି ହୋଇଛି ଏବଂ ବ୍ୟୁରୋ ଅଫ୍ ଇଣ୍ଡିଆନ ଷ୍ଟାଣ୍ଡାର୍ଡ଼ସର ମାନ ଅନୁଯାୟୀ ଉତ୍ତମ ଓ ସ୍ବଚ୍ଛ ଜଳ ମିଳୁଛି। ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ୱାଟ୍‌କୋକୁ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13714
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14603
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14867
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14000
    Sep 06, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13713
    Sep 05, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15296
    Sep 05, 2026
  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13835
    Sep 05, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14193
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13767
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13713
    Sep 05, 2026
  • ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ସାମର୍ଥ୍ୟକୁ ଚିହ୍ନଟ କରିପାରନ୍ତି: ରାଷ୍ଟ୍ରପତି

    13835
    Sep 05, 2026
  • ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13714
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17077
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17736
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18148
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14000
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13744
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14548
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14853
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14805
    Aug 27, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14066
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14590
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14806
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14000
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14603
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14572
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In